Saturday, June 7, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ନୟାଗଡ ଜଗନ୍ନାଥ ମନ୍ଦିରରୁ ଚୋରି

Sanchar Live by Sanchar Live
February 20, 2025
in ଅପରାଧ
0
ନୟାଗଡ ଜଗନ୍ନାଥ ମନ୍ଦିରରୁ ଚୋରି
0
SHARES
11
VIEWS
FacebookTwitter

ନୟାଗଡ: ମନ୍ଦିରରେ କଳାକନା ବୁଲାଇଲେ ଲୁଟେରା । ନୟାଗଡ ସ୍ଥିତ ଜଗନ୍ନାଥ ମନ୍ଦିରରୁ ହୁଣ୍ଡି ଭାଙ୍ଗି ୫୦ ହଜାର ଟଙ୍କା ସହ ୧୫ଶହ ଗ୍ରାମର ନାକଚଣା ଓ ଚିତା ନେଇଗଲେ ଦୁର୍ବୃତ୍ତ ।

ସୂଚନା ଅନୁସାରେ ଆଜି ସକାଳୁ ବଡପଣ୍ଡା ମନ୍ଦିର ଖୋଲିବା ପରେ ତିନି ଠାକୁରଙ୍କ ଅଳଙ୍କାର ଚୋରି ହୋଇଥିବା ଦେଖିବାକୁ ପାଇଥିଲେ । ଏନେଇ ବଡପଣ୍ଡା ତୁରନ୍ତ ନିକଟସ୍ଥ ଥାନାରେ ଅଭିଯୋଗ କରିଥିଲେ । ତେବେ ଖବର ପାଇ ଉପଜିଲ୍ଲାପାଳ ଓ ଅତିରିକ୍ତ ଏସପି ପହଂଚି ତଦନ୍ତ ଆରମ୍ଭ କରିଥିବା ଦେଖିବାକୁ ମିଳିଛି ।

ତେବେ ଦୁର୍ବୃତ୍ତମାନେ ମନ୍ଦିରରୁ ହୁଣ୍ଡି ଭାଙ୍ଗି ୫୦ ହଜାର ଟଙ୍କା ,୧୫ଶହ ଗ୍ରାମର ନାକଚଣା,ଚିତା, ବଳଭଦ୍ରକଙ୍କ ରୁପା ନାଗମୂର୍ତ୍ତି, ଜଗନ୍ନାଥଙ୍କ ରୁପା କିରଟି, ନାକଚଣା ଓ ସୁଭଦ୍ରାଙ୍କ କିରଟି ଆଦି ଲୁଟି ନେଇଥିବା ଜଣାପଡିଛି । ଏହାସହ ମନ୍ଦିରର ରାତ୍ରି ଜଗୁଆଳି ଥାଇ ବି କିପରି ଚୋରି ହେଲା ସେନେଇ ସାଧାରଣରେ ପ୍ରଶ୍ନ ଉଠିଛି।

Tags: crimelootnayagarh
ShareTweetShareSend
Sanchar Live

Sanchar Live

Next Post
5Tର ପୋଲ ଖୋଲିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

5Tର ପୋଲ ଖୋଲିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୨୦ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ଆଜି ଚମ୍ପକ ଦ୍ୱାଦଶୀ ଅବସରରେ ମହାପ୍ରଭୁଙ୍କର ପାଳିତ ହେବ ଗୁଆଲି ଯାତ୍ରା
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ଉତ୍ସବ ସମ୍ପନ୍ନ
  • ରଥଯାତ୍ରା: ପରିଚାଳନ ପାଇଁ ମନ୍ତ୍ରୀସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର
  • ସରିଲା ରାଜ୍ୟ କ୍ୟାବିନେଟନ୍‌ର ଗୁରତ୍ବପୂର୍ଣ୍ଣ ବୈଠକ, ୪ ପ୍ରସ୍ତାବରେ ବାଜିଲା ମୋହର

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.