Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ସାନ ଭାଇର ମାଡ଼ରେ ବଡ ଭାଇର ମୃତ୍ୟୁ

Sanchar Live by Sanchar Live
February 9, 2025
in ଅପରାଧ
0
ସାନ ଭାଇର ମାଡ଼ରେ ବଡ ଭାଇର ମୃତ୍ୟୁ
0
SHARES
5
VIEWS
FacebookTwitter

ସାନ ଭାଇର ମାଡ଼ରେ ବଡ ଭାଇର ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କେନ୍ଦ୍ରାପଡା ସଦର ଥାନା ଅଧିନ କପାଳେଶ୍ବର ପଂଚାୟତ ଗରାପୁର ମଳିକ ସାହିରେ । ଏହି ଗାଁର ଦୁଇ ଭାଇ ରାମଚନ୍ଦ୍ର ମଲ୍ଲିକ ଓ ବାଉଁ ମଲ୍ଲିକଙ୍କ ମଧ୍ୟରେ ଜମିବାଡ଼ିକୁ ନେଇ ବିବାଦ ଲାଗି ରହିଥିଲା । ଗତକାଲି ରାତିରେ ବିବାଦ ଉଗ୍ରରୂପ ଧାରଣ କରିଥିଲା । ବଡ଼ ଭାଇ ରାମଚନ୍ଦ୍ର ନିଶାଖାଇ ବାଉଁ ମଲ୍ଲିକଙ୍କୁ ଗାଳି ଗୁଲଜ କରିବା ସହ
ମାରଣାସ୍ତ୍ରରେ ଆକ୍ରମଣ କରିଥିଲା । ଏଥିରେ ଉତକ୍ଷିପ୍ତ ହୋଇ ବାଉଁ ମଲ୍ଲିକ ରାମଚନ୍ଦ୍ରଙ୍କୁ ଗଛରେ ବାନ୍ଧି ମାଡ଼ ମାରିଥିଲା । ଏହି ମାଡ଼ରେ ରାମଚନ୍ଦ୍ରଙ୍କ ମୃତ୍ୟୁ ଘଟିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି । ଅନ୍ୟପଟେ ଗୁରୁତର ସାନଭାଇ ବାଉଁଙ୍କୁ ପ୍ରଥମେ କେନ୍ଦ୍ରାପଡ଼ା ଜିଲ୍ଲା ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା l ପରେ ସ୍ଵାସ୍ଥ୍ୟଅଵସ୍ଥା ସଙ୍ଗୀନ ହେବାରୁ କଟକ ବଡ଼ ମେଡିକାଲ୍‌କୁ ସ୍ଥାନାନ୍ତର କରାଯାଇଛି l

Tags: crimekonarkodisha
ShareTweetShareSend
Sanchar Live

Sanchar Live

Next Post
ବିଧାନସଭା ଷ୍ଟାଣ୍ଡିଂ କମିଟି ସଦସ୍ୟଙ୍କ ଦୁଇ ଦିନିଆ ନବରଙ୍ଗପୁର ଜିଲ୍ଲା ଗସ୍ତ

ବିଧାନସଭା ଷ୍ଟାଣ୍ଡିଂ କମିଟି ସଦସ୍ୟଙ୍କ ଦୁଇ ଦିନିଆ ନବରଙ୍ଗପୁର ଜିଲ୍ଲା ଗସ୍ତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.