Saturday, June 7, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

“ଶ୍ରମିକ ସାଥୀ ମୋବାଇଲ୍‌ ଆପ୍‌’ର ଶୁଭାରମ୍ଭ

Sanchar Live by Sanchar Live
May 3, 2025
in ଓଡିଶା
0
“ଶ୍ରମିକ ସାଥୀ ମୋବାଇଲ୍‌ ଆପ୍‌’ର ଶୁଭାରମ୍ଭ
0
SHARES
10
VIEWS
FacebookTwitter

ସଂଚାର ବ୍ୟୁରୋ: ଦେଶର ପ୍ରଗତିରେ ଶ୍ରମିକମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। କ୍ଷମତାକୁ ଆସିବାର ପ୍ରଥମ ଦିନରୁ ହିଁ ଆମ ସରକାର ରାଜ୍ୟର ସବା ତଳ ପାହାଚରେ ଥିବା ଗରିବ ଲୋକଙ୍କ କଲ୍ୟାଣ ଓ ବିକାଶ ପାଇଁ ସମର୍ପିତ ହୋଇ କାର୍ଯ୍ୟ କରୁଛି । ଆନ୍ତର୍ଜାତିକ ଶ୍ରମିକ ଦିବସରେ ଓୟୁଏଟି କୃଷି ଶିକ୍ଷା ସଦନରେ ଆୟୋଜିତ କାର୍ଯ୍ୟକ୍ରମରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ‘ଓଡ଼ିଶା ଶ୍ରମିକ ସାଥୀ’ ମୋବାଇଲ ଆପ୍‌ର ଶୁଭାରାମ୍ଭ କରିଛନ୍ତି । ଡୁମୁଡୁମା ଏବଂ କଳ୍ପନା ଛକଠାରେ ବହୁମୁଖୀ “ଶ୍ରମିକ ପ୍ରତୀକ୍ଷା କେନ୍ଦ୍ର’ର ଉଦଘାଟନ ମଧ୍ୟ କରିଛନ୍ତି ମୁଖ୍ୟମନ୍ତ୍ରୀ । ନିର୍ମାଣ ଶ୍ରମିକଙ୍କ କଲ୍ୟାଣ ଓ ନିରାପତ୍ତା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ କରିଥିବା ଶ୍ରମିକ ସାଥୀ ମୋବାଇଲ ଆପ୍‌ ବ୍ୟବହାର କରି ଶ୍ରମିକମାନେ ସହଜରେ ପଞ୍ଜିକରଣ କରିପାରିବେ । ନିର୍ମାଣ ଶ୍ରମିକଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ଯୋଜନା ଓ ସୁବିଧାର ଲାଭ ଉଠାଇ ପାରିବେ ।

ଏହି ଆପ୍‌, ଅନ୍‌ଲାଇନ୍‌ ଶ୍ରମିକ ପଞ୍ଜୀକରଣ, ନବୀକରଣ ତଥା ସହାୟତା ନିମନ୍ତେ ଆବେଦନ ଆଦି ସେବା ପାଇବା ଦିଗରେ ନିର୍ମାଣ ଶ୍ରମିକମାନଙ୍କ ପାଇଁ ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ  । ଉଦ୍‌ଘାଟିତ ପ୍ରତୀକ୍ଷା କେନ୍ଦ୍ରରେ ଶ୍ରମଜୀବୀମାନଙ୍କ ପାଇଁ ସାମୟିକ ଆଶ୍ରୟସ୍ଥଳର ସୁବିଧା ସହ ପାନୀୟ ଜଳ, ଶୌଚାଳୟ ଓ ପାର୍କ ଆଦିର ବ୍ୟବସ୍ଥା କରାଯାଇଛି । ଆଗାମୀ ଦିନରେ କଟକ, ରାଉରକେଲା, ସମ୍ବଲପୁର, କେନ୍ଦୁଝର, ବ୍ରହ୍ମପୁର ଭଳି ଅନ୍ୟ ସହରାଞ୍ଚଳରେ ଶ୍ରମିକ ପ୍ରତୀକ୍ଷା କେନ୍ଦ୍ର ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମୁଖ୍ୟମନ୍ତ୍ରୀ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନାରେ ଶିକ୍ଷା ସହାୟତା, ବିବାହ, ପ୍ରସୂତିକାଳୀନ, ମୃତ୍ୟୁକାଳୀନ ସହାୟତା ଓ ଅନ୍ତ୍ୟେଷ୍ଟି କ୍ରିୟା ସହାୟତା ବଣ୍ଟନ କରିଥିଲେ । ମୁଖ୍ୟମନ୍ତ୍ରୀ କହିଲେ, ସାଧାରଣ ମୃତ୍ୟୁ କ୍ଷେତ୍ରରେ ସହାୟତା ରାଶି ୨ ଲକ୍ଷ ଟଙ୍କାରୁ ୩ ଲକ୍ଷ ଟଙ୍କାକୁ ଏବଂ ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ୪ ଲକ୍ଷରୁ ୬ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି ।

ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ଅଧିନରେ ପାଖାପାଖି ୪୭ ଲକ୍ଷ ନିର୍ମାଣ ଶ୍ରମିକଙ୍କୁ ପଞ୍ଜୀକୃତ କରାଯାଇ ବିଭିନ୍ନ ସହାୟତା ବାବଦରେ ୩,୯୫୧ କୋଟି ଟଙ୍କାର ସହାୟତା ରାଶି ଦିଆଯାଇ ସାରିଲାଣି । ଆମ ସରକାର କ୍ଷମତାକୁ ଆସିବା ପରେ ୪ ଲକ୍ଷରୁ ଅଧିକ ନିର୍ମାଣ ଶ୍ରମିକଙ୍କୁ ପଞ୍ଜୀକୃତ କରିବା ସହ ୩୭୦ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି । ଶ୍ରମିକ ଦିବସରେ ସାରା ରାଜ୍ୟରେ ୩ ହଜାର ନିର୍ମାଣ ଶ୍ରମିକଙ୍କୁ ପରିଚୟପତ୍ର ପ୍ରଦାନ ବିଭିନ୍ନ ସହାୟତା ବାବଦରେ ୪୦ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ସହାୟତା ରାଶି ପ୍ରଦାନ କରାଯାଇଛି । ପ୍ରବାସୀ ଶ୍ରମିକମାନଙ୍କୁ ଚିହ୍ନଟ କରି ମୁଖ୍ୟ ସ୍ରୋତରେ ସାମିଲ କରିବାକୁ ଉପ-ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଟାସ୍କଫୋର୍ସ ଗଠନ କରାଯାଇଛି । ଶ୍ରମ ବିଭାଗର “ପରିଶ୍ରମ ପୋର୍ଟାଲ’ରେ ଶ୍ରମ ଆଇନ୍‌ ଅନ୍ତର୍ଗତ ପଞ୍ଜୀକରଣ ଏବଂ ଲାଇସେନ୍‌ସ ଆଦି ଅନଲାଇନ ସେବା ପ୍ରଦାନ କରାଯାଉଛି । କାର୍ଯ୍ୟକ୍ରମରେ ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ସାଂସଦ ଅପରାଜିତା ଷଡ଼ଙ୍ଗୀ, ବିଧାୟକ ବାବୁ ସିଂ, ମେୟର ସୁଲୋଚନା ଦାସ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଯୋଗ ଦେଇଥିଲେ ।

Tags: labour daymohan majhi
ShareTweetShareSend
Sanchar Live

Sanchar Live

Next Post
ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦକୁ ନେଇ ଏମିତି କହିଲେ ଦଇତାପତି

ଦୀଘା ଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ପ୍ରସଙ୍ଗ : ଅପରାହ୍ନରେ ବସିବ ବୈଠକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୨୦ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ଆଜି ଚମ୍ପକ ଦ୍ୱାଦଶୀ ଅବସରରେ ମହାପ୍ରଭୁଙ୍କର ପାଳିତ ହେବ ଗୁଆଲି ଯାତ୍ରା
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ଉତ୍ସବ ସମ୍ପନ୍ନ
  • ରଥଯାତ୍ରା: ପରିଚାଳନ ପାଇଁ ମନ୍ତ୍ରୀସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର
  • ସରିଲା ରାଜ୍ୟ କ୍ୟାବିନେଟନ୍‌ର ଗୁରତ୍ବପୂର୍ଣ୍ଣ ବୈଠକ, ୪ ପ୍ରସ୍ତାବରେ ବାଜିଲା ମୋହର

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.