Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଲାଞ୍ଚ ନେଉଥିବା ବେଳେ ଡାକ୍ତରଖାନାରେ କାର୍ଯ୍ୟରତ ସୁପରଭାଇଜରଙ୍କୁ ମାଡିବସିଲା ଭିଜିଲାନ୍ସ

Sanchar Live by Sanchar Live
January 2, 2025
in ଓଡିଶା
0
ଲାଞ୍ଚ ନେଉଥିବା ବେଳେ ଡାକ୍ତରଖାନାରେ କାର୍ଯ୍ୟରତ ସୁପରଭାଇଜରଙ୍କୁ ମାଡିବସିଲା ଭିଜିଲାନ୍ସ
0
SHARES
6
VIEWS
FacebookTwitter

କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଡାକ୍ତରଖାନାରେ କାର୍ଯ୍ୟରତ ସୁପରଭାଇଜର ଲକ୍ଷ୍ମୀ ମହାରଣା ଜନ୍ମ ମୃତ୍ୟୁ ପ୍ରମାଣ ପତ୍ର ନିମନ୍ତେ ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଭିଜିଲାନ୍ସ ।
ତଲଝାପି ପଞ୍ଚାୟତର ନିକେସଜୋର ଗ୍ରାମର ଅର୍ଜୁନ ନାଏକ, ବବଲୁ ନାଏକ ଓ ଘସିରାମ ନାଏକଙ୍କ ଠାରୁ ଜନ୍ମ ମୃତ୍ୟୁ ପ୍ରମାଣ ପତ୍ର କରିଦେବା ପାଇଁ ଡାକ୍ତରଖାନାରେ କାର୍ଯ୍ୟରତ ସୁପରଭାଇଜର ଲକ୍ଷ୍ମୀ ମହାରଣା ଲାଞ୍ଚ ମାଗିଥିଲେ ।

ଏନେଇ ସମସ୍ତେ କଳାହାଣ୍ଡି ଭିଜିଲାନ୍ସ ବିଭାଗକୁ ଅଭିଯୋଗ କରିଥିଲେ । ଆଜି ସନ୍ଧ୍ୟାରେ ୩ ଜଣ ୪ ହଜାର ରଙ୍ଗବୋଳା ଟଙ୍କା ଲକ୍ଷ୍ମୀ ମହାରଣାଙ୍କୁ ଦେବା ପରେ ଆଗରୁ ଛପି ରହିଥିବା ଭିଜିଲାନ୍ସ ଲକ୍ଷ୍ମୀ ମହାରଣାଙ୍କୁ ରଙ୍ଗବୋଳା ଟଙ୍କା ସହ କାବୁ କରିଥିଲେ । ପୁର୍ବରୁ ପ୍ରତ୍ୟେକ ଆବେଦନକାରୀଙ୍କ ଠାରୁ ୨ହଜାର ଲେଖାଏ ଆଦାୟ କରି ପ୍ରମାଣପତ୍ର ଦେଉଥିଲେ ଲକ୍ଷ୍ମୀ ମହାରଣା  ।

ଯିଏ ଲାଞ୍ଚ ନ ଦେଲା ତାଙ୍କୁ ସୁପର ଭାଇଜର  ମାସ ମାସ ହଇରାଣ ହରକତ କରୁଥିବା ନେଇ ଅଭିଯୋଗ ମଧ୍ୟ ହୋଇଥିଲା । ଆଜିର ଚଢ଼ାଉରେ ଭିଜିଲାନ୍ସ ବିଭାଗ ପକ୍ଷରୁ କଳାହାଣ୍ଡି ଭିଜିଲାନ୍ସ ଡିଏସପି ପ୍ରଦୀପ ଆଇଣ୍ଡ, ଇନ୍ସପେକ୍ଟର ପ୍ରମିଳା ସୁନା, ଏଏସଆଇ ସଞ୍ଜୟ କୁମାର ସାହୁ, ଷ୍ଟେନୋ ସନ୍ତୋଷ ମହାନ୍ତି ପ୍ରମୁଖ ସାମିଲ ଥିଲେ ।

Tags: kalahandivigilanceraid
ShareTweetShareSend
Sanchar Live

Sanchar Live

Next Post
ଥରୁଛି ଘୁ.ଉଦୟଗିରି, ତାପମାତ୍ରା ୪.୮ଡିଗ୍ରି ରେକର୍ଡ଼

ଥରୁଛି ଘୁ.ଉଦୟଗିରି, ତାପମାତ୍ରା ୪.୮ଡିଗ୍ରି ରେକର୍ଡ଼

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.