Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ଆୟୋଜିତ ହେଉଛି ଲକ୍ଷପତି ଦିଦି କର୍ମଶାଳା

Sanchar Live by Sanchar Live
March 11, 2025
in ଓଡିଶା
0
ଆଜି ଆୟୋଜିତ ହେଉଛି ଲକ୍ଷପତି ଦିଦି କର୍ମଶାଳା

Oplus_131072

0
SHARES
45
VIEWS
FacebookTwitter

ଆଜି ଆୟୋଜିତ ହେବ ଲକ୍ଷପତି ଦିଦି କର୍ମଶାଳା । ରାଜ୍ୟର ସମସ୍ତ ଜିଲ୍ଲାରେ ଏକ ଦିବସୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏନେଇ ବିଭାଗ ତରଫରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶନାମା ଜାରି ହୋଇଛି । ଲକ୍ଷପତି ଦିଦି କାର୍ଯ୍ୟକ୍ରମକୁ ମିଶନ ମୋଡ଼ରେ ନେବା ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ନିର୍ଦ୍ଦେଶ । ମହିଳାମାନଙ୍କୁ ସଶକ୍ତ କରିବା ଏବଂ ଅର୍ଥନୈତିକ ବିକାଶକୁ ପ୍ରୋତ୍ସାହିତ କରିବା ପାଇଁ ଭାରତ ସରକାର ‘ଲକ୍ଷପତି ଦିଦି’ ପଦକ୍ଷେପ ଘୋଷଣା କରିଛନ୍ତି। ଯାହାର ଉଦ୍ଦେଶ୍ୟ ଦେଶବ୍ୟାପୀ ୨ କୋଟି ମହିଳାଙ୍କୁ ଦକ୍ଷତା ପ୍ରଶିକ୍ଷଣ ପ୍ରଦାନ କରିବା । ପୂର୍ବରୁ ସୀମିତ ସଂଖ୍ୟକ ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ଏହି କାର୍ଯ୍ୟକ୍ରମ ଏବେ ଏହାର ପରିସର ଓ ପ୍ରଭାବକୁ ଜାତୀୟ ସ୍ତରରେ ବିସ୍ତାର କରିବାକୁ ଚେଷ୍ଟା କରାଯାଇଛି।

ଲକ୍ଷପତି ଦିଦି ଯୋଜନାର ଉଦ୍ଦେଶ୍ୟ ରାଜ୍ୟର ୧ ଲକ୍ଷ ୨୫ ହଜାର ମହିଳାଙ୍କୁ ଆତ୍ମନିର୍ଭରଶୀଳ, ଆର୍ଥିକ ଭାବେ ସମୃଦ୍ଧ ଓ ଆତ୍ମନିର୍ଭରଶୀଳ କରିବା ପାଇଁ ସେମାନଙ୍କୁ ସ୍ୱୟଂ ସହାୟକ ସଂଗଠନ ସହ ଯୋଡ଼ିବା ଏହି ସରକାରୀ ପଦକ୍ଷେପର ଲକ୍ଷ୍ୟ। ଅଗଷ୍ଟ ୧୫, ୨୦୨୩ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଅଭିଯାନର ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମ ମହିଳାଙ୍କ ସାମାଜିକ ଓ ଅର୍ଥନୈତିକ ସ୍ଥିତିରେ ଉନ୍ନତି ଆଣିବା ସହିତ ଗୋଷ୍ଠୀ ର ବିକାଶ ଏବଂ ପାରିବାରିକ ସ୍ଥିରତା ପାଇଁ ପ୍ରୟାସ କରିଥାଏ ।

Tags: laxpati didiodisha
ShareTweetShareSend
Sanchar Live

Sanchar Live

Next Post
ଡିଲିମିଟେସନ ସ୍ଵତନ୍ତ୍ର ବୈଠକକୁ ବିଜେଡିର ସମର୍ଥନ, ତାମିଲନାଡ଼ୁ ନିମନ୍ତ୍ରଣକୁ ନବୀନଙ୍କ ସମ୍ମତି

ଡିଲିମିଟେସନ ସ୍ଵତନ୍ତ୍ର ବୈଠକକୁ ବିଜେଡିର ସମର୍ଥନ, ତାମିଲନାଡ଼ୁ ନିମନ୍ତ୍ରଣକୁ ନବୀନଙ୍କ ସମ୍ମତି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.