ବେଙ୍ଗାଲୁରୁ କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ । ଟ୍ରାକରୁ ଖସିଲା ଚାରି ବଗି । ଦୁର୍ଘଟଣାରେ କେହି ମୃତାହତ ହୋଇ ନଥିବା ସୂଚନା ରହିଛି । ଚୌଦ୍ବାରା ନିର୍ଗୁଣ୍ଡି ନିକଟରେ ଏହି ଦୁର୍ଘଟଣା ଘଟିଛି । ଚାରୋଟି ବଗି ଲାଇନଚ୍ୟୁତ ହୋଇଥିବା ବେଳେ କାହାରି ମୃତ୍ୟୁ ଘଟି ନଥିବା ସିପିଆରଓ ବିଶ୍ବଜିତ ସାହୁ ସୂଚନା ଦେଇଛନ୍ତି
© 2024 Sanchar News