Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପ୍ରବଳ ବର୍ଷା ସମ୍ଭାବନା: ଆସନ୍ତାକାଲି କୋରାପୁଟ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି

Sanchar Live by Sanchar Live
August 29, 2024
in ଓଡିଶା
0
ଆସନ୍ତା ୩ ଦିନ ଛେଚିବ  
0
SHARES
5
VIEWS
FacebookTwitter

ସଂଚାର ବ୍ୟୁରୋ: ଶୁକ୍ରବାର କୋରାପୁଟ ଜିଲ୍ଲାରେ ସମସ୍ତ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଛୁଟି । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନିଆଯାଇଛି । ବର୍ଷା ପାଇଁ ରେଡ ୱର୍ଣ୍ଣିଙ୍ଗ ଥିବାରୁ ସମସ୍ତ ସ୍କୁଲ ବନ୍ଦ କରିବାକୁ ନିର୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ଏଥି ସହ ପଦାକୁ ନ ବାହାରିବାକୁ ମଧ୍ୟ ଲୋକଙ୍କୁ କହିଛନ୍ତି । ଅଗ୍ନିଶମ ଓ ଓଡ୍ରାଫ ଟିମକୁ ସଜାଗ ରହିବାକୁ ନିର୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ପରିସ୍ଥିତି ପ୍ରତି  ନଜର ରଖିଥିବା ପ୍ରଶାସନ ପକ୍ଷରୁ  କୁହାଯାଇଛି ।  କୋରାପୁଟ ଜିଲ୍ଲାରେ ବର୍ଷା ଜାରି ରହିଛି । ଘରୁ ବାହାରକୁ ବାହାରିବା ମୁସକିଲ ହୋଇପଡିଛି । ବର୍ଷା ଯୋଗୁଁ  ଜନ ଜୀବନରେ ପ୍ରଭାବ ପରିଲିକ୍ଷିତ ହେଉଛି ।  ରାସ୍ତାଗୁଡିକରେ ଲୋକଙ୍କ  ଚଳ ପ୍ରଚଳ କମିଯାଇଛି ।

ଲଘୁଚାପ ଆଣୁଛି ବଡ଼ ବର୍ଷା । ବଙ୍ଗୋପସାଗରରେ ଲଘୁଚାପ । ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଗାମୀ ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏହା ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ । କ୍ରମଶଃ ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳକୁ ଗତି କରି ଆଗାମୀ ୨ଦିନରେ ଅବପାତରେ ପରିଣତ ହେବ ।

ପ୍ରଭାବରେ ଆଗାମୀ ୩ଦିନ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆଗାମୀ ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମକୁ ଅରେଞ୍ଜ ୱାର୍ଣ୍ଣି ଜାରି ହୋଇଛି । କାଲି ଅତିପ୍ରବଳ ବର୍ଷା ନେଇ ୩ ଜିଲ୍ଲା ମାଲକାନଗିରି, କୋରାପୁଟ ଓ ଗଜପତିକୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Tags: koraputodishaschool
ShareTweetShareSend
Sanchar Live

Sanchar Live

Next Post
ଜାଣନ୍ତୁ ସପ୍ତାହରେ କେତେଥର କେଶ ଧୋଇବା ଉଚିତ୍

ଜାଣନ୍ତୁ ସପ୍ତାହରେ କେତେଥର କେଶ ଧୋଇବା ଉଚିତ୍

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ନିମନ୍ତେ ମନୋନୀତ ହୋଇଥିବା ଆସୋସିଏଟ୍ ପ୍ରଫେସରଙ୍କୁ ସମ୍ବର୍ଦ୍ଧିତ କଲେ ସୋଆ ପ୍ରତିଷ୍ଠାତା ସଭାପତି
  • ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ଖେଳୁଥିବା ସମୟରେ ପୋଖରୀରେ ପଡି ଦୁଇ ଭଉଣୀଙ୍କ ମୃତ୍ୟୁ
  • ଘରେ ପଶି ମାରଣାସ୍ତ୍ର ଦେଖାଇ ମହିଳାଙ୍କୁ ଦୁଷ୍କର୍ମ
  • ସୁନା-ରୂପା କିଣିବା ପାଇଁ ଚାହୁଁଛନ୍ତି କି ? ଜାଣନ୍ତୁ ସହରରେ କଣ ରହିଛି ଦାମ..

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.