Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ପାଟଣାଗଡ଼ ନିର୍ବାଚନ ମାମଲା: ସମୟ ନେଲେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ

Sanchar Live by Sanchar Live
October 8, 2024
in ରାଜନୀତି
0
ପାଟଣାଗଡ଼ ନିର୍ବାଚନ ମାମଲା: ସମୟ ନେଲେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ
0
SHARES
21
VIEWS
FacebookTwitter

ପାଟଣାଗଡ଼ ବିଧାନସଭା ନିର୍ବାଚନକୁ ଅସିଦ୍ଧ ଘୋଷଣା ପାଇଁ ରୁଜୁ ମାମଲାରେ ରାଜ୍ୟ ଉପମୁଖ୍ୟମନ୍ତ୍ରୀ ତଥା ପାଟଣାଗଡ଼ ବିଜେପି ବିଧାୟକ କନକବର୍ଦ୍ଧନ ସିଂହଦେଓ ଲିଖିତ ଜବାବ ଦାଖଲ ଲାଗି ଅଦାଲତଙ୍କଠାରୁ ସମୟ ଲୋଡ଼ିଥିଲେ । ବିଚାରପତି  ଜଷ୍ଟିସ୍‌ ଆନନ୍ଦ ଚନ୍ଦ୍ର ବେହେରା  ଟାଇମ୍‌ ପିଟିସନ୍‌କୁ ଗ୍ରହଣ କରି  ମାମଲାର ଶୁଣାଣି ନଭେମ୍ବର  ୨୯କୁ ଧାର୍ଯ୍ୟ କରିଛନ୍ତି । ଏହା ପୂର୍ବରୁ ପ୍ରତିପକ୍ଷ ଜବାବ ଦାଖଲ  କରିବେ । ଶ୍ରୀ ସିଂହଦେଓଙ୍କ  ବିଧାନସଭା ସଦସ୍ୟତା ରଦ୍ଦ ପାଇଁ  ପ୍ରାର୍ଥନା କରି ପରାଜିତ ବିଜେଡି  ପ୍ରାର୍ଥୀ ସରୋଜ କୁମାର ମେହେର  ଏହି ମାମଲା ଦାଏର କରିଛନ୍ତି ।

ଶ୍ରୀ ମେହେର ପିଟିସନ୍‌ରେ  ଉଲ୍ଲେଖ କରିଛନ୍ତି, ଉପମୁଖ୍ୟମନ୍ତ୍ରୀ  ଶ୍ରୀ ସିଂହଦେଓ ନାମାଙ୍କନପତ୍ର  ଦାଖଲ ବେଳେ ଯେଉଁ ସତ୍ୟପାଠ  ଦାଖଲ କରିଛନ୍ତି ସେଥିରେ  ସମ୍ପୂର୍ଣ୍ଣ ତଥ୍ୟ ଦେଇନାହାନ୍ତି ।  ତେଣୁ ବିଧାୟକ ପଦ ରଦ୍ଦ  ପାଇଁ ଶ୍ରୀ ମେହେର ପ୍ରାର୍ଥନା  କରିଛନ୍ତି । ଶ୍ରୀ ସିଂହଦେଓଙ୍କ ପକ୍ଷରୁ ଆଇନଜୀବୀ ସୂର୍ଯ୍ୟାଂଶୀ  ଶ୍ରୀବାସ୍ତବ ନତାସା ଅଗ୍ରୱାଲ  ମାମଲା ପରିଚାଳନା କରୁଛନ୍ତି ।

Tags: kv singhdeoPatanagarh electionsaroj meher
ShareTweetShareSend
Sanchar Live

Sanchar Live

Next Post
ଜାଣନ୍ତୁ କାଲି କାହାକୁ ମିଳିବ ସୁଭଦ୍ରା ଟଙ୍କା

ଜାଣନ୍ତୁ କାଲି କାହାକୁ ମିଳିବ ସୁଭଦ୍ରା ଟଙ୍କା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.