Friday, November 6, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଭାରତ

ବସରେ ଜଳିଗଲେ ୧୫ ଯାତ୍ରୀ

Sanchar Live by Sanchar Live
October 24, 2025
in ଭାରତ
0
Oplus_131072

Oplus_131072

0
SHARES
58
VIEWS
Facebook
Twitter

ଆନ୍ଧ୍ରର କୁର୍ନୁଲ ଜିଲ୍ଲା ଚିନ୍ନାଟେକୁରୁ ନିକଟରେ ବଡ଼ ଦୁର୍ଘଟଣା। ଜଳିଗଲା ଚଳନ୍ତା ବସ୍। ଏଥିରେ ୧୫ ଜଣ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି। ଆହୁରି ଅନେକ ଆହତ ହୋଇଛନ୍ତି। ସମସ୍ତଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଛି। ହାଇଦ୍ରାବାଦରୁ ବସଟି ବେଙ୍ଗାଲୁରୁ ଯାଉଥିଲା। ଏକ ବାଇକକୁ ଧକ୍କା ଦେବା ପରେ ବସରେ ନିଆଁ ଲାଗି ଯାଇଥିଲା। ବସ୍ ଝରକା ଭାଙ୍ଗି ୧୨ ଜଣ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଥିଲା ।

ବସରେ ଥିଲେ ୪୦ ଜଣ ଯାତ୍ରୀ ଓ ଦୁଇ ଜଣ ଡ୍ରାଇଭର। ଏହି ଦୁର୍ଘଟଣାକୁ ନେଇ ରାଷ୍ଟ୍ରପତି ଗଭୀର ଶୋକ ପ୍ରକାଶ କରିଛନ୍ତି। ଆନ୍ଧ୍ର ଓ ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀମାନେ ବି ଶୋକ ପ୍ରକାଶ କରିଛନ୍ତି। ଜିଲ୍ଲାପାଳ ଘଟଣାସ୍ଥଳରେ ପହଞ୍ଚିଥିବା ବେଳେ ଏକ ହେଲପ ଲାଇନ ନମ୍ଵର ବି ଜାରି କରାଯାଇଛି।

Related posts

ବିବାଦୀୟ ମନ୍ତବ୍ୟ ପାଇଁ ବଢିଲା ବାଗେଶ୍ୱର ଧାମର ପ୍ରବଚକ ଧୀରେନ୍ଦ୍ର ଶାସ୍ତ୍ରୀଙ୍କ ଚିନ୍ତା

ବିବାଦୀୟ ମନ୍ତବ୍ୟ ପାଇଁ ବଢିଲା ବାଗେଶ୍ୱର ଧାମର ପ୍ରବଚକ ଧୀରେନ୍ଦ୍ର ଶାସ୍ତ୍ରୀଙ୍କ ଚିନ୍ତା

November 6, 2026
‘ପ୍ରଳୟ’ କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳତାର ସହ ସମ୍ପନ୍ନ

‘ପ୍ରଳୟ’ କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳତାର ସହ ସମ୍ପନ୍ନ

November 6, 2026
Tags: BusfireKurnul

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଓଡ଼ିଶାରେ ପ୍ରଥମ! ଝାରସୁଗୁଡ଼ାରେ ଆରମ୍ଭ ହେଲା ‘ଅଭୟା’, ମହିଳାଙ୍କ ପାଇଁ ସରକାରୀ ଅଫିସରେ ମିଳିବ ସାନିଟାରୀ ପ୍ୟାଡ୍
  • ଦ୍ୱିତୀୟ ଦିନିକିଆ ପୂର୍ବରୁ ବଡ଼ ପଡିଲେ ଏହି ଖେଳାଳି
  • ଏମିତି ଜ୍ୱାଇଁ କାହାକୁ ନମିଳୁ…

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.