Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଯୁବକଙ୍କୁ ପଥରରେ ଛେଚି ହତ୍ୟା

Sanchar Live by Sanchar Live
October 3, 2024
in ଅପରାଧ
0
ଯୁବକଙ୍କୁ ପଥରରେ ଛେଚି ହତ୍ୟା
0
SHARES
43
VIEWS
FacebookTwitter

ସଂଚାର ବ୍ୟୁରୋ: କଙ୍କଡାହାଡ଼ ଥାନା ରୁପାବେଡା ଗାଁରେ ଯୁବକଙ୍କୁ ପଥରରେ ଛେଚି ହତ୍ୟା। ମୃତକ ହେଲେ ସେହି ଗାଁର ଗଗନ ନାଏକ । ପଥରଖାଦାନରେ ସେ ଶ୍ରମିକ ଭାବେ କାମ କରୁଥିଲେ । ଗତକାଲି ସଂନ୍ଧ୍ୟାରେ ଗଗନ କାମ ସାରି ସ୍ତ୍ରୀଙ୍କ ସହ କଙ୍କଡାହାଡ଼ରୁ ନିଜ ଗାଁକୁ ଫେରୁଥିଲେ। ଗାଁ ମୁଣ୍ଡ ପୋଲ ନିକଟରେ କିଛି ଦୁର୍ବୃତ୍ତ ତାଙ୍କୁ ଅଟକାଇ ଥିଲେ l ଅଟକାଇବାର କାରଣ ପଚାରିବାରୁ ଦୁର୍ବୃତ୍ତ ମାନେ ସ୍ତ୍ରୀ ସାମ୍ନାରେ ତାଙ୍କୁ ପଥରରେ ଛେଚି ହତ୍ୟା କରିଛନ୍ତି l ସ୍ତ୍ରୀ ଅଟକାଇବାରୁ ତାଙ୍କୁ ମଧ୍ୟ ଆକ୍ରମଣ କରି ଧକ୍କା ମାରିଥିଲେ। ଏ ସପଂର୍କରେ ପରିବାରକୁ ଜଣାଇବାରୁ ପରିବାର ଲୋକେ ଗଗନଙ୍କୁ ତୁରନ୍ତ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରିଥିଲେ l ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଗଗନଙ୍କ ମୃତ୍ୟୁ ହୋଇଛି। ଏନେଇ ଥାନାରେ ହତ୍ୟା ଅଭିଯୋଗ କରିଛନ୍ତି ସ୍ତ୍ରୀ। ଅଭିଯୋଗ ଆଧାରରେ କଙ୍କଡାହାଡ଼ ପୋଲିସ ମେଡିକାଲରେ ପହଞ୍ଚି ମୃତଦେହ ଜବତ କରିବା ସହ ଅଧିକ ତଦନ୍ତ ଚଳାଇଛି।

Tags: crimekankadahada
ShareTweetShareSend
Sanchar Live

Sanchar Live

Next Post
ଧାରଣାସ୍ଥଳରୁ ରୁପା ଗାଙ୍ଗୁଲିଙ୍କୁ ଉଠାଇ ଆଣିଲା ପୋଲିସ

ଧାରଣାସ୍ଥଳରୁ ରୁପା ଗାଙ୍ଗୁଲିଙ୍କୁ ଉଠାଇ ଆଣିଲା ପୋଲିସ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.