Sunday, September 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

୬ ତାରିଖରେ ଆଉ ଏକ ଲଘୁଚାପ

Sanchar Live by Sanchar Live
August 4, 2024
in ଓଡିଶା
0
୬ ତାରିଖରେ ଆଉ ଏକ ଲଘୁଚାପ
0
SHARES
15
VIEWS
FacebookTwitter

ସଂଚାର ବ୍ୟୁରୋ: ଗଭୀର ଅବପାତରେ ପରିଣତ ହୋଇଛି ବଙ୍ଗୋପସାଗରରେ ସୃଷ୍ଟ ଅବପାତ । ବର୍ତ୍ତମାନ ଘଣ୍ଟାପ୍ରତି ୭ କିଲୋମିଟର ବେଗରେ ଉତ୍ତର ଉତ୍ତରପଶ୍ଚିମ ଦିଗରେ ଗତି କରୁଛି ଗଭୀର ଅବପାତ । ଉତ୍ତର ଝାଡ଼ଖଣ୍ଡ ଓ ତାର ପାଖାପାଖି  ଅଞ୍ଚଳରେ ସକ୍ରିୟ ରହିଛି । ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତରର ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ଭାରି ବର୍ଷା  ସମ୍ଭାବନା ରହିଛି। କିନ୍ତୁ ଗଭୀର ଅବପାତଟି ଓଡ଼ିଶା ଠାରୁ  ଯଥେଷ୍ଟ ଦୂରରେ ସକ୍ରିୟ ରହିଥିବାରୁ ଆଜିଠାରୁ ରାଜ୍ୟରେ କମିଛି ବର୍ଷାର ପରିମାଣ । ଦୁଇ ଦିନ ବିରତି ପରେ ପୁଣି ୬ ପରଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆଗାମୀ ୨୪ ଘଣ୍ଟାରେ ବରଗଡ଼, ସୁନ୍ଦରଗଡ, ଝାରସୁଗୁଡା ଓ ସମ୍ବଲପୁର,  ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ  ଜାରି କରିଛି ପାଣିପାଗ କେନ୍ଦ୍ର । ବିଶେଷକରି ଉତ୍ତର ପଶ୍ଚିମ ଓଡ଼ିଶା ରେ ବର୍ଷା ରହିବ। ଆସନ୍ତାକାଲି ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି କିଛି ଅଂଚଳରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ରହିବା ସହ ୬ ତାରିଖ ଯାଏ ନାହିଁ କୌଣସି ସତର୍କ ସୂଚନା। ପରେ ୬ ରୁ ପୁଣି ବଢିବ ବର୍ଷା। ଆଗାମୀ ୭ ତାରିଖ ବେଳକୁ ଆଉ ଏକ ଘୁର୍ଣ୍ଣିବଳୟ ର  ସମ୍ଭାବନା  ଥିବା  ବେଳେ ଏହାର ପ୍ରଭାବରେ ବର୍ଷାର ବିସ୍ତୃତି ବଢ଼ିବ ବୋଲି  ପୂର୍ବାନୁମାନ  କରିଛି ପାଣିପାଗ  କେନ୍ଦ୍ର ।

ପରେ ଏହା  ଲଘୁଚାପର  ରୂପ ନେଇପାରେ ବୋଲି ମଧ୍ୟ ଆକଳନ କରାଯାଇଛି । ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୫୩୩.୦  ମିମି  ବର୍ଷା ରେକର୍ଡ ହୋଇଛି। ଏବେବି ୯  ପ୍ରତିଶତ ନିଅଁଟିଆ ବର୍ଷା ରହିଛି। ଗୋଟିଏ ଜିଲ୍ଲା ମାଲକାନଗିରି ରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୫  ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ବାକି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି।

 

Tags: low pressureweather update
ShareTweetShareSend
Sanchar Live

Sanchar Live

Next Post
ଦିଲ୍ଲୀରେ ପୁଣି ତାଣ୍ଡବ ରଚୁଛି ବର୍ଷା, ଆଇଏମଡି ଡିଜିଙ୍କ ସତର୍କ ସୂଚନା

ଦିଲ୍ଲୀରେ ପୁଣି ତାଣ୍ଡବ ରଚୁଛି ବର୍ଷା, ଆଇଏମଡି ଡିଜିଙ୍କ ସତର୍କ ସୂଚନା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ
  • BRICS ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ସି ଜିନପିଙ୍ଗ
  • ଆଜିଠୁ ୪ ଦିନ ବ୍ୟାଙ୍କ ଛୁଟି
  • ଓଡ଼ିଆ ସାମ୍ବାଦିକତାରୁ କମୁଛି Gen-Z ଙ୍କ ଆଗ୍ରହ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.