Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

କେନ୍ଦୁଝର ସଦର ରେଞ୍ଜରେ ଥମୁନି ହାତୀ ଉପଦ୍ରବ

Sanchar Live by Sanchar Live
August 7, 2024
in ଓଡିଶା
0
କେନ୍ଦୁଝର ସଦର ରେଞ୍ଜରେ ଥମୁନି ହାତୀ ଉପଦ୍ରବ
0
SHARES
18
VIEWS
FacebookTwitter

ସଂଚାର ବ୍ୟୁରୋ: କେନ୍ଦୁଝର ସଦର ରେଞ୍ଜରେ ଥମୁନି ହାତୀ ଉପଦ୍ରବ । ନିଦ ହଜାଇଦେଲେଣି ୨୭ ଟିକିଆ ହାତୀ ପଲ । ଗତକାଲି କଣ୍ଡରାପଶି ଅଞ୍ଚଳରେ ହାତୀଙ୍କୁ ବନ ବିଭାଗ ଜଗିଥିବାବେଳେ କୁସୁମିତା ଗାଁରେ ଉତ୍ପାତ ରଚିଛନ୍ତି ହାତୀ । ଗାଁରେ ଫସଲ ନଷ୍ଟ କରିବା ସହ ଘର ଭାଙ୍ଗି ଧାନ ଚାଉଳ ଖାଇଯାଇଛନ୍ତି । ବିଳମ୍ବିତ ରାତ୍ରିରେ ହାତୀ ଘର ଭାଙ୍ଗି ଚାଉଳ ଖାଇବା ସମୟରେ ଇଟା କାନ୍ଥ ପଡ଼ି ଆଈନାତୁଣୀ ଆହତ ହୋଇଛନ୍ତି । ଉଭୟଙ୍କୁ ଜିଲ୍ଲା ମୁଖ୍ଯ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।  ୨୭ଟିକିଆ ହାତୀ ପଲ ଏବେ ସଦର ରେଞ୍ଜର କୁସୁମିତା ଅଞ୍ଚଳରେ ଘୁରି ବୁଲୁଛନ୍ତି । ଲୋକମାନେ ଆତଙ୍କିତ ହୋଇପଡ଼ିଥିବାବେଳେ ବନ ବିଭାଗ ହାତୀଙ୍କୁ ଘଉଡ଼ାଇବାକୁ ଉଦ୍ଯମ ଜାରି ରଖିଛି ।

Tags: elephantkendujhar
ShareTweetShareSend
Sanchar Live

Sanchar Live

Next Post
ଆଫ୍ରିକା ମହାଦେଶର ସର୍ବୋଚ୍ଚ ପର୍ବତ କିଲିମଞ୍ଜାରୋ ଶିଖରରେ ଓଡ଼ିଆ ପୁଅ

ଆଫ୍ରିକା ମହାଦେଶର ସର୍ବୋଚ୍ଚ ପର୍ବତ କିଲିମଞ୍ଜାରୋ ଶିଖରରେ ଓଡ଼ିଆ ପୁଅ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.