Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଭାରସାମ୍ୟ ହରାଇ ବ୍ରିଜ୍‌ରୁ ଖସିଲା ବାଇକ୍‌: ୨ ମୃତ, ଜଣେ ଗୁରୁତର

Sanchar Live by Sanchar Live
February 27, 2025
in ଓଡିଶା
0
ଭାରସାମ୍ୟ ହରାଇ ବ୍ରିଜ୍‌ରୁ ଖସିଲା ବାଇକ୍‌: ୨ ମୃତ, ଜଣେ ଗୁରୁତର
0
SHARES
9
VIEWS
FacebookTwitter

ସଂଚାର ବ୍ୟୁରୋ: ମହାଦେଙ୍କୁ ଦର୍ଶନ କରି ଫେରୁଥିବା ବେଳେ ଅଘଟଣ । ଭାରସାମ୍ୟ ହରାଇ କୋଡିଏ ଫୁଟ୍‌ ବ୍ରିଜ୍‌ ତଳକୁ ଖସି ପଡିଲା ବାଇକ୍‌ । ଘଟଣା ସ୍ଥଳରେ ଦୁଇ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକ ହେଲେ ପଟାଙ୍ଗି ଅଞ୍ଚଳର ପୁର୍ଣଚନ୍ଦ୍ର ଖରା ଏବଂ ଗଙ୍ଗାଧର ଗେମେଲ । ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ପାଡୁଆ ମେଡିକାଲରେ ଭର୍ତ୍ତି କରାଯାଇଛି । କୋରାପୁଟ ଚାଟୁଆ ନିକଟସ୍ତ ଆନ୍ଧରିଘାଟ ବ୍ରିଜ୍‌ ନିକଟରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ତିନି ଜଣ ଯୁବକ ଗୋଟିଏ ବାଇକ୍‌ରେ ଚାଟୁଆ ଗାଁକୁ ପବିତ୍ର ଶିବରାତ୍ରିରେ ମାହାଦେବଙ୍କ ଦର୍ଶନ କରିବାକୁ ଆସିଥିଲେ । ସେଠାରୁ ଫେରିବା ବେଳେ ଭାରସାମ୍ୟ ହରାଇ ତିନି ଜଣ ଆନ୍ଧରିଘାଟ ବ୍ରିଜ୍‌ ତଳକୁ ଖସି ପଡ଼ିଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପାଡୁଆ ପୋଲିସ ପହଞ୍ଚି ୩ ଜଣଙ୍କୁ ଉଦ୍ଧାର କରିଛି । ହେଲେ ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଜିବନ ଚାଲିଯାଇଥିଲା । ଗୁରୁତର ଅବସ୍ଥାରେ ଜଣଙ୍କୁ ପାଡୁଆ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରିଛି ପୋଲିସ । ଏହା ସହ ମୃତଦେହ ଦ୍ୱୟକୁ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଚଳାଇଛି ପୋଲିସ ।

Tags: accidentlamtaput
ShareTweetShareSend
Sanchar Live

Sanchar Live

Next Post
ଘରେ ପଶି ମହିଳାଙ୍କୁ ହାଣି ଲୁଟିନେଲେ..

ଘରେ ପଶି ମହିଳାଙ୍କୁ ହାଣି ଲୁଟିନେଲେ..

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.