Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଚିନ୍ତା ବଢ଼ାଇଲାଣି ମୁଣ୍ଡଫଟା ଖରା

Sanchar Live by Sanchar Live
March 16, 2025
in ଓଡିଶା
0
ଆଜିଠୁ ଜଳିବ ପଶ୍ଚିମ ଓଡ଼ିଶା
0
SHARES
10
VIEWS
FacebookTwitter

ସଂଚାର ବ୍ୟୁରୋ: ଖରା ବଢାଇ ଲାଣି ଟେନସନ୍ । ଦିନକୁ ଦିନ ଉପରମୁହାଁ ପାରଦ । ମୁଣ୍ଡ ଫଟା ଖରାରେ ହନ୍ତସନ୍ତ ଲୋକେ। ଦିନ ଦୁଇଟା ୩୦ ସୁଦ୍ଧା ଝାରସୁଗଡା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଏଠାରେ ତାପମାତ୍ରା ୪୧.୮ ଡ଼ିଗ୍ରୀ ରେକର୍ଡ କରାଯାଇଛି । ୩୯.୮ ଡ଼ିଗ୍ରୀ ସହ ରାଉରକେଲା ଦ୍ବିତୀୟରେ ରହିଛି ।ସେହିଭଳି ହୀରାକୁଦ ୩୮.୪ ଡ଼ିଗ୍ରୀ, କେନ୍ଦୁଝର ୩୭.୪ ଡ଼ିଗ୍ରୀ, ଚାନ୍ଦବାଲି ୩୭.୪ ଡ଼ିଗ୍ରୀ ପାରଦ ରେକର୍ଡ କରାଯାଇଛି । ଆଗକୁ ତାପମାତ୍ରା ଆହୁରି ବୃଦ୍ଧି ପାଇବ ବୋଲି ଅକଳନ କରାଯାଉଛି l ସେପଟେ ପାଞ୍ଚ ଜିଲାରେ ଅଧିକ ଖରା ସହିତ ରେଡ୍ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର l ଝାରସୁଗୁଡ଼ା, କଳାହାଣ୍ଡି, ସମ୍ବଲପୁର , ସୋନପୁର ଓ ବୌଦ୍ଧ କୁ ରେଡ୍ ଓ୍ବାର୍ଣ୍ଣିଂରେ ଥିବା ବେଳେ ଅନୁଗୁଳ, ସୁନ୍ଦରଗଡ଼, ବଲାଙ୍ଗିର କୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି l ଏହା ଛଡା ରାଜ୍ୟର ଆଉ 15 ଟି ଜିଲା ମୟୂରଭଞ୍ଜ, ଭଦ୍ରକ, ଢେଙ୍କାନାଳ, ବଲାଙ୍ଗୀର, ଗଜପତି, କେନ୍ଦୁଝର, କେନ୍ଦ୍ରାପଡା, ପୁରୀ,ଗଞ୍ଜାମ ଆଦି ଜିଲ୍ଲାକୁ ଏଲୋ ଓ୍ବେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି l

Tags: heatwaveodishaweather report
ShareTweetShareSend
Sanchar Live

Sanchar Live

Next Post
କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ସାରୁଆଳି ପଞ୍ଚାୟତ ଦେହୁରୀନାଳି ଗାଁରେ ହାତୀ ଆତଙ୍କ

କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ସାରୁଆଳି ପଞ୍ଚାୟତ ଦେହୁରୀନାଳି ଗାଁରେ ହାତୀ ଆତଙ୍କ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.