Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଟ୍ରକ ଧକ୍କାରେ ଢାବା ମାଲିକଙ୍କ ମୃତ୍ୟୁ

Sanchar Live by Sanchar Live
September 15, 2024
in ଓଡିଶା
0
ଟ୍ରକ ଧକ୍କାରେ ଢାବା ମାଲିକଙ୍କ ମୃତ୍ୟୁ
0
SHARES
67
VIEWS
FacebookTwitter

ସଂଚାର ବ୍ୟୁରୋ: ଟ୍ରକ ଧକ୍କାରେ ଢାବା ମାଲିକଙ୍କ ମୃତ୍ୟୁ l ଢେଙ୍କାନାଳ ପରଜଙ୍ଗ ଥାନା ବାରିହାପୁର ଗାଁ ନିକଟରେ ଘଟିଛି ଦୁର୍ଘଟଣା । ମୃତକ ଜଣକ ସେହି ଗାଁର ଶ୍ରୀବତ୍ସ ସାହୁ l ସୂଚନା ଅନୁସାରେ ଶ୍ରୀବତ୍ସ ଗତକାଲି ବିଳମ୍ବିତ ରାତିରେ ନିଜ ଢ଼ାବା ସାମ୍ନାରେ ଜାତୀୟ ରାଜପଥ ପାର ହେଉଥିଲେ l ସେହି ସମୟରେ ଏକ ଦ୍ରୁତଗାମୀ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା l ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା l ଖବର ପାଇ ପରିବାର ଓ ସ୍ଥାନୀୟ ଲୋକ ଘଟଣାସ୍ଥଳରେ ପହଞ୍ଚି ଦୀର୍ଘ ସମୟ ପର୍ଯ୍ୟନ୍ତ ଶବକୁ ରାସ୍ତାରେ ରଖି ଅବରୋଧ କରିଥିଲେ l ଖବର ପାଇ ପରଜଙ୍ଗ ପୋଲିସ ଘଟଣା ସ୍ଥଳ ରେ ପହଞ୍ଚି ଉତ୍ୟକ୍ତ ଲୋକ ଙ୍କୁ ବୁଝାସୁଝା କରିବା ସହ ଶବ କୁ ବ୍ୟବଛେଦ ପାଇଁ ପରଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଭର୍ତ୍ତି କରିଛି l ତେବେ ଦୁର୍ଘଟଣା ଘଟଇଥିବା ଟ୍ରକ ଓ ଡ୍ରାଇଭରକୁ ଅଟକ ରଖି ପୋଲିସ ଅଧିକ ତଦନ୍ତ ଜାରି ରଖିଛି l

Tags: accidentkamakhyanagar
ShareTweetShareSend
Sanchar Live

Sanchar Live

Next Post
ବଡ଼ଭାଇକୁ ଗୁଳି ମାରିଲା ସାନଭାଇ

ବଡ଼ଭାଇକୁ ଗୁଳି ମାରିଲା ସାନଭାଇ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.