Saturday, June 7, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home Uncategorized

ଲାଞ୍ଚ ନେଇ ଧରା ପଡ଼ିଲେ କନିଷ୍ଠ ଯନ୍ତ୍ରୀ

Sanchar Live by Sanchar Live
May 17, 2025
in Uncategorized
0
ଲାଞ୍ଚ ନେଇ ଧରା ପଡ଼ିଲେ କନିଷ୍ଠ ଯନ୍ତ୍ରୀ
0
SHARES
13
VIEWS
FacebookTwitter

ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ କନିଷ୍ଠ ଯନ୍ତ୍ରୀ ଅଶୋକ କୁମାର ଦାସ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ଏକ ବିଲ୍ ପାସ କରିଦେବାକୁ କଣ୍ଟ୍ରାକ୍ଟରଙ୍କଠାରୁ ୧୦ ହଜାର ଟଙ୍କା ନେବାବେଳେ ଭିଜିଲାନ୍ସ ଧରିଛି । ତାଙ୍କ ନିକଟରୁ ସମସ୍ତ ଟଙ୍କା ଜବତ କରାଯାଇଛି ।

ଏକ ରାସ୍ତା କାମ ପାଇଁ କଣ୍ଟ୍ରାକ୍ଟର୍ ଜଣକ ବିଲ୍ ପାସ୍ କରି ଦେବାକୁ ଜେଇ ଅଶୋକ ଦାସଙ୍କୁ କହିଥିଲେ । ମାତ୍ର ବିଲ୍ ପାସ କରିବାକୁ ମନା କରି ଦେଇଥିଲେ । ବଦଳରେ ସେ ୧୦,୦୦୦ ଟଙ୍କା ଲାଞ୍ଚ ମାଗିଥିଲେ । ଏ ନେଇ କଣ୍ଟ୍ରାକ୍ଟର୍ ଜଣକ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ । ଭିଜିଲାନ୍ସ ସମ୍ପୃକ୍ତ ଜେଇଙ୍କ ଧରିବାକୁ ଯୋଜନା ପ୍ରସ୍ତୁତ କରିଥିଲା । ପୂର୍ବ ଯୋଜନା ମୁତାବକ କଣ୍ଟ୍ରାକ୍ଟର ଜେଇଙ୍କୁ ଟଙ୍କା ଦେଉଥିବାବେଳେ ଭିଜିଲାନ୍ସ ମାଡ଼ି ବସିଥିଲା । ସେ ନେଇଥିବା ଲାଞ୍ଚ ଟଙ୍କା ଜବତ କରାଯିବା ପରେ ତାଙ୍କ ହାତ ଏବଂ ପ୍ୟାଣ୍ଟ ପକେଟକୁ ପାଣିରେ ଧୋଇବା ପରେ ରାସାୟନିତ ପ୍ରତିକ୍ରିୟା ସୃଷ୍ଟି ହୋଇଥିଲା । ପରବର୍ତ୍ତୀ ସମୟରେ ଜେଇ ସତ ମାନିଥିଲେ । ଭିଜିଲାନ୍ସ ତାଙ୍କୁ ଗିରଫ କରି ବନ୍ତ ଛକରେ ଥିବା ଭଡ଼ା ଘର ଏବଂ ସାନବାର୍ଚ୍ଛି ଗ୍ରାମରେ ଥିବା ପୈତୃକ ଘରେ ଚଢ଼ଉ କରାଯାଇଛି ।

 

Tags: crimeodisha
ShareTweetShareSend
Sanchar Live

Sanchar Live

Next Post
ବ୍ରହ୍ମପୁର କମାପଲ୍ଲୀ ଓଭରବ୍ରିଜ୍ ଉପରେ ପଡ଼ିଛି ତିନୋଟି ଜୀବନ୍ତ ବୋମା

ବ୍ରହ୍ମପୁର କମାପଲ୍ଲୀ ଓଭରବ୍ରିଜ୍ ଉପରେ ପଡ଼ିଛି ତିନୋଟି ଜୀବନ୍ତ ବୋମା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରଥଯାତ୍ରା: ପରିଚାଳନ ପାଇଁ ମନ୍ତ୍ରୀସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର
  • ସରିଲା ରାଜ୍ୟ କ୍ୟାବିନେଟନ୍‌ର ଗୁରତ୍ବପୂର୍ଣ୍ଣ ବୈଠକ, ୪ ପ୍ରସ୍ତାବରେ ବାଜିଲା ମୋହର
  • ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ଜଣେ ମୃତ ୨ ଗୁରୁତର
  • ସୋଆ କ୍ୟାମ୍ପସରେ NHRC ଅଧ୍ୟକ୍ଷ
  • ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ରନ୍ଧନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ୱି କ୍ୟାନ୍ କୁକ୍‌’ ଆଣ୍ଡ ‘ୱି କ୍ୟାନ୍ ବେକ୍‌’ ଉଦ୍‌ଯାପିତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.