Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହେଲା ଲଘୁଚାପ

Sanchar Live by Sanchar Live
September 7, 2024
in ଓଡିଶା
0
ଆସନ୍ତା ୫ ଦିନ ପ୍ରବଳ ବର୍ଷା
0
SHARES
3
VIEWS
FacebookTwitter

ସଂଚାର ବ୍ୟୁରୋ: ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହେଲା ଲଘୁଚାପ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ରେ କେନ୍ଦ୍ରୀଭୂତ ଓ୍ବେଲମାର୍କ ଲୋପ୍ରେସର। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନେବ ଅବପାତର ରୂପ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଗାଙ୍ଗେଟିକ୍ ପଶ୍ଚିମବଙ୍ଗ ଉପକୂଳ ରେ ସୃଷ୍ଟି ହେବ ଅବପାତ। ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ଅବପାତ। ଗାଙ୍ଗେଟିକ୍ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା, ଝାଡଖଣ୍ଡ  ଦେଇ ଛତିଶଗଡ଼ ମୁହାଁ ହେବ। ପ୍ରଭାବରେ ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ନିର୍ଧୁମ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଆରେଞ୍ଜ ଆଲର୍ଟ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା,ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏହା ସହ ୯ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣିଂ ଜାରି କରାଯାଇଛି। ୯ ତାରିଖରେ ବଢିବ ବର୍ଷାର ପରିମାଣ ଏବଂ ବିସ୍ତୃତି। ଏଥିପାଇଁ ୯ ଜିଲ୍ଲାକୁ ପ୍ରବଳ ରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱର୍ଣିଂ ଜାରି ହୋଇଛି। କଳାହାଣ୍ଡି, କନ୍ଧମାଳ,ବୌଦ୍ଧ,ଗଜପତି,ଗଞ୍ଜାମ, ନୟାଗଡ଼,ଖୋର୍ଦ୍ଧା ପୁରୀ ,କଟକ କୁ ସତର୍କତା ଜାରି କରାଯାଇଛି। ସେହିଭଳି ୧୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୧୦ ତାରିଖ ପାଇଁ ୯ ଜିଲ୍ଲାକୁ ଆରେଞ୍ଜ ଆଲର୍ଟ ଜାରି କରାଯାଇଛି। କଳାହାଣ୍ଡି , କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର , ସୋନପୁର,ବରଗଡ଼, ସମ୍ବଲପୁର , ଅନୁଗୁଳ , ଢେଙ୍କାନାଳ। ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ବହିବ ପବନ। ଫଳରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ଆସନ୍ତା କାଲି ଠାରୁ ୧୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀ ଙ୍କୁ ସମୁଦ୍ର ନଯିବା ପାଇଁ ପରାମର୍ଶ ଦିଆଯାଇଛି। ଆଜି ସୁଦ୍ଧା ସମସ୍ତ ମତ୍ସ୍ୟଜୀବୀ ମାନେ ଫେରି ଆସିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ୧୨ ତାରିଖ ପରଠୁ କମିବ ବର୍ଷାର ପରିମାଣ। ସେପଟେ ଦକ୍ଷିଣ ଚୀନ ସାଗରରେ ଅଶାନ୍ତ ହେଉଛି ସୁପର ଟାଇଫୁନ୍ ୟାଗି। ଲଘୁଚାପ ଏବଂ ସୁପର ଟାଇଫୁନ୍ ମଧ୍ୟରେ ଦୂରତା  ରହିଛି ୨ ହଜାର କିମି । ନିକଟରେ ନଥିଲେ ବି ଉଭୟଙ୍କ ମଧ୍ୟରେ ପ୍ରତିକ୍ରିୟା ଦେଖାଦେଇଛି। ଫଳରେ ସମୁଦ୍ରରେ ଧିରେ ଧିରେ ଅଧିକ ବଳ ଗୋଟାଉଛି ଲଘୁଚାପ।

Tags: low pressurerainweather report
ShareTweetShareSend
Sanchar Live

Sanchar Live

Next Post

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.