Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜିଠୁ ଯୋରନ୍ଦା ପୀଠରେ ଆରମ୍ଭ ହେବ ପ୍ରସିଦ୍ଧ ମାଘମେଳା

Sanchar Live by Sanchar Live
February 11, 2025
in ଓଡିଶା
0
ଆଜିଠୁ ଯୋରନ୍ଦା ପୀଠରେ ଆରମ୍ଭ ହେବ ପ୍ରସିଦ୍ଧ ମାଘମେଳା
0
SHARES
12
VIEWS
FacebookTwitter

ସଂଚାର ବ୍ୟୁରୋ: ଆଜିଠୁ ଢେଙ୍କାନାଳର ଯୋରନ୍ଦା ପୀଠରେ ଆରମ୍ଭ ହେବ ପ୍ରସିଦ୍ଧ ମାଘମେଳା । ସେଥିପାଇଁ ସଜେଇ ହୋଇଛି ପୂରା ମହିମାଗାଦୀ ପୀଠ । ଦୁଇ ଦିନ ର୍ପୂବରୁ ସାଧୁସନ୍ଥଙ୍କ ଏଠି ଭିଡ ଲାଗିଛି । କୁମ୍ଭ ମେଳାରୁ ବୁଡ ପକାଇ ସିଧା ମାଘମେଳାକୁ ଛୁଟିଆସିଛନ୍ତି ଦେଶର କୋଣ ଅନୁକୋଣରୁ ସାଧୁସନ୍ଥ । ମହିମା ସନ୍ଯାସୀଙ୍କ ଅଲେଖ ମହିମା ଧ୍ଵନିରେ କମ୍ପିଲାଣି ପୂରା ମହିମା ଗାଦି । ବାଜା, ଖୋଲ କୀର୍ତ୍ତନ ସହ ଖଞ୍ଜଣି ମାଡରେ ବିଭୋର ହେଲେଣି ମହିମା ସନ୍ୟାସୀ ଓ ପର୍ଯ୍ୟଟକ । ୧୩ ତାରିଖ ପର୍ଯ୍ୟନ୍ତ ଉପାସନା ପୀଠରେ ଝାଡଦୀପ ପ୍ରଜ୍ୱଳନ ହେବା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଗାଦୀମନ୍ଦିର, ଅଖଣ୍ଡଜ୍ୟୋତି ମନ୍ଦିର, ଧୂନୀ ମନ୍ଦିର, ଶୂନ୍ୟ ମନ୍ଦିର, ବତୀ ମନ୍ଦିର ଓ ୨୧ହାତିଆ ଟୁଙ୍ଗି ଆଦିକୁ ସ୍ବଚ୍ଛ ନିର୍ମଳ କରାଯାଇଛି । ଚଳିତବର୍ଷ ୧୫୨ତମ ବିଶ୍ୱ ପ୍ରସିଦ୍ଧ ମାଘମେଳା ଅନୁଷ୍ଠିତ ହେଉଛି । ମାଘମାସ ଶୁକ୍ଲପକ୍ଷ ଚତୁର୍ଦ୍ଦଶୀ ତିଥୀରୁ ଏହି ମେଳା ଆରମ୍ଭ ହୋଇ ଦୁଇଦିନ ପର୍ଯ୍ୟନ୍ତ ଅନୁଷ୍ଟିତ ହେବ । ମହିମା ସାଧୁ ସନ୍ୟାସୀମାନେ ଜଗତ କଲ୍ୟାଣ ପାଇଁ ମହଣ ମହଣ ଘିଅ ଘୃତାହୂତୀ କରି ଝାଡଦୀପ ପ୍ରଜ୍ୱଳନ କରିବେ । ଶାନ୍ତିଶୃଙ୍ଖଳା ପାଇଁ ପ୍ରାୟ ୯ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି । ମାଘମେଳା ଉପଲକ୍ଷେ ଅନୁଷ୍ଠିତ ହେଉଥିବା ବିଭିନ୍ନ ସାଂସ୍କୃତିକ କାର୍ଯ୍ଯକ୍ରମ, ଅପେରା ଏବଂ ଅନ୍ୟାନ୍ୟ କାର୍ଯ୍ୟ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ସିସିଟିଭି କ୍ୟାମେରା ଲଗାଯିବା ସହିତ ଟ୍ରାଫିକ ନିୟନ୍ତ୍ରଣକୁ ଅଧିକ କଡାକଡି କରାଯାଇଛି । ଚଳିତବର୍ଷ ପାଗ ଅନୁକୂଳ ଥିବାରୁ ବହୁ ସଂଖ୍ୟାରେ ଜନ ସମାଗମ ହେବା ନେଇ ଅନୁମାନ କରିଛି ପ୍ରଶାସନ ।

Tags: Jorandamaghamela
ShareTweetShareSend
Sanchar Live

Sanchar Live

Next Post
ଫେରିଲା ଶୀତ, ରାଜ୍ୟରେ କମୁଛି ପାରଦ

ଫେରିଲା ଶୀତ, ରାଜ୍ୟରେ କମୁଛି ପାରଦ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ପ୍ରେମିକ ସହ ମିଶି ସ୍ବାମୀଙ୍କୁ ମାରିଦେଲା ସ୍ତ୍ରୀ
  • ଔଷଧ କିଣି ଘରକୁ ଫେରିବାବେଳେ ଭାସିଗଲେ ଯୁବକ
  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.