Tuesday, March 3, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ବର୍ଷର ଶେଷ ଚନ୍ଦ୍ର ଗ୍ରହଣ, ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ସ୍ବତନ୍ତ୍ର ନୀତିକାନ୍ତି

Sanchar Live by Sanchar Live
September 7, 2025
in ଓଡିଶା
0
ଆଜି ବର୍ଷର ଶେଷ ଚନ୍ଦ୍ର ଗ୍ରହଣ, ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ସ୍ବତନ୍ତ୍ର ନୀତିକାନ୍ତି
0
SHARES
19
VIEWS
FacebookTwitter

ସଂଚାର ବ୍ୟୁରୋ: ଆଜି ବର୍ଷର ଶେଷ ଚନ୍ଦ୍ର ଗ୍ରହଣ I ଭାରତ ସମେତ ବିଭିନ୍ନ ରାଷ୍ଟ୍ରକୁ ୩ ଘଣ୍ଟା ଧରି ହେବ ଦୃଶ୍ୟମାନ I ରାତି ୯ଟା ୫୭ ମିନିଟ ୨୨ ସେକେଣ୍ଡରୁ ଗ୍ରହଣ ସ୍ପର୍ଶ ହେବା ସହ ରାତି ଗୋଟାଏ ୨୭ ମିନିଟ ୧୭ ସେକେଣ୍ଡ ସାଢେ ତିନିଘଣ୍ଟା ପରେ ସର୍ବମୋକ୍ଷ ହେବ । ଗ୍ରହଣ ସ୍ପର୍ଶର ୯ ଘଣ୍ଟା ପୂର୍ବରୁ ପାକତ୍ଯାଗ । ଦିବା ୧୨ ଘଣ୍ଟା ୫୭ ମିନିଟ ୨୨ ସେକେଣ୍ଡରୁ ପାକତ୍ୟାଗ ସହ ଦେବନୀତିକୁ ନିଷେଧ କରାଯାଇଛି । ଚନ୍ଦ୍ରଗ୍ରହଣ ପଡୁଥିବାରୁ ପୁରୀ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହେଉଛି । ମଧ୍ୟ ରାତ୍ର ୨ ଟାରୁ ଦ୍ବାର ଫିଟାଯାଇ ସହ ୨ଟା ୪୦ ମଧ୍ୟ ରେ ମଙ୍ଗଳ ଆଳତି ନୀତି ଅନୁଷ୍ଠିତ ହୋଇଛି । ଏହା ପରେ ଶ୍ରୀମନ୍ଦିରରେ ଦୈନିକ ନୀତି କାନ୍ତି ମାନ ଅନୁଷ୍ଠିତ କରାଯାଇଛି ।

ଆଜି ଦିନ ୧୨ ଟା ୩୦ ସୁଦ୍ଧା ସମସ୍ତ ନୀତି କାନ୍ତି ଅନୁଷ୍ଠିତ ହେବା ସହ ଭକ୍ତ ମାନେ ଭିତରକାଠ ନିକଟରୁ ଦର୍ଶନ କରିବେ । ରାତି ୯ଟା ୫୭ ମିନିଟ ୨୨ ସେକେଣ୍ଡରେ ଗ୍ରହଣ ସ୍ପର୍ଶ ପରେ ଶ୍ରୀମନ୍ଦିରରେ ଦେବ ନୀତି ଆରମ୍ଭ କରାଯିବ । ମହାପ୍ରଭୁମାନଙ୍କର ଗ୍ରହଣ ମହାସ୍ନାନ ଓ ଗ୍ରହଣ ଭୋଗ ନୀତି କରାଯାଇ ଅନ୍ୟାନ୍ୟ ନୀତି ଅନୁଷ୍ଠିତ ହେବ । ଏହି ଗ୍ରହଣ ବୃଷ, ମିଥୁନ, କର୍କଟ, ସିଂହ, କୁମ୍ଭ, ତୁଳା, ମକର ଏବଂ ମୀନ ରାଶିକୁ ଶୁଭଫଳ ପ୍ରଦାନ କରିବା ସହିତ ଦୀର୍ଘ ଦିନରୁ ବାକି ରହିଥିବା କାର୍ଯ୍ୟ ପୂରଣ ହେବ । ତେବେ ମେଷ, କନ୍ୟା, ତୁଳା, ବିଛା ଓ ଧନୁ  ରାଶିରେ ଚନ୍ଦ୍ର ଶୁଭ ହୋଇନଥିବା କାରଣରୁ ସେମାନେ ସତର୍କତା ଅବଲମ୍ବନ କରିବା ସହ ଚନ୍ଦ୍ର ଗ୍ରହଣ ଠାରୁ ଦୂରେଇ ରହିବାକୁ ପରାମର୍ଶ ଦେଇଛନ୍ତି ଜ୍ୟୋତିର୍ବିଦ । ଗର୍ଭବତୀ ଥିବା ମହିଳାମାନେ ଏହି ଚନ୍ଦ୍ର ଗହଣରେ ନିଜକୁ ଦୁରେଇ ରଖିବାକୁ ପରାମର୍ଶ ଦେଇଛନ୍ତି ଜ୍ୟୋତିର୍ବିଦ I ସନ୍ତାନର ମଙ୍ଗଳ ପାଇଁ କୋଳରେ ନଡିଆ ରଖି ବିଷ୍ଣୁଙ୍କୁ ଆରଧାନା କରିବା ସହ ଦାନଧର୍ମ କଲେ ମଙ୍ଗଳ ହେବ ବୋଲି କୁହାଯାଉଛି ।….

Tags: chandra grahanlunar eplise
ShareTweetShareSend
Sanchar Live

Sanchar Live

Next Post
ଆମେରିକା ବ୍ୟାନ୍ କରିପାରେ ‘Gmail’!

ଆମେରିକା ବ୍ୟାନ୍ କରିପାରେ 'Gmail'!

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.