Saturday, November 7, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

ମା’ ମଝିଘରିଆଣୀ ମନ୍ଦିରର ଦାନ ହୁଣ୍ଡିରୁ ମିଳିଲା କୋଟିଏରୁ ଅଧିକ ଟଙ୍କା

Sanchar Live by Sanchar Live
January 19, 2026
in ଓଡିଶା
0
Oplus_131072

Oplus_131072

0
SHARES
37
VIEWS
Facebook
Twitter

ସଂଚାର ବ୍ୟୁରୋ: ରାୟଗଡ଼ା ଅଧିଷ୍ଠାତ୍ରୀ ମା ମଝିଘରିଆଣୀ ମନ୍ଦିରର ଦାନ ହୁଣ୍ଡିରୁ କୋଟିଏରୁ ଊର୍ଦ୍ଧ୍ବ ଟଙ୍କା ମିଳିଛି। ହୁଣ୍ଡିରୁ ନଗଦ ଏକ କୋଟି ୫ ଲକ୍ଷ ୫୨ ହଜାର ୮୪୫ ଟଙ୍କା , ୨ କେଜି ୧୫୦ ଗ୍ରାମ ରୂପା ଓ ୩୦ ଗ୍ରାମ ସୁନା ବାହାରିବା ସହ ୨୩ଟି ବିଦେଶୀ ଓ ଅଚଳ ନୋଟ୍ ବାହାରିଛି।

ମା’ଙ୍କ ପୂଜାର୍ଚ୍ଚନା ପରେ ୬ ମାସ ବ୍ୟବଧାନରେ ରାଜସ୍ବ ବିଭାଗ ଅଧିକାରୀଙ୍କ ଉପସ୍ଥିତରେ ଦାନ ହୁଣ୍ଡି ଖୋଲାଯାଇଥିଲା। କଡା ସୁରକ୍ଷା ମଧ୍ୟରେ ମା’ଙ୍କ ହୁଣ୍ଡି ଟଙ୍କା ଗଣତି ହୋଇଥିଲା। ବିଭିନ୍ନ ସାମାଜିକ ସଂଗଠନର ମହିଳା ମାନେ ଗଣତି କାର୍ଯ୍ଯରେ ନିୟୋଜିତ ହୋଇଥିଲେ।

Related posts

ଓଡ଼ିଶାରେ ପ୍ରଥମ! ଝାରସୁଗୁଡ଼ାରେ ଆରମ୍ଭ ହେଲା ‘ଅଭୟା’, ମହିଳାଙ୍କ ପାଇଁ ସରକାରୀ ଅଫିସରେ ମିଳିବ ସାନିଟାରୀ ପ୍ୟାଡ୍

ଓଡ଼ିଶାରେ ପ୍ରଥମ! ଝାରସୁଗୁଡ଼ାରେ ଆରମ୍ଭ ହେଲା ‘ଅଭୟା’, ମହିଳାଙ୍କ ପାଇଁ ସରକାରୀ ଅଫିସରେ ମିଳିବ ସାନିଟାରୀ ପ୍ୟାଡ୍

November 6, 2026
ରାଜ୍ୟ ରାଜପଥ କଡ଼ରୁ କାର୍ ସୋ’ରୁମ୍ ମାଲିକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଜ୍ୟ ରାଜପଥ କଡ଼ରୁ କାର୍ ସୋ’ରୁମ୍ ମାଲିକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

November 6, 2026

ହୁଣ୍ଡିରୁ ନଗଦ ଏକ କୋଟି ୫ ଲକ୍ଷ ୫୨ ହଜାର ୮୪୫ ଟଙ୍କା ,୨କେଜି ୧୫୦ ଗ୍ରାମ ରୂପା ଓ ୩୦ ଗ୍ରାମ ସୁନା ବାହାରିବା ସହ ୨୩ଟି ବିଦେଶୀ ଓ ଅଚଳ ନୋଟ୍ ବାହାରିଛି। ସଂଗ୍ରହ ସମସ୍ତ ଅର୍ଥ ଓ ସୁନା ରୂପା ମନ୍ଦିର ପରିସରରୁ ମଝିଘରିଆଣୀ ଟ୍ରଷ୍ଟର ସ୍ବତନ୍ତ୍ର ବସରେ ରାୟଗଡା ୟୁନିୟନ୍ ବ୍ୟାଙ୍କ କୁ ସ୍ଥାନାନ୍ତର କରାଯାଇଛି।

ଏହି ଗଣତି ପାଇଁ ସ୍ବେଚ୍ଛାସେବୀ ଅନୁଷ୍ଠାନର ପ୍ରାୟ ୨୫୦ ଜଣ ମହିଳା ସାମିଲ ହୋଇଥିଲେ। ଦାନ ହୁଣ୍ଡିରୁ ବାହାରି ଥିବା ଅର୍ଥ ମନ୍ଦିରର ଉନ୍ନତି, ପରିଚାଳନା ସହ ବିଭିନ୍ନ ସାମାଜିକ କାର୍ଯ୍ୟରେ ଖର୍ଚ୍ଚ ହେବ ବୋଲି ମନ୍ଦିର ପରିଚାଳନା ଟ୍ରଷ୍ଟର ସଭାପତି ସୂଚନା ଦେଇଛନ୍ତି।

Tags: majhigharianirayagada

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଓଡ଼ିଶାରେ ପ୍ରଥମ! ଝାରସୁଗୁଡ଼ାରେ ଆରମ୍ଭ ହେଲା ‘ଅଭୟା’, ମହିଳାଙ୍କ ପାଇଁ ସରକାରୀ ଅଫିସରେ ମିଳିବ ସାନିଟାରୀ ପ୍ୟାଡ୍
  • ଦ୍ୱିତୀୟ ଦିନିକିଆ ପୂର୍ବରୁ ବଡ଼ ପଡିଲେ ଏହି ଖେଳାଳି
  • ଏମିତି ଜ୍ୱାଇଁ କାହାକୁ ନମିଳୁ…

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.