Thursday, June 5, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ବିଦେଶ

କରାଚୀ ଅନ୍ତର୍ଗତ ମାଲିର ଜେଲରୁ ୨୧୬ କଏଦୀ ଫେରାର

Sanchar Live by Sanchar Live
June 3, 2025
in ବିଦେଶ
0
କରାଚୀ ଅନ୍ତର୍ଗତ ମାଲିର ଜେଲରୁ ୨୧୬ କଏଦୀ ଫେରାର
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ପାକିସ୍ତାନ କରାଚୀ ଅନ୍ତର୍ଗତ ମାଲିର ଜେଲରୁ ୨୧୬ କଏଦୀ ଫେରାର। ନିରାପତ୍ତା ଲାଗି କଏଦୀମାନଙ୍କୁ ସ୍ଥାନାନ୍ତର କରିବା ସମୟରେ କଏଦୀ ଫେରାର ହୋଇଛନ୍ତି। ଭୂକମ୍ପ ଯୋଗୁ କ୍ଷତିଗ୍ରସ୍ତ ହୋଇଥିଲା ମାଲିର ଜେଲ। ତେବେ ୭୮ ଜଣ କଏଦୀଙ୍କୁ ଧରାଯାଇଛି ବୋଲି କହିଛନ୍ତି ବରିଷ୍ଠ ପୋଲିସ ଅଧିକାରୀ ଖାସିଫ ଆବାସୀ। ନିରାପତ୍ତା କର୍ମୀଙ୍କ ଗୁଳିରେ ଜଣେ କଏଦୀ ପ୍ରାଣ ହରାଇଥିବାବେଳେ ୩ ଜଣ ନିରାପତ୍ତା କର୍ମୀ ଆହତ ହୋଇଛନ୍ତି। ଭୂକମ୍ପ କ୍ଷତିଗ୍ରସ୍ତ ଜେଲରୁ କଏଦୀଙ୍କୁ ସ୍ଥାନାନ୍ତର ବେଳେ କଏଦୀମାନେ ଖସିଯିବାକୁ ଚେଷ୍ଟା କରିଥିଲେ ବୋଲି କହିଛନ୍ତି ସିନ୍ଧ ଗୃହମନ୍ତ୍ରୀ ଜିଆ ଉଲ ହୁସେନ ଲଞ୍ଜର। ସୋମବାର ବିଳମ୍ବିତ ରାତିରେ ଘଟିଥିବା ହିଂସାରେ କଏଦୀମାନେ ଏପରିକି ବନ୍ଧୁକ ଧରି ନିରାପତ୍ତା କର୍ମୀଙ୍କ ଉପରକୁ ଗୁଳି ଚଳାଇଥିଲେ। କରାଚୀରେ ହୋଇଥିବା ଭୂକମ୍ପ ସମୟରେ ମାଲିର ଜେଲର କାନ୍ଥ ଫାଟି ଯାଇଥିଲା। ଫେରାର କଏଦୀମାନଙ୍କ ଲାଗି ସର୍ଚ୍ଚ ଅପରେସନ ଜାରି ରହିଛି।

Tags: Karachipakistan
ShareTweetShareSend
Sanchar Live

Sanchar Live

Next Post
ଘର ଭିତରୁ ଜବତ ହେଲା ଲାଇସେନ୍ସ ବନ୍ଧୁକ ସହ ୪ ଅଫୁଟା ଗୁଳି

ଘର ଭିତରୁ ଜବତ ହେଲା ଲାଇସେନ୍ସ ବନ୍ଧୁକ ସହ ୪ ଅଫୁଟା ଗୁଳି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଦଳାଚକଟା ମାମଲାରେ RCB ବିରୋଧରେ FIR ରୁଜୁ
  • ବାରୁଦ ସିଜ୍ କଲା କଳାହାଣ୍ଡି ପୋଲିସ
  • ଶିକ୍ଷକଙ୍କ ବଦଳି ସୁପାରିସ୍ ପାଇଁ ଦିଆଯାଇଥିବା କ୍ଷମତା ପ୍ରତ୍ୟାହାର କରିବାକୁ ବିଧାୟକଙ୍କ ଦାବି
  • ଗୋଟିଏ ବର୍ଷରେ ୭.୫ କୋଟି ବୃକ୍ଷ ରୋପଣ କରିବେ ସରକାର
  • ଆଜି ଟିମ୍ ଇଣ୍ଡିଆର ନୂଆ ଟେଷ୍ଟ ଅଧିନାୟକ କରିବେ ପ୍ରେସ କନଫରେନ୍ସ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.