Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଇପିଏସ୍ ଡିଏସ୍ କୁଟ୍ଟେ ଓ ଆଶୀଷ ସିଂଙ୍କ ବଢିଲା ଅଡ଼ୁଆ

Sanchar Live by Sanchar Live
August 23, 2024
in ଓଡିଶା
0
ଆଇପିଏସ୍ ଡିଏସ୍ କୁଟ୍ଟେ ଓ ଆଶୀଷ ସିଂଙ୍କ ବଢିଲା ଅଡ଼ୁଆ
0
SHARES
12
VIEWS
FacebookTwitter

ସଂଚାର ବ୍ୟୁରୋ: ବିଜେଡି ସରକାରରେ ସର୍ବେସର୍ବା ଭିକେ ପାଣ୍ଡିଆନଙ୍କ ଖାସ୍ ସହଯୋଗୀ ଆଇପିଏସ୍ ଡିଏସ୍ କୁଟ୍ଟେ ଓ ଆଶୀଷ ସିଂଙ୍କ ଅଡ଼ୁଆ ବଢ଼ିଛି । ଉଭୟ ଅଫିସରଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରକ୍ରିୟା ଆରମ୍ଭ କରିବା ସହ ସେମାନଙ୍କୁ ଚାର୍ଜସିଟ୍ ଜାରି କରିଛନ୍ତି । ତେବେ ଆଇପିଏସ୍ ଶ୍ରୀ କୁଟ୍ଟେଙ୍କ ବିରୁଦ୍ଧରେ ୨ଜଣ ଆଇଏଏସ୍ ଅଫିସର ଲିଖିତ ଭାବେ ଦେଇଥିବା ସଙ୍ଗୀନ ଅଭିଯୋଗ ଆଧାରରେ ତାଙ୍କ ବିରୁଦ୍ଧରେ ଚାର୍ଜସିଟ୍ ଜାରି ହୋଇଛି ଓ ୩୦ଦିନ ମଧ୍ୟରେ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଶ୍ରୀ କୁଟ୍ଟେଙ୍କ ବିରୁଦ୍ଧରେ ଅଭିଯୋଗ ପ୍ରମାଣିତ ହେଲେ, ତାଙ୍କୁ ଚାକିରିରୁ ବରଖାସ୍ତ ହେବାକୁ ପଡ଼ିପାରେ ଅବା ତାଙ୍କୁ ପଦୋବନତି ଭଳି କାର୍ଯ୍ୟାନୁଷ୍ଠାନ ଭୋଗିବାକୁ ପଡ଼ିବ ବୋଲି ଜଣାପଡ଼ିଛି । ସେହିପରି ଆଇପିଏସ୍ ଆଶୀଷ ସିଂଙ୍କ ବିରୁଦ୍ଧରେ ବି ଅଗଷ୍ଟ ୬ତାରିଖରେ ଚାର୍ଜସିଟ୍ ଜାରି ହୋଇଛି ।

Tags: asis singhbjdDs kute
ShareTweetShareSend
Sanchar Live

Sanchar Live

Next Post
ଜାଣନ୍ତୁ ଧର୍ମୀୟ ଭାବନାକୁ ନେଇ କଣ କହୁଥିଲେ ସାଇବାବା

ଜାଣନ୍ତୁ ‘ସାଇ’ ଶବ୍ଦର ଅର୍ଥ କଣ ?

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.