Saturday, April 18, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଓଡ଼ିଶାରେ ଇଭି ପ୍ରକଳ୍ପରୁ ଓହରିବନି ଜେଏସଡବ୍ଲ୍ୟୁ

Sanchar Live by Sanchar Live
September 24, 2024
in ଓଡିଶା
0
ଓଡ଼ିଶାରେ ଇଭି ପ୍ରକଳ୍ପରୁ ଓହରିବନି ଜେଏସଡବ୍ଲ୍ୟୁ
0
SHARES
9
VIEWS
FacebookTwitter

ସଂଚାର ବ୍ୟୁରୋ: ଓଡ଼ିଶାରେ ପ୍ରସ୍ତାବିତ ୪୦ ହଜାର କୋଟି ଟଙ୍କାର ବିଦ୍ୟୁତଚାଳିତ ଯାନ(ଇଭି) ନିର୍ମାଣ ପ୍ରକଳ୍ପ ଓ ବ୍ୟାଟେରିଂ ମାନ୍ୟୁଫାକଚରିଂ ପ୍ରକଳ୍ପରୁ ଓହରିବ ନାହିଁ ବୋଲି ଜେଏସଡବ୍ଲ୍ୟୁ ସ୍ପଷ୍ଟ କରିଛି । ସେପଟେ ଜେଏସଡବ୍ଲ୍ୟୁର ଇଭି ପ୍ରକଳ୍ପ ମହାରାଷ୍ଟ୍ରକୁ ସ୍ଥାନାନ୍ତରକୁ ନେଇ ଗଣମାଧ୍ୟମରେ ଚର୍ଚ୍ଚା ପରେ ରାଜ୍ୟ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ ମଧ୍ୟ ମିଡିଆ ଆଗରେ ମୁହଁ ଖୋଲିଛନ୍ତି । ଜେଏସଡବ୍ଲ୍ୟୁ ଅଧିକାରୀମାନଙ୍କ ସହ ଆଲୋଚନା କରାଯାଉଛି ଓ ସେମାନେ ପ୍ରକଳ୍ପ ସ୍ଥାନାନ୍ତର ଚୂଡ଼ାନ୍ତ କରିନାହାନ୍ତି କିମ୍ବା ଆମକୁ କୌଣସି ସୂଚନା ଦେଇନାହାନ୍ତି ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି ।

ଜାତୀୟ ଗଣମାଧ୍ୟମରେ ଜେଏସଡବ୍ଲ୍ୟୁର ପ୍ରସ୍ତାବିତ ଇଭି ପ୍ରକଳ୍ପ ଓଡ଼ିଶାରୁ ମହାରାଷ୍ଟ୍ରକୁ ସ୍ଥାନାନ୍ତର ନେଇ ଖବର ପ୍ରକାଶ ପାଇବା ପରେ ରାଜ୍ୟରେ ନାନାଦି ଚର୍ଚ୍ଚା ଜୋର ଧରିଥିଲା । ଏହା ଉପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ରଖି ଶିଳ୍ପ ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି ଯେ, ଜେଏସଡବ୍ଲ୍ୟୁ କମ୍ପାନୀ ତା’ର ପ୍ରସ୍ତାବିତ ଇଭି ପ୍ରକଳ୍ପକୁ ସ୍ଥାନାନ୍ତର କରିବା ନେଇ ରାଜ୍ୟ ସରକାରଙ୍କୁ କିଛି ଅବଗତ କରିନାହିଁ । କମ୍ପାନୀର ଅଧିକାରୀମାନଙ୍କ ସହ ଆଲୋଚନା ଜାରି ରହିଛି । ଏହି ଆଲୋଚନା ସରିବା ପରେ କିଛି ନିର୍ଯ୍ୟାସ ବାହାରିବ । ମାତ୍ର ସେମାନେ ଓଡ଼ିଶା ପ୍ରକଳ୍ପ ଓହରିବା ନେଇ କୌଣସି ନିଷ୍ପତ୍ତି ହୋଇନାହିଁ । ପୁଞ୍ଜିନିବେଶକମାନେ ନିଜର ଆବଶ୍ୟକତା ଓ ଫିଜିବିଲିଟିକୁ ଦେଖି ନିଷ୍ପତ୍ତି ନେଇଥାନ୍ତି । ଇଭି ପ୍ରକଳ୍ପ କାର୍ଯ୍ୟ ଆରମ୍ଭରେ ବିଳମ୍ବ ହୋଇଛି, ତେବେ ତାଙ୍କ ସରକାର ଏହି ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ପାଇଁ ପଦକ୍ଷେପ ନେଉଛି ବୋଲି ସେ କହିଥିଲେ

Tags: Evjswodisha
ShareTweetShareSend
Sanchar Live

Sanchar Live

Next Post
ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଂଚ ହେବ

ମହାପ୍ରଭୁଙ୍କ ସେବାରେ ବ୍ୟବହାର ହେଉଥିବା ଘିଅର ହେବ ଯାଞ୍ଚ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ତାତିରେ ଜଳୁଛି ଓଡ଼ିଶା
  • ପୁଣି ବଢିଲା ସୁନା ଦର, ବଢିଗଲା ଚିନ୍ତା….
  • ଆଜି ଗ୍ରୀନ ଜର୍ସିରେ ପଡ଼ିଆକୁ ଓହ୍ଲାଇବ RCB, ସାମ୍ନାରେ ଦିଲ୍ଲୀ
  • ପ୍ରବଳ ଗ୍ରୀଷ୍ମ ପ୍ରବାହ : ଏହିସବୁ ଜିଲ୍ଲାରେ ସ୍କୁଲ ଛୁଟି
  • ଅଣ୍ଡା ନଦେଇ ଗହୀରମଥାରୁ ଫେରିଗଲେ ଅଲିଭ ରିଡ଼ଲେ କଇଁଛ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.