Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ମହାକୁମ୍ଭକୁ ନେଇ ଏମିତି କହିଲେ ଲାଲୁ

Sanchar Live by Sanchar Live
February 16, 2025
in ଭାରତ
0
ମହାକୁମ୍ଭକୁ ନେଇ ଏମିତି କହିଲେ ଲାଲୁ

Oplus_131072

0
SHARES
22
VIEWS
FacebookTwitter

ମହାକୁମ୍ଭକୁ ନେଇ ଆରଜେଡି ମୁଖ୍ୟ ତଥା ପୂର୍ବତନ ରେଳମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ଏକ ବଡ଼ ବୟାନ ଦେଇଛନ୍ତି। କୁମ୍ଭ  ବହୁତ ଫାଲ୍‌ତୁ, ଏହାର କୌଣସି ଅର୍ଥ ନାହିଁ ବୋଲି ସେ କହିଛନ୍ତି। ଏଥିସହ ନୂଆଦିଲ୍ଲୀ ରେଳ ଷ୍ଟେଶନ ଦୁର୍ଘଟଣାକୁ ସେ ଏକ ଦୁଃଖଦ ଘଟଣା  କହିବା ସହ ମୃତକମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରେଳବାଇର ଅବହେଳା ଯୋଗୁ ଏହି ଦୁର୍ଘଟଣା ଘଟିଛି। ଏହା ରେଳବାଇର ବିଫଳତା। ଏଣୁ ରେଳମନ୍ତ୍ରୀ ଦାୟିତ୍ୱ ନେବା ଉଚିତ ବୋଲି ସେ ମତ ରଖିଛନ୍ତି।

ନୂଆଦିଲ୍ଲୀ ରେଳ ଷ୍ଟେଶନରେ ଦଳାଚକଟା ଘଟି ୧୮ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଦିଲୀର ଲେଡି ହାର୍ଡିଞ୍ଜ ଏବଂ ଏଲ୍‌ଏନ୍‌ ଜେପି ହସ୍ପିଟାଲରେ ଚିକିତ୍ସା କରାଯାଉଛି। ଶନିବାର ରାତିରେ ୧୪ ଏବଂ ୧୬ ନମ୍ବର ପ୍ଲାଟଫର୍ମରେ ଏହି ଦୁର୍ଘଟଣା ଘଟିଥିଲା। ମୃତ୍ୟୁବରଣ କରିଥିବା ଲୋକଙ୍କ ମଧ୍ୟରେ ଅଧିକାଂଶ ମହିଳା ଏବଂ ପିଲା ଅଛନ୍ତି। ରେଳମନ୍ତ୍ରୀ ଦଳାଚକଟା ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।
ଦଳାଚକଟାରେ ମୃତ୍ୟୁବରଣ କରିଥିବା ଅଧିକାଂଶ ଲୋକ ବିହାର ଏବଂ ଦିଲ୍ଲୀର ବାସିନ୍ଦା। ବିହାରର ୯ ଜଣ, ଦିଲ୍ଲୀର ୮ ଜଣ ଏବଂ ହରିୟାଣାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ବର୍ତ୍ତମାନ ନୂଆଦିଲ୍ଲୀ ରେଳ ଷ୍ଟେଶନରେ ପରିସ୍ଥିତି ନିୟନ୍ତ୍ରଣରେ ଅଛି। ଦୁର୍ଘଟଣାର କାରଣ ନେଇ ତଦନ୍ତ କରାଯାଉଛି।
ଏହି ଦଳାଚକଟା ସମ୍ପର୍କରେ ରେଳବାଇର ପ୍ରଥମ ସରକାରୀ ବିବୃତ୍ତି ପ୍ରକାଶ ପାଇଛି। ଉତ୍ତର ରେଳବାଇର ସିପିଆର୍‌ଓ ହିମାଂଶୁ ଶେଖର ଉପାଧ୍ୟାୟ କହିଛନ୍ତି ଯେ ଗତକାଲି ଯେତେବେଳେ ଏହି ଦୁଃଖଦ ଘଟଣା ଘଟିଥିଲା, ସେତେବେଳେ ପାଟନା ଅଭିମୁଖେ ଯାଉଥିବା ମଗଧ ଏକ୍ସପ୍ରେସ ନୂଆଦିଲ୍ଲୀ ରେଳ ଷ୍ଟେସନର ପ୍ଲାଟଫର୍ମ ନମ୍ବର ୧୪ ରେ ଏବଂ ଜମ୍ମୁ ଅଭିମୁଖେ ଯାଉଥିବା ଉତ୍ତର ସମ୍ପର୍କ କ୍ରାନ୍ତି ପ୍ଲାଟଫର୍ମ ନମ୍ବର ୧୫ ରେ ଠିଆ ହୋଇଥିଲା।
ଏହି ସମୟରେ, ଜଣେ ଯାତ୍ରୀ ଫୁଟ ଓଭର ବ୍ରିଜ ରୁ ପ୍ଲାଟଫର୍ମ ନମ୍ବର ୧୪-୧୫ କୁ ଯାଉଥିବା ସିଡ଼ିରେ ଖସିପଡ଼ିଲେ ଏବଂ ତାଙ୍କ ପଛରେ ଠିଆ ହୋଇଥିବା ଅନେକ ଯାତ୍ରୀ ଏଥିରେ ଧକ୍କା ଖାଇଲେ । ଏହିଭଳି ଭାବେ ଏହି ଦୁଃଖଦ ଘଟଣା ଘଟିଗଲା। ଏକ ଉଚ୍ଚସ୍ତରୀୟ କମିଟି ଏହାର ତଦନ୍ତ କରୁଛି। ଅଘଟଣ ସତ୍ତ୍ୱେ କୌଣସି ଟ୍ରେନ ବାତିଲ ହୋଇନାହିଁ କିମ୍ବା କୌଣସି ଟ୍ରେନ୍‌ ପ୍ଲାଟଫର୍ମ ପରିବର୍ତ୍ତନ ହୋଇନାହିଁ। ଏବେ ପ୍ଲାଟଫର୍ମରେ ପରିସ୍ଥିତି ସ୍ବାଭାବିକ ଅଛି। ସମସ୍ତ ଟ୍ରେନ ସେମାନଙ୍କର ସାଧାରଣ ସମୟରେ ଚାଲୁଛି।
Tags: Lalu jadavmahakumbha
ShareTweetShareSend
Sanchar Live

Sanchar Live

Next Post
ମୁମ୍ବାଇରେ ଭୟଙ୍କର ଅଗ୍ନିକାଣ୍ଡ, ୨ ଜଣଙ୍କ ମୃତ୍ୟୁ

ମୁମ୍ବାଇରେ ଭୟଙ୍କର ଅଗ୍ନିକାଣ୍ଡ, ୨ ଜଣଙ୍କ ମୃତ୍ୟୁ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ
  • ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ
  • ଚିକିତ୍ସା ପାଇଁ ମୁମ୍ବାଇ ଗଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.