Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

୩ ଜଣିଆ ଲୁଟେରା ଗ୍ୟାଙ୍ଗ ଗିରଫ

Sanchar Live by Sanchar Live
September 14, 2024
in ଅପରାଧ
0
୩ ଜଣିଆ ଲୁଟେରା ଗ୍ୟାଙ୍ଗ ଗିରଫ
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ବୌଦ୍ଧ ଜିଲ୍ଲା କଣ୍ଟାମାଳ ପୋଲିସ୍ ଏକ ଲୁଟ ଘଟଣାରେ ୩ ଜଣିଆ ଲୁଟେରା ଗ୍ୟାଙ୍ଗକୁ ଗିରଫ କରିଛି l ଗିରଫ ୩ ଜଣ ହେଲେ କଣ୍ଟାମାଳ ଥାନା ତିଲେଇମାଳ ଗାଁର ଜୟକୃଷ୍ଣ ନାୟକ, ଅଭିଳାଷ ପାଣ୍ଡେ ଓ ମନମୁଣ୍ଡା ଥାନା ବଘା ଗାଁର ରାଜେନ୍ଦ୍ର ବଗର୍ତ୍ତୀ । ଏହି ଲୁଟେରା ଗ୍ୟାଙ୍ଗ ଗତ ୪ ତାରିଖରେ ତରଭା ଅଞ୍ଚଳର ଏକ ଲୁଗା ବେପାରୀଙ୍କ ରାସ୍ତାରେ ଅଟକାଇ ମାଡ ମାରିବା ସହ ଟଙ୍କା, ବାଇକ୍ ଓ ଲୁଗା ଲୁଟି ନେଇଥିଲେ । ସେହିପରି ମାତାକୁପାଘାଟିରେ ଏକ ବାଇକ ଲୁଟ ଘଟଣାରେ ଏମାନେ ସମ୍ପୃକ୍ତ ଥିଲେ l ସେମାନଙ୍କ ନିକଟରୁ ବାଇକ ଲୁଗା ଜବତ କରିଛି ପୋଲିସ୍ l ଗିରଫ ପରେ ଆଜି ତାଙ୍କୁ କୋର୍ଟ ଚାଲାଣ କରାଯାଇଥିବା ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ବୌଦ୍ଧ sdpo କୁଲଦୀପ ମୀନା l

Tags: boudhalootera gang
ShareTweetShareSend
Sanchar Live

Sanchar Live

Next Post
ବନ୍ଦେ ଭାରତ ଟ୍ରେନ ଉପରକୁ ପଥର ଫିଙ୍ଗି ୫ ଗିରଫ

ବନ୍ଦେ ଭାରତ ଟ୍ରେନ ଉପରକୁ ପଥର ଫିଙ୍ଗି ୫ ଗିରଫ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ନିମନ୍ତେ ମନୋନୀତ ହୋଇଥିବା ଆସୋସିଏଟ୍ ପ୍ରଫେସରଙ୍କୁ ସମ୍ବର୍ଦ୍ଧିତ କଲେ ସୋଆ ପ୍ରତିଷ୍ଠାତା ସଭାପତି
  • ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ଖେଳୁଥିବା ସମୟରେ ପୋଖରୀରେ ପଡି ଦୁଇ ଭଉଣୀଙ୍କ ମୃତ୍ୟୁ
  • ଘରେ ପଶି ମାରଣାସ୍ତ୍ର ଦେଖାଇ ମହିଳାଙ୍କୁ ଦୁଷ୍କର୍ମ
  • ସୁନା-ରୂପା କିଣିବା ପାଇଁ ଚାହୁଁଛନ୍ତି କି ? ଜାଣନ୍ତୁ ସହରରେ କଣ ରହିଛି ଦାମ..

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.