Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବଢିଲା କମର୍ସିଆଲ ଗ୍ୟାସ୍ ଦର

Sanchar Live by Sanchar Live
March 1, 2025
in ଓଡିଶା
0
ବଢିଲା କମର୍ସିଆଲ ଗ୍ୟାସ୍ ଦର
0
SHARES
22
VIEWS
FacebookTwitter

ପୁଣି ବଢିଲା କମର୍ସିଆଲ ସିଲିଣ୍ଡର ଦର ।  ୧୯ କେଜି ସିଲିଣ୍ଡର ପିଛା ୬ ଟଙ୍କା ବୃଦ୍ଧି ପାଇଛି । ତୈଳ ବିପଣନ କମ୍ପାନୀଗୁଡ଼ିକ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ଦର ବୃଦ୍ଧି କରିଛନ୍ତି ।  ଏହି ସିଲିଣ୍ଡର ଏବେ ଦିଲ୍ଲୀରେ ୧୮୦୩ ଟଙ୍କାରେ ମିଳିବ ।  ଦିଲ୍ଲୀରୁ କୋଲକାତା ପର୍ଯ୍ୟନ୍ତ ସିଲିଣ୍ଡର ୬ ଟଙ୍କା ମହଙ୍ଗା ହୋଇଛି । ତଥାପି ଘରୋଇ ଗ୍ୟାସ ସିଲିଣ୍ଡରର ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ ।

ଇଣ୍ଡିଆନ୍ ଅଏଲ୍ (IOC), ହିନ୍ଦୁସ୍ତାନ ପେଟ୍ରୋଲିୟମ୍ (HPCL) ଏବଂ ଭାରତ ପେଟ୍ରୋଲିୟମ୍ (BPCL) LPG ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ସମୀକ୍ଷା କରନ୍ତି ।  ଦେଶର ସର୍ବବୃହତ ପେଟ୍ରୋଲିୟମ୍ କମ୍ପାନୀ ଇଣ୍ଡିଆନ୍ ଅଏଲ୍ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଆଜିଠାରୁ ବାଣିଜ୍ୟିକ ଗ୍ୟାସ୍ ସିଲିଣ୍ଡର ଅର୍ଥାତ୍ ୧୯ କିଲୋଗ୍ରାମ୍ ଗ୍ୟାସ୍ ସିଲିଣ୍ଡରର ମୂଲ୍ୟରେ ସାମାନ୍ୟ ବୃଦ୍ଧି ଘଟିଛି ।

୧୯ କେଜି କମର୍ସିଆଲ ଏଲପିଜି ସିଲିଣ୍ଡର ୧୭୯୭ରୁ ବଢି ୧୮୦୩ ଟଙ୍କା ହୋଇଛି  । ୬ ଟଙ୍କା ବୃଦ୍ଧି ହୋଇଛି ଦର ।  ମାସ ଆରମ୍ଭରୁ ତୈଳ କମ୍ପାନୀ ଦ୍ବାରା ସିଲିଣ୍ଡର ଦରରେ ପରିବର୍ତ୍ତନ ହୋଇଥାଏ । ଏହା ପୂର୍ବରୁ ଗତ ଫେବୃଆରୀ ମାସରେ ବଜେଟ୍ ଦିନ ୭ ଟଙ୍କା କମିଥିଲା । ଘରୋଇ ସିଲିଣ୍ଡର ଦର ଅପରିବର୍ତ୍ତିତ ରହିଛି ।

ଇଣ୍ଡିଆନ ଅଏଲ କର୍ପୋରେସନ ଅନୁଯାୟୀ, ଆଜି ଅର୍ଥାତ୍ ୧ ମାର୍ଚ୍ଚ, ୨୦୨୫ ଠାରୁ ୧୯ କିଲୋଗ୍ରାମ ଏଲପିଜି ସିଲିଣ୍ଡର ୧୮୦୩ ଟଙ୍କା ହୋଇଯାଇଛି ।  ଚଳିତ ବର୍ଷ ଫେବୃଆରୀ ମାସରେ ଏହାର ମୂଲ୍ୟ ୧୭୯୭ ଟଙ୍କା ଥିଲା ଏବଂ ଜାନୁଆରୀରେ ଏହି ସିଲିଣ୍ଡର ୧୮୦୪ ଟଙ୍କା ଥିଲା ।

ଆଜିଠାରୁ କୋଲକାତାରେ ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୧,୯୧୩ ଟଙ୍କା ହୋଇଯାଇଛି ।  ପୂର୍ବରୁ ଏହାର ମୂଲ୍ୟ ୧,୯୦୭ ଟଙ୍କା ଥିଲା ।  ମୁମ୍ବାଇରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ଏବେ ୧୭୫୫.୫୦ ଟଙ୍କାକୁ ବୃଦ୍ଧି ପାଇଛି ଯାହା ଫେବୃଆରୀରେ ୧୭୪୯.୫୦ ଟଙ୍କା ଥିଲା ।  ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ କୋଲକାତାରେ ୮୨୯ ଟଙ୍କା ଏବଂ ମୁମ୍ବାଇରେ୮୦୨.୫୦ ଟଙ୍କା ।  ଦିଲ୍ଲୀରେ ଏହି ସିଲିଣ୍ଡରର ମୂଲ୍ୟ ୮୦୩ ଟଙ୍କା  ଚେନ୍ନାଇରେ ଏହାର ମୂଲ୍ୟ ୮୧୮.୫୦ ଟଙ୍କା ରହିଛି ।

Tags: delhilpg
ShareTweetShareSend
Sanchar Live

Sanchar Live

Next Post
ପୁଣି ହାରିଲା ଇଂଲଣ୍ଡ, ଦକ୍ଷିଣ ଆଫ୍ରିକାର ସହଜ ବିଜୟ

ପୁଣି ହାରିଲା ଇଂଲଣ୍ଡ, ଦକ୍ଷିଣ ଆଫ୍ରିକାର ସହଜ ବିଜୟ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାତିରେ ଶୋଇବା ପୂର୍ବରୁ ଗାଧୋଇବା ଦ୍ୱାରା କ’ଣ ହୁଏ ?
  • ରାତିରେ ବଢି ଯାଉଛି କି ବ୍ଲଡ୍‌ ସୁଗର୍‌? ଏହି ୬ ଟି ସଙ୍କେତରୁ କରନ୍ତୁ ଚିହ୍ନଟ…
  • ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜରାଟୀ ଫିଲ୍ମ ନିର୍ମାତା ମହେଶ ଜିରାୱାଲଙ୍କ ମୃତ୍ୟୁ
  • ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରି ଦୀପଦାନ
  • ୧୩ ଦିନିଆ ବିଚାର ବିଭାଗୀୟ ହେପାଜତକୁ ଗଲେ ରାଜା ରଘୁବଂଶୀ ହତ୍ୟା ମାମଲାର ଦୁଇ ଅଭିଯୁକ୍ତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.