Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପୁଣି ନୀତି ବନ୍ଦ, ଉପାସରେ ମହାପ୍ରଭୁ ଲିଙ୍ଗରାଜ

Sanchar Live by Sanchar Live
January 14, 2025
in ଓଡିଶା
0
ପୁଣି ନୀତି ବନ୍ଦ, ଉପାସରେ ମହାପ୍ରଭୁ ଲିଙ୍ଗରାଜ
0
SHARES
8
VIEWS
FacebookTwitter

ଭୁବନେଶ୍ୱର : ପୁଣି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ । ବଡୁ ସେବାୟତ ଓ ପୂଜା ପଣ୍ଡା ନିଯୋଗର ସେବା ବିବାଦକୁ ନେଇ ନୀତି ବିଭ୍ରାଟ ହୋଇଛି । ଗତକାଲି ସନ୍ଧ୍ୟାରୁ ଠାକୁରଙ୍କ କୌଣସି ନୀତି ହୋଇନଥିବା ବେଳେ ଦିଅଁ ଦକ୍ଷିଣ ଘରକୁ ବିଜେ କରିନାହାନ୍ତି । ପବିତ୍ର ପୁଷ୍ୟାଭିଷେକ ସନ୍ଧ୍ୟା ଧୂପ ପରେ ମକର ମଣ୍ଡପରେ ଲିଙ୍ଗରାଜ ମହାପ୍ରଭୁ ବିଜେ କରିଥାନ୍ତି ।

ଏହା ପରେ ମାହାସୁଆରଙ୍କ ଦ୍ୱାରା ଦୁଗ୍ଧ ଆଉଟା ହୋଇ ଘୃତ କମଳ ପ୍ରସ୍ତୁତ ହୋଇଥାଏ । ଆଜି ମକର ସଂକ୍ରାନ୍ତି ପାଇଁ ଘୃତ୍ୟ କମଳ ଲାଗି ହୋଇଥାଏ । କିନ୍ତୁ ପୁନର୍ବାର ବଡୁ ସେବାୟତ ଏକୁଟିଆ ଏହି ନୀତିକୁ ନିଜେ କରିବାକୁ ଦାବି କରିଥିଲେ । ହେଲେ ପୂଜାପଣ୍ଡା ନିଯୋଗ ବିରୋଧ କରିବାରୁ ନୀତିରେ ସହଯୋଗ କରି ନଥିଲେ । ଏଥିପାଇଁ ମହାପ୍ରଭୁ ମକର ମଣ୍ଡପରେ ଗତକାଲି ସନ୍ଧ୍ୟାରୁ ବସି ରହିଛନ୍ତି । ବାରମ୍ବାର ଏପରି ମନମୁଖୀ କାର୍ଯ୍ୟ କରୁଥିବା ବେଳେ ଆଜି ସିଂହଦ୍ବାର ସମ୍ମୁଖରେ ପୂଜାପଣ୍ଡା ସର୍ବସାଧାରଣ ଦର୍ଶନ ବନ୍ଦ କରି ମିଳିତ ପ୍ରତିବାଦ କରିବେ ବୋଲି ନିଷ୍ପତ୍ତି ନେଇଛନ୍ତି ।

Tags: bhubaneswarLingaraj temple
ShareTweetShareSend
Sanchar Live

Sanchar Live

Next Post
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ବିରୋଧରେ ମାମଲା ରୁଜୁ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ବିରୋଧରେ ମାମଲା ରୁଜୁ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.