Wednesday, August 12, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଲିଙ୍ଗରାଜ ମହାପ୍ରଭୁଙ୍କ ନୀତିକାନ୍ତିରେ ପୁଣି ବିଭ୍ରାଟ

Sanchar Live by Sanchar Live
January 14, 2026
in ଓଡିଶା
0
ଲିଙ୍ଗରାଜ ମହାପ୍ରଭୁଙ୍କ ନୀତିକାନ୍ତିରେ ପୁଣି ବିଭ୍ରାଟ
0
SHARES
15
VIEWS
FacebookTwitter

ଲିଙ୍ଗରାଜ ମହାପ୍ରଭୁଙ୍କ ନୀତିକାନ୍ତିରେ ପୁଣି ବିଭ୍ରାଟ । ଗତକାଲି ସନ୍ଧ୍ୟାରେ ସେବାୟତ ମାନଙ୍କ ଭିତରେ ଗଣ୍ଡଗୋଳ ସ୍ଥିତି ଯୋଗୁଁ ନୀତି ବନ୍ଦ ଥିବା ସୂଚନା ମିଳିଛି । ଆଜି ସକାଳୁ ଯଦିଓ ସାଧାରଣରେ ଦର୍ଶନ ହେଉଛି କିନ୍ତୁ ଠିକ୍ ଭାବେ ନୀତି କାନ୍ତି ହୋଇନଥିବା ଜଣାପଡ଼ିଛି ।

ମକର ସଂକ୍ରାନ୍ତିରେ ବନ୍ଦ ରହିଲା ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି । ପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ ନେଇ ବ୍ରାହ୍ମଣ ଓ ବଡୁ ନିଯୋଗ ଦୋଷ ଲଦାଲଦି । ଉପାସରେ ପ୍ରଭୁ ଶ୍ରୀ ଲିଙ୍ଗରାଜ । ଆଜି ବି ବନ୍ଦ ରହିଛି ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି । ଯେହେତୁ ଗତକାଲି କ୍ଷୀର ଆଉଟା ନୀତିକୁ ନେଇ ବିବାଦ ଉପୁଜିଥିଲା ଏବଂ ନୀତି ବନ୍ଦ ରହିଥିଲା । ଠାକୁରଙ୍କ ଘୃତକମ୍ବଳ ନୀତି ହୋଇପାରିନି । ଫଳରେ ଆଜି ମଧ୍ୟ ମକର ସଂକ୍ରାନ୍ତିରେ ଠାକୁରଙ୍କ ସମସ୍ତ ନୀତିକାନ୍ତି ବନ୍ଦ ରହିବ ବୋଲି କହିଛନ୍ତି ବ୍ରାହ୍ମଣ ନିଯୋଗ ସମ୍ପାଦକ । ଯେପର୍ଯ୍ୟନ୍ତ ପ୍ରଭୁ ଲିଙ୍ଗରାଜଙ୍କ ସ୍ୱତନ୍ତ୍ର ଆଇନ ନ ଆସିଛି ସେ ପର୍ଯ୍ୟନ୍ତ ଏଭଳି ସମସ୍ୟା ଲାଗି ରହିଥିବ ବୋଲି କହିଛି ବ୍ରାହ୍ମଣ ନିଯୋଗ ସମ୍ପାଦକ ।

୨୦୨୪ ଯାଏଁ ବଡୁ ସେବାୟତ ଘୃତକମ୍ବଳ ନୀତି କରୁଥିଲେ । ହଠାତ ୨୦୨୫ରେ କାହିଁକି ଏଥିରେ ପରିବର୍ତ୍ତନ ହେଲା ବୋଲି ବଡୁ ନିଯୋଗ ପ୍ରଶ୍ନ କରିଛି । ଏନେଇ କୋର୍ଟରେ ମାମଲା ବି ରହିଛି । ୨୦୨୬ ଫେବ୍ରୁଆରୀରେ ପରବର୍ତ୍ତୀ ଶୁଣାଣି ହେବ । ଏନେଇ ଦେବୋତ୍ତର କମିଶନ ନିକଟରେ ଅଭିଯୋଗ ହୋଇଥିଲା । ମନ୍ଦିର ପ୍ରଶାସନ ଏଥିରେ ହସ୍ତକ୍ଷେପ କରିଥିଲେ କ୍ଷୀର ଆଉଟା ନୀତିକୁ ବାଦ ଦେଇ ଅନ୍ୟ ସମସ୍ତ ନୀତି ହୋଇପାରିଥାନ୍ତା । କିନ୍ତୁ ଗତକାଲି ଠାରୁ ଏବେ ଯାଏଁ ମନ୍ଦିର ପ୍ରଶାସନ କୌଣସି ପଦକ୍ଷେପ ନେଇ ନଥିବାରୁ ନୀତିକାନ୍ତି ବନ୍ଦ ରହିଛି। ଆଜି ଆଉ କୌଣସି ପ୍ରକାର ନୀତି ହୋଇପାରିବନି ।

ସୂଚନାନୁଯାୟୀ ମଙ୍ଗଳବାର ସନ୍ଧ୍ୟାଧୂପ କରିବାକୁ ଅମୁଣିଆ ବ୍ୟଞ୍ଜନ ବ୍ୟତିତ ପତ୍ରୀ ସବୁ ପୂଜା ସାମଗ୍ରୀ ଠା କରି ଦେଇଥିଲେ । କିନ୍ତୁ ନିୟମ ମୁତାବକ ଏହି ସମୟରେ ମେଘଡମ୍ବରୁ ଓ ଘଣ୍ଟ ନେଇ ସାମନ୍ତରା ଘରୁ କ୍ଷୀର ଆଉଟାଇବା ପାଇଁ କ୍ଷୀର ଆସିଲା ବେଳେ ସଂନ୍ଧ୍ୟାଧୂପ ବଢିବା କଥା । କିନ୍ତୁ ବଡୁ ସେବାୟତ ମକର ଯାତ୍ରା ଅଦାଲତରେ ବିଚାରଧୀନ ଅଛି କହି ଥିବାରୁ ଖୀର ଆଣିବା ପ୍ରକ୍ରିୟା ଅଟକି ଗଲା ଓ ହାଣ୍ଡି ମନ୍ଦିର ପ୍ରଶାସନକୁ ଫେରାଇ ଦିଆଯାଇଛି । ହେଲେ ଠାକୁରଙ୍କ ଦୈନନ୍ଦିନ ନୀତି କରାଇବା ଲାଗି ପ୍ରଶାସନ ଚେଷ୍ଟା ନ କରିବା କଥା ଏବେ ସବୁଠି ଆଲୋଚନା ହେଉଛି । ଏହା ମନ୍ଦିର ପ୍ରଶାସନର ଖାମଖିଆଲି ମନୋଭାବ ବୋଲି ଅନେକ ସେବାୟତ ଓ ଶ୍ରଦ୍ଧାଳୁ କହୁଛନ୍ତି ।

Tags: bhubaneswarLingarajtemple
ShareTweetShareSend
Sanchar Live

Sanchar Live

Next Post
ଇରାନରେ ଜଳୁଛି ବିଦ୍ରୋହର ନିଆଁ: ତୁରନ୍ତ ଦେଶ ଛାଡ଼ିବାକୁ ଭାରତୀୟ ନାଗରିକଙ୍କୁ ପରାମର୍ଶ

ଇରାନରେ ଜଳୁଛି ବିଦ୍ରୋହର ନିଆଁ: ତୁରନ୍ତ ଦେଶ ଛାଡ଼ିବାକୁ ଭାରତୀୟ ନାଗରିକଙ୍କୁ ପରାମର୍ଶ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଯଦି ଆପଣଙ୍କ ଗାଡିର ବୀମା ନାହିଁ, ତେବେ ତୁରନ୍ତ କରାଇ ନିଅନ୍ତୁ…
  • ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଅନୁଷ୍ଠିତ ହେବ ଚିତାଲାଗି ନୀତି
  • ଆଜିଠୁ ଲଘୁଚାପ: ପୁଣି ରାଜ୍ୟରେ ବଡ଼ ବର୍ଷା
  • ଆଜି ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ….
  • ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ୱାନ ଏକ୍ ଭାରତ ଓ ଶ୍ରେଷ୍ଠ ଭାରତ ସଂକଳ୍ପକୁ ସଫଳ କରିବା ଆମର ଲକ୍ଷ୍ୟ: ଜଗନ୍ନାଥ ପ୍ରଧାନ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.