Friday, February 27, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଓଡ଼ିଆ ଅଭିନେତ୍ରୀ ନିକିତାଙ୍କ ମୃତ୍ୟୁରେ ସ୍ବାମୀ ଲିପନ ସାହୁ ଦୋଷୀ ସାବ୍ୟସ୍ତ

Sanchar Live by Sanchar Live
February 27, 2026
in ଓଡିଶା
0
ଓଡ଼ିଆ ଅଭିନେତ୍ରୀ ନିକିତାଙ୍କ ମୃତ୍ୟୁରେ ସ୍ବାମୀ ଲିପନ ସାହୁ ଦୋଷୀ ସାବ୍ୟସ୍ତ
0
SHARES
18
VIEWS
FacebookTwitter

ଓଡ଼ିଆ ଅଭିନେତ୍ରୀ ନିକିତାଙ୍କ ମୃତ୍ୟୁରେ ସ୍ବାମୀ ଲିପନ ସାହୁ ଦୋଷୀ ସାବ୍ୟସ୍ତ । ଲିପନଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି ତୃତୀୟ ଅତିରିକ୍ତ ଜିଲ୍ଲା ଦୌରାଜଜ୍ । ନିକିତାଙ୍କ ଶାଶୂ କୁନ୍ତଳା ସାହୁ ଓ ଶ୍ବଶୁର ଲିଙ୍ଗରାଜ ସାହୁଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି କୋର୍ଟ ।

ବିବାହ ପରେ ନିକିତାଙ୍କୁ ଶାଶୁଘର ପକ୍ଷରୁ ଉଭୟ ଶାରୀରିକ ଏବଂ ମାନସିକ ନିର୍ଯାତନା ଦିଆଯାଉଥିବା ନେଇ ଅଭିଯୋଗ ହୋଇଥିଲା । ଅଭିନୟରୁ କରୁଥିବା ଆୟ ସହ ଅଧିକ ଯୌତୁକ ଆଣିବା ପାଇଁ ନିକିତାଙ୍କ ଉପରେ ଚାପ ପଡ଼ୁଥିଲା । ଏପରିକି ଗର୍ଭବତୀ ଥିବା ବେଳେ ଶାଶୂଘର ଲୋକେ ତାଙ୍କର କୌଣସି ଯତ୍ନ ମଧ୍ୟ ନେଉନଥିଲେ ବୋଲି ଅଭିଯୋଗ ହୋଇଥିଲା ।

୨୦୧୮ରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ ନିକିତା । ହସ୍ପିଟାଲରେ ଶିଶୁପୁତ୍ରକୁ କେହି ଦେଖିବାକୁ ଆସିନଥିଲେ। ପରେ ନିକିତାଙ୍କୁ ନିର୍ଯାତନା ଦେଇଥିଲେ ଶାଶୂଘର ଲୋକ । ୨୦୧୯ ଜାନୁଆରୀ ୪ ତାରିଖରେ ନିକିତାଙ୍କର ମୃତ୍ୟୁ ହୋଇଥିଲା ।

୪ ତାରିଖ ସନ୍ଧ୍ୟାରେ ନିକିତାଙ୍କୁ ଲିପନ ଛାତ ଉପରକୁ ଡାକି ନେଇଥିଲେ । ରାତି ପ୍ରାୟ ୧୦ଟା ୧୫ଟାରେ ଛାତ ଉପରୁ ପଡିଯାଇଥିଲେ ନିକିତା । ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିଲା । ଏନେଇ ନିକିତାଙ୍କ ବାପା ଲିପନ ଏବଂ ତାଙ୍କ ବାପା ମାଆଙ୍କ ନାଁରେ ଚାଉଳିଆଗଞ୍ଜ ଥାନାରେ ଏତଲା ଦେଇଥିଲେ ।

 

Tags: Lipannikita
ShareTweetShareSend
Sanchar Live

Sanchar Live

Next Post
ରିଙ୍କୁ ସିଂହଙ୍କ ବାପା ଖାନଚନ୍ଦ୍ର ସିଂହଙ୍କ ପରଲୋକ

ରିଙ୍କୁ ସିଂହଙ୍କ ବାପା ଖାନଚନ୍ଦ୍ର ସିଂହଙ୍କ ପରଲୋକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରିଙ୍କୁ ସିଂହଙ୍କ ବାପା ଖାନଚନ୍ଦ୍ର ସିଂହଙ୍କ ପରଲୋକ
  • ଓଡ଼ିଆ ଅଭିନେତ୍ରୀ ନିକିତାଙ୍କ ମୃତ୍ୟୁରେ ସ୍ବାମୀ ଲିପନ ସାହୁ ଦୋଷୀ ସାବ୍ୟସ୍ତ
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ‘ନିର୍ମଳ’ ସୁନ୍ଦରଗଡ ଏବଂ ଝାରସୁଗୁଡ଼ାରେ ଗ୍ରାମୀଣ ୱାଶ ଭିତ୍ତିଭୂମିକୁ ପ୍ରୋତ୍ସାହନ ଦେଉଛି
  • ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି
  • ଲୋକାୟୁକ୍ତଙ୍କ ଅଫିସରେ କେମିତି ଲାଗିଲା ନିଆଁ ?

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.