Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

କେଜ୍ରିଓ୍ବାଲଙ୍କ ଆବେଦନ, ଆଜି ସୁପ୍ରିମ ଶୁଣାଣି

Sanchar Live by Sanchar Live
August 23, 2024
in ଭାରତ
0
କେଜରିୱାଲଙ୍କ ଅନ୍ତରୀଣ ଜାମିନକୁ ସୁପ୍ରିମକୋର୍ଟଙ୍କ ଅଗ୍ରାହ୍ଯ
0
SHARES
5
VIEWS
FacebookTwitter

ସଂଚାର ବ୍ୟୁରୋ: ଦିଲ୍ଲୀ ମଦନୀତି ମାମଲା । ମୁଖ୍ଯମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଅନ୍ତରୀଣ ଜାମିନ ଆବେଦନର ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ । ଗତ ୧୪ ତାରିଖରେ କେଜ୍ରିୱାଲଙ୍କ ଆବଦେନକୁ ଅଦାଲତ ଖାରଜ କରିଦେଇଥିଲେ । ମାମଲାରେ ସୁପ୍ରିମକୋର୍ଟ ସିବିଆଇର ଉତ୍ତର ଚାହିଁବା ସହ ଶୁଣାଣିକୁ ଆଜି କରିବାକୁ ନିଷ୍ପତ୍ତି ଶୁଣାଇଥିଲେ ।  ସୁପ୍ରିମକୋର୍ଟ ଖଣ୍ଡପୀଠ ଜଷ୍ଟିସ ସୂର୍ଯ୍ୟକାନ୍ତ ଓ ଜଷ୍ଟିସ ଉଜ୍ବଳ ଭୂୟାଁଙ୍କ ଖଣ୍ଡପୀଠ ମାମଲାର ଶୁଣାଣି କରୁଛନ୍ତି । କେଜ୍ରିଓ୍ବାଲଙ୍କ ଓକିଲ ଅଭିଷେକ ମନୁ ସିଂଘବି କୋର୍ଟରେ ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ମଧ୍ୟବର୍ତ୍ତୀକାଳୀନ ଜାମିନ ପାଇଁ ଅନୁରୋଧ କରିଥିଲେ । ଇଡି ମାମଲାରେ ଅନ୍ତରୀଣ ଜାମିନ ପୂର୍ବରୁ କେଜ୍ରିୱାଲଙ୍କୁ ସିବିଆଇ ଗିରଫ କରିଥିଲା, ତେଣୁ ସେ ଏବେ ବି ଜେଲରେ ଅଛନ୍ତି। ସେ କେବଳ ଅନ୍ତରୀଣ ଜାମିନ ଚାହୁଁଛନ୍ତି। କୌଣସି ମଧ୍ୟବର୍ତ୍ତୀକାଳୀନ ଜାମିନ ଦେଇ ପାରିବୁ ନାହିଁ ବୋଲି ଅଦାଲତ କହିଥିଲେ ।

Tags: alcoholarvinda kejriwaldelhi
ShareTweetShareSend
Sanchar Live

Sanchar Live

Next Post
ତ୍ରିପୁରାରେ ବର୍ଷା ତାଣ୍ଡବ, ଗଲାଣି ୨୨ ଜୀବନ

ତ୍ରିପୁରାରେ ବର୍ଷା ତାଣ୍ଡବ, ଗଲାଣି ୨୨ ଜୀବନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.