Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ଜୟନାରାୟଣଙ୍କ ଗୁରୁତ୍ୱ ବିଜେପିରେ କମାଇଛି କିଏ? କାହିଁକି ଏମିତି କହିଲେ ଜୟ

Sanchar Live by Sanchar Live
November 30, 2024
in ରାଜନୀତି
0
ଜୟନାରାୟଣଙ୍କ ଗୁରୁତ୍ୱ ବିଜେପିରେ କମାଇଛି କିଏ? କାହିଁକି ଏମିତି କହିଲେ ଜୟ

Oplus_131072

0
SHARES
4
VIEWS
FacebookTwitter

ଭୁବନେଶ୍ବର: ବିଜେପିର ବରିଷ୍ଠ ନେତା ତଥା ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ଦଳ ବିରୋଧରେ ବିଷ ଓଗାଳିଛନ୍ତି। ନିଜ ମନ ଭିତରେ ଥିବା ପୁଞ୍ଜିଭୂତ ଅସନ୍ତୋଷକୁ ସେ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ସେ ବିଜେପିରେ ଥାଇ ମଧ୍ୟକୁ ଦଳକୁ ପରୋକ୍ଷରେ ତେରଛା ବାଣ ମାରିଛନ୍ତି। ଦିବଙ୍ଗତ ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ସମୀର ଦେ’ଙ୍କ ଶୋକସଭାରେ ଯୋଗ ଦେଇ ଜୟନାରାୟଣ କହିଛନ୍ତି, ମୁଁ ଜଣେ ତଡ଼ାଖିଆ ଲୋକ।

ଜୟନାରାୟଣ କହିଛନ୍ତି, ମୁଁ ଗୋଟିଏ  ତଡାଖିଆ ଲୋକ। ଏବିଭିପିରୁ ତଡା ଖାଇଛି, ବିଜେପିରୁ ମଧ୍ୟ ତଡା ଖାଇଛି। ଏବେ ବିଜେପିରୁ ସାଇଡଲାଇନ ହୋଇ ରହିଛି। ଏହାସହ ପୂର୍ବରୁ ସମୀର ଦେଙ୍କ ସହ ଯାହା ଘଟିଥିଲା ତାହା ଏବେ ମୋ ସହ ଘଟୁଛି। ସମୀରଙ୍କୁ ଦଳରେ ଗୁରୁତ୍ୱ ଦିଆଯାଉନଥିଲା। ତାଙ୍କ ବିରୋଧରେ ଲୋକ ଲଗାଯାଉଥିଲା। ଏବେ ମୋ ବିରୋଧରେ ମଧ୍ୟ ଲୋକ ଲଗାଯାଉଛି। ମୋ ବିରୋଧରେ ଜଣେ ଲୋକ ରହିଛି। ଏହା ପାର୍ଟିର ଯୋଜନା ବଦ୍ଧ କାର୍ଯ୍ୟକ୍ରମ।

ବିଜେପି ରାଜ୍ୟ ସଭାପତି ରାଜସ୍ୱମନ୍ତ୍ରୀ ଓ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଏମିତି କହିଛନ୍ତି ଜୟନାରାୟଣ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତକାଲି ବିଜେପି ନେତୃବୃନ୍ଦଙ୍କ ମଧ୍ୟରେ ସମନ୍ୱୟ ରଖି ଆଗକୁ ବଢିବାକୁ ପରାମର୍ଶ ଦେଇଥିଲେ। କିନ୍ତୁ ୨୪ ଘଣ୍ଟା ନ ବିତୁଣୁ ଜୟନାରାୟଣ ନିଜର ଅସନ୍ତୋଷ ଝାଡିଛନ୍ତି। ପ୍ରଶ୍ନ ଉଠୁଛି, ଜୟନାରାୟଣଙ୍କୁ ଦଳରେ କୋଣଠେସା କରିଛି କିଏ? ଜୟନାରାୟଣଙ୍କ ଗୁରୁତ୍ୱ ବିଜେପିରେ କମାଇଛି କିଏ? ଜୟନାରାୟଣଙ୍କ ପଛରେ କିଏ ଓ କାହିଁକି ଲୋକ ଲଗାଇଛି? ଦଳରେ ତାଙ୍କ ବିରୋଧରେ ଷଡଯନ୍ତ୍ର କରୁଥିବା ନେତା କିଏ? ଜୟନାରାୟଣଙ୍କ ବୟାନ ବିଜେପିର କେଉଁ ନେତାଙ୍କ ଆଡକୁ ଇଙ୍ଗିତ କରୁଛି।

Tags: bjpJay narayan mishrapolitics
ShareTweetShareSend
Sanchar Live

Sanchar Live

Next Post
ରାତିରେ ଶୋଇବା ପୂର୍ବରୁ ବ୍ୟବହାର କରନ୍ତୁ ଏହି ତେଲ, ପାଇବେ ଚମକଦାର ତ୍ୱଚା

ରାତିରେ ଶୋଇବା ପୂର୍ବରୁ ବ୍ୟବହାର କରନ୍ତୁ ଏହି ତେଲ, ପାଇବେ ଚମକଦାର ତ୍ୱଚା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.