Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ବାଘ ଧରିବାକୁ ଯାଇ ବନ କର୍ମଚାରୀ ଗୁରୁତର

Sanchar Live by Sanchar Live
February 11, 2025
in ଭାରତ
0
ବାଘ ଧରିବାକୁ ଯାଇ ବନ କର୍ମଚାରୀ ଗୁରୁତର
0
SHARES
11
VIEWS
FacebookTwitter

ସଂଚାର ବ୍ୟୁରୋ: ବାଘ ଧରିବାକୁ ଯାଇ ବନ କର୍ମଚାରୀ ଗୁରୁତର । ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କଲେ ସ୍ଥାନୀୟ ଲୋକେ । ଘଟଣାଟି ଘଟିଛି ପଶ୍ଚିମ ବଙ୍ଗ ଦକ୍ଷିଣ ୨୪ ପ୍ରଗଣା ଜିଲ୍ଲାରୁ କୁଲତଲି ଅଞ୍ଚଳରେ । ସୁନ୍ଦରବନ ଜଙ୍ଗଲରୁ ଏକ ବାଘ ଆସି ବିଭିନ୍ନ ଗ୍ରାମରେ ବୁଲୁଥିବା ଦେଖି ଗ୍ରାମବାସୀ ବନ ବିଭାଗକୁ ଖବର ଦେଇଥିଲେ । ବନବିଭାଗ ଅଧିକାରୀ ବାଘଟିକୁ ଟ୍ରାକ କରି ଧରିବାକୁ ଉଦ୍ୟମ କରିଥିଲେ । ନୈପୀଠ ଗ୍ରାମରେ ଧରିବା ପାଇଁ ଯାଇଥିବାବେଳେ ବାଘଟି ବନବିଭାଗ ଅଧିକାରୀ ଉପରେ ଆକ୍ରମଣ କରି ତାଙ୍କୁ କାମୁଡ଼ି ଧରିଥିଲା । ଏହାଦେଖି ଗ୍ରାମବାସୀ ଲାଠିରେ ବାଘକୁ ଆକ୍ରମଣ କରି ବନ କର୍ମଚାରୀଙ୍କୁ ଉଦ୍ଧାର କରିଥିଲେ । ଗୁରୁତର ବନ କର୍ମଚାରୀଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଲେକ ଆତଙ୍କିତ ଥିବାରୁ ଘଟଣା ସ୍ଥଳରେ ପୋଲିସ ଓ ବନବିଭାଗ ବହୁ ସଂଖ୍ୟାରେ ଅଧିକାରୀ ଉପସ୍ଥିତ ରହି ବାଘ ଉପରେ ନଜର ରଖିଛନ୍ତି ।

Tags: foresterkolkata
ShareTweetShareSend
Sanchar Live

Sanchar Live

Next Post
ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ୪ ଅଟକ

ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ୪ ଅଟକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାତିରେ ଶୋଇବା ପୂର୍ବରୁ ଗାଧୋଇବା ଦ୍ୱାରା କ’ଣ ହୁଏ ?
  • ରାତିରେ ବଢି ଯାଉଛି କି ବ୍ଲଡ୍‌ ସୁଗର୍‌? ଏହି ୬ ଟି ସଙ୍କେତରୁ କରନ୍ତୁ ଚିହ୍ନଟ…
  • ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜରାଟୀ ଫିଲ୍ମ ନିର୍ମାତା ମହେଶ ଜିରାୱାଲଙ୍କ ମୃତ୍ୟୁ
  • ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରି ଦୀପଦାନ
  • ୧୩ ଦିନିଆ ବିଚାର ବିଭାଗୀୟ ହେପାଜତକୁ ଗଲେ ରାଜା ରଘୁବଂଶୀ ହତ୍ୟା ମାମଲାର ଦୁଇ ଅଭିଯୁକ୍ତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.