Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ମହାକୁମ୍ଭରେ ଦଳାଚକଟା: ୧୦ରୁ ଉର୍ଦ୍ଧ୍ବ ମୃତ

Sanchar Live by Sanchar Live
January 29, 2025
in ଭାରତ
0
ମହାକୁମ୍ଭରେ ଦଳାଚକଟା: ୧୦ରୁ ଉର୍ଦ୍ଧ୍ବ ମୃତ
0
SHARES
69
VIEWS
FacebookTwitter

ପ୍ରୟାଗରାଜ: ମୌନୀ ଅମାବାସ୍ୟାରେ  ଅମୃତ ସ୍ନାନ ପୂର୍ବରୁ ପ୍ରବଳ ଜନ ସମାଗମ ହେତୁ ମହାକୁମ୍ଭ ମେଳାରେ ବଡ ଅଘଟଣ ଘଟିଛି। ଅଧିକ ଭିଡ କାରଣରୁ ଦଳାଚକଟା। ଦଳାଚକଟାରେ ୧୦ରୁ ଅଧିକ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ସମସ୍ତ ଆହତଙ୍କୁ ପ୍ରୟାଗରାଜ ମେଡିକାଲରେ ଭର୍ତ୍ତି କରାଯାଇଛି।

ତେବେ ତ୍ରିବେଣୀ ସଂଗମରେ ବୁଡ ପକାଇବା ବେଳେ ଏହି ଦଳାଚକଟା ହୋଇଛି। ମୌନୀ ଅମାବାସ୍ୟା ପାଇଁ ମହାକୁମ୍ଭରେ ଶ୍ରଦ୍ଧାଳୁଙ୍କ ଭିଡ ଲାଗିଥିଲା ଏବଂ ଏହି ଭିଡ ପାଇଁ ହିଁ ଏପରି ଅଘଟଣ ଘଟିଛି। ସେପଟେ ଅଘଟଣ ପରେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ସ୍ଥିତି ସମ୍ପର୍କରେ ପଚାରି ବୁଝି ସବୁ ସହାୟତା ଦେବାକୁ କହିଛନ୍ତି। ଏଥିସହ ଯୋଗୀଙ୍କ ସହ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏବଂ ଜେ.ପି ନଡ୍ଡା ମଧ୍ୟ କଥା ହୋଇଛନ୍ତି।
Tags: Kumbhamelaprayagraj
ShareTweetShareSend
Sanchar Live

Sanchar Live

Next Post
ରାଜ୍ୟରେ ବଢ଼ିଲା ତାପମାତ୍ରା, ଜାଣନ୍ତୁ ଆଜି କେଉଁଠି କେତେ?

କାଲିଠୁ ରାଜ୍ୟରେ ଟାଇଁ ଟାଇଁ ଖରା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.