Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଜେଜେମାଆକୁ ମଦ ପିଇବାକୁ ଟଙ୍କା ମାଗିଲା ନାତି, ନଦେବାରୁ ମାରିଦେଲା

Sanchar Live by Sanchar Live
February 18, 2025
in ଅପରାଧ
0
ଜେଜେମାଆକୁ ମଦ ପିଇବାକୁ ଟଙ୍କା ମାଗିଲା ନାତି, ନଦେବାରୁ ମାରିଦେଲା
0
SHARES
14
VIEWS
FacebookTwitter

ସଂଚାର ବ୍ୟୁରୋ: ମଦ ପିଇବାକୁ ଟଙ୍କା ନଦେବାରୁ କାଠଫାଳିଆରେ ପିଟି ପିଟି ଜେଜେମାଆକୁ ମାରିଦେଲା ନାତି। ଢେଙ୍କାନାଳ କଙ୍କଡାହାଡ଼ ଥାନା ବାଲିସାହି ଗାଁରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା l ମୃତ ଜେଜେ ମାଆ ଶ୍ରୀମତୀ ବେୱା। ଶାଶୁକୁ ବଞ୍ଚାଇବାକୁ ଯାଇ ଆକ୍ରମଣର ଶିକାର ହୋଇଛନ୍ତି ମାଆ l ଗୁରୁତର ଅବସ୍ଥାରେ ମାଆ ଚମ୍ପା ସିଂହଙ୍କୁ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଛି। ବାଲିସାହି ଗାଁର ଲିକୁ ସିଂହ ଏଭଳି ଜଘନ୍ୟ କାଣ୍ଡ ଭିଆଇଛି। ନିଶାସକ୍ତ ଅବସ୍ଥାରେ ଆସି ମଦ ପିଇବାକୁ ଜେଜେମାଆଙ୍କୁ ଟଙ୍କା ମାଗିଥିଲା l ଟଙ୍କା ଦେବାକୁ ମନା କରିବାରୁ ଉତକ୍ଷିପ୍ତ ହୋଇ କାଠଫାଳିଆରେ ଜେଜେମାଙ୍କୁ ମାଡ଼ ମାରିଥିଲା l ମନ ଶାନ୍ତି ନହେବାରୁ ଜେଜେମାଆ ଉପରେ ଚଢ଼ିଯାଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ଜେଜେମାଆଙ୍କ ମୃତ୍ୟୁ ହୋଇଥିଲା। ଘଟଣା ସମ୍ପର୍କରେ ଖବର ପାଇ କଙ୍କଡାହାଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Tags: crimekamakhyanagar
ShareTweetShareSend
Sanchar Live

Sanchar Live

Next Post
କାନାଡ଼ା ଟରୋଣ୍ଟୋ ପିଅର୍ସନ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଅବତରଣବେଳେ ଓଲଟିଲା ବିମାନ

କାନାଡ଼ା ଟରୋଣ୍ଟୋ ପିଅର୍ସନ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଅବତରଣବେଳେ ଓଲଟିଲା ବିମାନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.