Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ପ୍ରେମିକାର ଅନ୍ତରଙ୍ଗ ମୁହୂର୍ତ୍ତ ଭିଡିଓ ଭାଇରାଲ କରି ପୁରୁଣା ପ୍ରେମିକ ଗିରଫ

Sanchar Live by Sanchar Live
December 14, 2024
in ଅପରାଧ
0
ପ୍ରେମିକାର ଅନ୍ତରଙ୍ଗ ମୁହୂର୍ତ୍ତ ଭିଡିଓ ଭାଇରାଲ କରି ପୁରୁଣା ପ୍ରେମିକ ଗିରଫ
0
SHARES
52
VIEWS
FacebookTwitter

ସଂଚାର ବ୍ୟୁରୋ: ପ୍ରେମିକାର ଅନ୍ତରଙ୍ଗ ମୁହୂର୍ତ୍ତ ଭିଡିଓ ଭାଇରାଲ କରି ପୁରୁଣା ପ୍ରେମିକ ଗିରଫ। କଟକ ଜିଲ୍ଲା ବାଙ୍କୀ ଅଞ୍ଚଳରେ ଘଟିଛି ଏଭଳି ଘଟଣା । ସୂଚନା ଅନୁସାରେ, ବାଙ୍କୀ ଅଞ୍ଚଳର ଜଣେ ଯୁବତୀ ଜଣେ ଯୁବକଙ୍କୁ ପ୍ରେମ କରୁଥିଲେ ଓ ପରେ ଯୁବତୀ ଜଣକ ସେହି ଯୁବକଙ୍କୁ ଛାଡି ଅନ୍ୟ ଜଣେ ଯୁବକଙ୍କୁ ପ୍ରେମ କରିଥିଲେ। ତେବେ ଯୁବତୀ ଜଣକ ପ୍ରଥମ ପ୍ରେମିକକୁ ଛାଡି ଅନ୍ୟ ଏକ ଯୁବକଙ୍କୁ ପ୍ରେମ କରିବା ପରେ ପ୍ରଥମ ପ୍ରେମିକ ଉତ୍ୟକ୍ତ ହୋଇ ପ୍ରେମିକା ସହିତ ବିତାଇଥିବା କିଛି ଅନ୍ତରଙ୍ଗ ମୁହୂର୍ତ୍ତ ଭିଡିଓ ଭାଇରଲ କରିଥିଲା। ଏନେଇ ପ୍ରେମିକା ଜଣକ ବାଙ୍କୀ ଥାନାରେ ଅଭିଯୋଗ କରିଥିଲେ । ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରିବା ସହିତ ଯୁବତୀଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରିବା ଘଟଣାରେ ଅଭିଯୁକ୍ତ ପ୍ରଥମ ପ୍ରେମିକକୁ ଗିରଫ କରିଛି।

Tags: bankiviral video
ShareTweetShareSend
Sanchar Live

Sanchar Live

Next Post
ଦୁଇ ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ ଦୁଇ ଗୁରୁତର

ଦୁଇ ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ ଦୁଇ ଗୁରୁତର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.