Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

କୃଷି ଓଡ଼ିଶା-୨୦୨୫ ଆରମ୍ଭ; ମୁଖ୍ୟମନ୍ତ୍ରୀ ମୋହନ ମାଝୀ କଲେ ଉଦଘାଟନ

Sanchar Live by Sanchar Live
January 3, 2025
in ଓଡିଶା
0
ମାର୍ଚ୍ଚ ୩୧ ସୁଦ୍ଧା ପୂରଣ ହେବ ଖାଲି ପଡିଥିବା ସରକାରୀ ପଦବୀ, ନିଯୁକ୍ତି ଆୟୋଗଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା
0
SHARES
5
VIEWS
FacebookTwitter

ଭୁବନେଶ୍ବର: ଆଜି ଠାରୁ ଆରମ୍ଭ ହେଉଛି କୃଷି ଓଡ଼ିଶା-୨୦୨୫ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ମିଳନୀର ଉଦଘାଟନ କରିଛନ୍ତି । ବରମୁଣ୍ଡା ପଡିଆରେ ଉଦଘାଟିତ ୩ ଦିନିଆ କାର୍ଯ୍ୟକ୍ରମରେ ୩୦ ଜିଲ୍ଲାର ଚାଷୀ ସାମିଲ ହୋଇଛନ୍ତି । କୃଷି ଓଡିଶା ସମ୍ମିଳନୀରେ ୨୦୦ରୁ ଅଧିକ ଷ୍ଟଲରେ ବିଭିନ୍ନ କୃଷିଜାତ ଦ୍ରବ୍ୟ ଓ କୃଷି ଯନ୍ତ୍ରପାତି ପ୍ରଦର୍ଶନ କରାଯାଇଛି । ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ପ୍ରାୟ ୧୦ ହଜାର କୃଷକ, କୃଷିଜୀବୀ ମହିଳା, ସ୍ୱୟଂ ସହାୟକ ଗୋଷ୍ଠୀ, କୃଷକ ଉତ୍ପାଦକ ଗୋଷ୍ଠୀ, ଅଣସରକାରୀ ଗୋଷ୍ଠୀ, ପାଣି ପଞ୍ଚାୟତ ସଭ୍ୟ, କୃଷି ଉଦ୍ୟୋଗୀ, ରପ୍ତାନୀକାରୀ, ଛାତ୍ରଛାତ୍ରୀ ଓ ଗବେଷକବୃନ୍ଦ ଏଥିରେ ଅଂଶଗ୍ରହଣ କରିଛନ୍ତି । ନୂତନ ଜ୍ଞାନକୌଶଳ ନେଇ ଚାଷୀଙ୍କୁ ଟ୍ରେନିଂ ଦିଆଯିବ ।

Tags: Krushi odisha 2025mohanmajhi
ShareTweetShareSend
Sanchar Live

Sanchar Live

Next Post
ଆରମ୍ଭ ହେଲା ବରଗଡ଼ ଧନୁଯାତ୍ରା

ଆରମ୍ଭ ହେଲା ବରଗଡ଼ ଧନୁଯାତ୍ରା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.