Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମାର୍ଚ୍ଚ ଆରମ୍ଭରୁ ରେକର୍ଡ ତାତି, ଝାରସୁଗୁଡ଼ାରେ ସର୍ବାଧିକ ୩୭. ୮ ଡିଗ୍ରୀ ସେଲସିୟସ

Sanchar Live by Sanchar Live
March 4, 2025
in ଓଡିଶା
0
ମାର୍ଚ୍ଚରୁ ମେ ମାସ ଶେଷ ପର୍ଯ୍ୟନ୍ତ ବିଶ୍ବର ତାପମାତ୍ରା ସ୍ବାଭାବିକ ଠାରୁ ଅଧିକ ରହିବ
0
SHARES
10
VIEWS
FacebookTwitter

ଭୁବନେଶ୍ବର : ମାର୍ଚ୍ଚ ଆରମ୍ଭରୁ ରେକର୍ଡ ତାତି । ରାଜ୍ୟରେ ଉପର ମୁହାଁ ହେଲାଣି ପାରଦ। ୩୭ ଡିଗ୍ରୀ ପାର କଲା ତାପମାତ୍ରା । ଝାରସୁଗୁଡ଼ା ଓ ସମ୍ବଲପୁରରେ ଡହ ଡହ ତାତି। ଆଜି ଦିନ ସାଢେ ୨ଟା ସୁଦ୍ଧା ଝାରସୁଗୁଡ଼ାରେ ୩୭. ୮ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି ହୋଇଛି । ସେପଟେ ସାଢେ ଦୁଇଟା ସୁଦ୍ଧା ରାଜଧାନୀରେ ୩୬ ଡିଗ୍ରୀ ଛୁଇଁଛି ତାପମାତ୍ରା ।

ଡହ ଡହ ଖରାରେ ସିଝୁଛନ୍ତି ରାଜଧାନୀବାସୀ । ତେବେ ଏବେଠୁ ପ୍ରବଳ ଖରା ଅନଭୂତ ହେଉଥିବା ବେଳେ ଆଗକୁ ସ୍ଥିତ ଅସମ୍ଭାଳ ହେବ ବୋଲି ଆଶଂକା କରାଯାଉଛି । ଆଗାମୀ ୭ଦିନ ପାଇଁ ରାଜ୍ୟରେ ମୂଖ୍ୟତଃ ଶୁଖିଲା ପାଗ ରହିବ ବୋଲି ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ସେହିପରି ସମ୍ବଲପୁର-୩୭. ୬ ଡିଗ୍ରୀ ସେଲସିୟସ ଥିବାବେଳେ ହୀରାକୁଦ- ୩୫.୪ ଡିଗ୍ରୀ ସେଲସିୟସ, ରାଉରକେଲା- ୩୫ ଡିଗ୍ରୀ ସେଲସିୟସ ଓ ଚାନ୍ଦବାଲି- ୩୪ ଡିଗ୍ରୀ ସେଲସିଅସ ରେକର୍ଡ କରାଯାଇଛି ।

Tags: heatwaveodisha
ShareTweetShareSend
Sanchar Live

Sanchar Live

Next Post
ପୁଣି ଶ୍ରୀମନ୍ଦିର ଭିତର ବେଢ଼ା ଭିଜୁଆଲ ଭାଇରାଲ

ପୁଣି ଶ୍ରୀମନ୍ଦିର ଭିତର ବେଢ଼ା ଭିଜୁଆଲ ଭାଇରାଲ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.