Saturday, June 7, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଳୁ ଅଭାବ ପ୍ରସଙ୍ଗରେ ମନ୍ତ୍ରୀଙ୍କ ଚିରାଚରିତ ଉତ୍ତର

Sanchar Live by Sanchar Live
August 6, 2024
in ଓଡିଶା
0
ଆଳୁ ଅଭାବ ପ୍ରସଙ୍ଗରେ ମନ୍ତ୍ରୀଙ୍କ ଚିରାଚରିତ ଉତ୍ତର
0
SHARES
0
VIEWS
FacebookTwitter

ସଂଚାର ବ୍ୟୁରୋ: ଆଳୁ ଅଭାବ ପ୍ରସଙ୍ଗରେ ପୁଣି ଚିରାଚରିତ ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣପାତ୍ର । ବ୍ୟବସାୟୀ ମହାସଂଘ, ଶୀତଳ ଭଣ୍ଡାର ମାଲିକ, ରିଟେଲରମାନଙ୍କ ସହ ଆଲୋଚନା ପରେ ମନ୍ତ୍ରୀ କହିଛନ୍ତି ରାଜ୍ଯକୁ ପ୍ରଚୁର ଆଳୁ ଆସିବ ଏବଂ ଲୋକଙ୍କୁ କିଭଳି ସୁଲଭମୂଲ୍ୟରେ ଆଳୁ ମିଳିବ ସେନେଇ ଆଲୋଚନା କରାଯାଇଛି । ଆବଶ୍ୟକ ପଡିଲେ ନିଫେଡ ବିଭିନ୍ନ ରାଜ୍ୟର ଆଳୁ ଦର ସଂଗ୍ରହ କରି ରାଜ୍ୟ ସରକାରଙ୍କୁ ପ୍ରଦାନ କରିବ । ଆସନ୍ତାକାଲିଠାରୁ ସଠିକ୍ ଦରରେ ଖାଉଟିଙ୍କୁ ଆଳୁ କିପରି ମିଳିବ ସେନେଇ ପଦକ୍ଷେପ ନିଆଯିବ । ଉତ୍ତରପ୍ରଦେଶ ଆଳୁ ସମ୍ପର୍କରେ ମନ୍ତ୍ରୀ କହିଛନ୍ତି, ୟୁପି ଆଳୁର ମାନ ଭଲ । ଏହା ପଶ୍ଚିମବଙ୍ଗ ଆଳୁ ଦର ସହ ସମାନ । ଅସାଧୁ ବ୍ୟବସାୟୀଙ୍କ ଉପରେ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହହଣ କରିବେ ।

Tags: odishapotatoes
ShareTweetShareSend
Sanchar Live

Sanchar Live

Next Post
୫୩ ନମ୍ବର ଜାତୀୟ ରାଜପଥ କଉଡକଲ ନିକଟରେ ଦୁର୍ଘଟଣା

୫୩ ନମ୍ବର ଜାତୀୟ ରାଜପଥ କଉଡକଲ ନିକଟରେ ଦୁର୍ଘଟଣା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୨୦ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ଆଜି ଚମ୍ପକ ଦ୍ୱାଦଶୀ ଅବସରରେ ମହାପ୍ରଭୁଙ୍କର ପାଳିତ ହେବ ଗୁଆଲି ଯାତ୍ରା
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ଉତ୍ସବ ସମ୍ପନ୍ନ
  • ରଥଯାତ୍ରା: ପରିଚାଳନ ପାଇଁ ମନ୍ତ୍ରୀସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର
  • ସରିଲା ରାଜ୍ୟ କ୍ୟାବିନେଟନ୍‌ର ଗୁରତ୍ବପୂର୍ଣ୍ଣ ବୈଠକ, ୪ ପ୍ରସ୍ତାବରେ ବାଜିଲା ମୋହର

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.