Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ

Sanchar Live by Sanchar Live
August 29, 2024
in ଓଡିଶା
0
ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: ଲଘୁଚାପ ପରେ ଲଘୁଚାପ । ଆଜି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଆଜି ଆଉ ଏକ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି ।

କ୍ରମଶଃ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ପରବର୍ତ୍ତୀ ଦୁଇ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ନିକଟରେ ପହଞ୍ଚିବ ।

ଲଘୁଚାପ ପ୍ରଭାବରେ ରାଜ୍ୟରେ ବଢିବ ବର୍ଷାର ପରିମାଣ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାକୁ ଦିଆଯାଇଛି ଅରେଞ୍ଜ ୱାର୍ଣ୍ଣିଂ । ଏସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ହୋଇପାରେ । ସେହିପିର ପ୍ରବଳ ବର୍ଷା ସମ୍ଭାବନା ଥିବା ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ଜିଲ୍ଲାପାଳମାନଙ୍କୁ ଏ ନେଇ ପ୍ରସ୍ତୁତ ରହିବାକୁ ଏସ୍‌ଆରସିଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି । ତେଣୁ ୩୦ ଓ ୩୧ରେ ସମୁଦ୍ରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

Tags: low pressurerainweather report
ShareTweetShareSend
Sanchar Live

Sanchar Live

Next Post
ଝିଆରୀକୁ ପ୍ରେମ କରୁଥିଲା, ଦାଦାକୁ ହତ୍ୟା କଲା

ଝିଆରୀକୁ ପ୍ରେମ କରୁଥିଲା, ଦାଦାକୁ ହତ୍ୟା କଲା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.