Sunday, September 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ବିଦେଶ

ସ୍କୁଲରେ ଅଗ୍ନିକାଣ୍ଡ, ୧୭ ଛାତ୍ରଙ୍କ ମୃତ୍ୟୁ

Sanchar Live by Sanchar Live
September 6, 2024
in ବିଦେଶ
0
ସ୍କୁଲରେ ଅଗ୍ନିକାଣ୍ଡ, ୧୭ ଛାତ୍ରଙ୍କ ମୃତ୍ୟୁ
0
SHARES
10
VIEWS
FacebookTwitter

ସଂଚାର ବ୍ୟୁରୋ: କେନିଆର ଏକ ସ୍କୁଲ ଛାତ୍ରାବାସରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଦୁର୍ଘଟଣାରେ ୧୭ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଗୁରୁତର ଆହତ ହୋଇଛନ୍ତି । ଆଜି (ଶୁକ୍ରବାର) ପୋଲିସ ଏ ସମ୍ପର୍କରେ ସୂଚନା ଦେଇଛି । ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇବ ବୋଲି ପୋଲିସ ଆଶଙ୍କା କରିଛି । ପୋଲିସ ମୁଖପାତ୍ର ରେସିଲା ଓନ୍ୟାଙ୍ଗୋ କହିଛନ୍ତି ଯେ, ଗୁରୁବାର ରାତିରେ ନାଇରି ଜିଲ୍ଲାର ହିଲସାଇଡ୍ ଏଣ୍ଡାରାଶା ପ୍ରାଇମେରୀରେ ଏହି ଅଗ୍ନିକାଣ୍ଡ ଘଟିଛି ଏବଂ ଏହାର କାରଣ ଜାଣିବା ପାଇଁ ଉଦ୍ୟମ ଜାରି ରହିଛି । ଆମେ ଏହାର କାରଣ ଜାଣିବାକୁ ଚେଷ୍ଟା କରୁଛୁ ଏବଂ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବୁ ।

ନାଇରି କାଉଣ୍ଟି କମିଶନର ପାୟସ ମୁରୁଗୁ ଏବଂ ଶିକ୍ଷା ମନ୍ତ୍ରଣାଳୟ କହିଛି ଯେ, ଅଗ୍ନିକାଣ୍ଡ ଘଟିଥିବା ଛାତ୍ରାବାସରେ ୧୫୦ ରୁ ଅଧିକ ଛାତ୍ର ରହୁଥିଲେ । ଯେହେତୁ କୋଠା ଗୁଡ଼ିକ ମୁଖ୍ୟତ କାଠ ପଟା ଦ୍ୱାରା ନିର୍ମିତ, ତେଣୁ ନିଆଁ ଅତି ଶୀଘ୍ର ବ୍ୟାପିଗଲା । ଦେଶର ମଧ୍ୟବର୍ତ୍ତୀ ପାର୍ବତ୍ୟ ଅଞ୍ଚଳରେ ରାଜଧାନୀ ନୌରୋବୀ ଠାରୁ ୨ଶହ କିଲୋମିଟର ଉତ୍ତରରେ ଅବସ୍ଥିତ ଏହି ବିଦ୍ୟାଳୟରେ ମୋଟ ୮୨୪ ଛାତ୍ର ଅଧ୍ୟୟନ କରନ୍ତି। ନାଇରୋବିରେ ସାଧାରଣତଋ କାଠରେ ନିର୍ମିତ କୋଠା ଗୁଡିକ ଥାଏ । ତେବେ ଦେଶର ରାଷ୍ଟ୍ରପତି ୱିଲିୟମ୍ ରୁଟୋ ଏହି ଖବରକୁ ଭୟଙ୍କର ବୋଲି ବର୍ଣ୍ଣନା କରିଛନ୍ତି । ସେ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଲେଖିଛନ୍ତି ଯେ ମୁଁ ଏହି ଭୟଙ୍କର ଘଟଣାର ପୁଙ୍ଖାନୁପୁଙ୍ଖ ଅନୁସନ୍ଧାନ କରିବାକୁ ସମ୍ପୃକ୍ତ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଉଛି। ଯେଉଁମାନେ ଦାୟୀ ହେବେ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

Tags: firekeniya
ShareTweetShareSend
Sanchar Live

Sanchar Live

Next Post
ଭିଜିଲାନ୍ସ ଜାଲରେ ପ୍ରଧାନଶିକ୍ଷକ

ଭିଜିଲାନ୍ସ ଜାଲରେ ପ୍ରଧାନଶିକ୍ଷକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ
  • BRICS ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ସି ଜିନପିଙ୍ଗ
  • ଆଜିଠୁ ୪ ଦିନ ବ୍ୟାଙ୍କ ଛୁଟି
  • ଓଡ଼ିଆ ସାମ୍ବାଦିକତାରୁ କମୁଛି Gen-Z ଙ୍କ ଆଗ୍ରହ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.