Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଶୌଚ ହେବାକୁ ଯାଇଥିଲେ ଯୁବକ, ଟ୍ରେନ୍‌ ଧକ୍କାରେ କଟିଗଲା ଗୋଡ

Sanchar Live by Sanchar Live
October 3, 2024
in ଓଡିଶା
0
ଶୌଚ ହେବାକୁ ଯାଇଥିଲେ ଯୁବକ, ଟ୍ରେନ୍‌ ଧକ୍କାରେ କଟିଗଲା ଗୋଡ
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ଟ୍ରେନ୍‌ ଧକ୍କାରେ କଟିଗଲା ଗୋଡ । ଗୁରୁତର ଅବସ୍ଥାରେ ଯୁବକଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ସ୍ଥାନୀୟ ଲୋକଙ୍କ ଭିଡ ଦେଖିବାକୁ ମିଳିଛି । କାମାକ୍ଷାନଗର ଥାନା ଅନଗୁଳ -ସୁକିନ୍ଦା ରେଳପଥର ମହୁପାଳ ନିକଟରେ ଏପରି ଦୁର୍ଘଟଣା ଘଟିଛି । ଯୁବକ ଜଣକ ହେଉଛନ୍ତି ମହୁପାଳ ଗାଁର ବିବେକ ପ୍ରଧାନ ।

ସୂଚନା ଅନୁସାରେ ବିବେକ ଗାଁର ଅନ୍ୟ ଜଣେ ସାଙ୍ଗଙ୍କ ସହ ଅନଗୁଳ -ସୁକିନ୍ଦା ରେଳପଥ ପାର ହୋଇ ଶୌଚ ନିମନ୍ତେ ଅପରପାର୍ଶ୍ଵକୁ ଯାଉ ଥିଲେ । ଏହି ସମୟରେ ଅନୁଗୁଳ-ସୁକିନ୍ଦା ରେଳ ଲାଇନ୍‌ ଦେଇ ଯାଉଥିବା ଏକ ଟ୍ରେନ୍‌ରେ ବିବେକ ପ୍ରଧାନଙ୍କୁ ଧକ୍କା ଦେଇଥିଲା । ଯାହାଫଳରେ ଟ୍ରେନ୍‌ ଧକ୍କାରେ ବିବେକ ପ୍ରଧାନଙ୍କ ଗୋଡ କଟିଯାଇଥିଲା । ଗୁରୁତର ଅବସ୍ଥାରେ ଘଟଣାସ୍ଥଳରେ ହିଁ ପଡିରହିଥିଲେ । ଏହାପରେ ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ପରିବାର ଲୋକ ଗୁରୁତର ଅବସ୍ଥାରେ ବିବେକ ପ୍ରଧାନଙ୍କୁ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଇଥିଲେ ।  ସେଠାରେ ଅବସ୍ଥା ସଂକଟାପର୍ଣ୍ଣ ଥିବାରୁ ଡାକ୍ତର ବିବେକଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରିଛନ୍ତି ।

Tags: accidentkamakhyanagar
ShareTweetShareSend
Sanchar Live

Sanchar Live

Next Post
ଯୁବକଙ୍କୁ ପଥରରେ ଛେଚି ହତ୍ୟା

ଯୁବକଙ୍କୁ ପଥରରେ ଛେଚି ହତ୍ୟା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.