Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଖୋଲିଲା ମା ମଙ୍ଗଳାଙ୍କ ଦାନ ହୁଣ୍ଡି, ଜାଣନ୍ତୁ କେତେ ଟଙ୍କା ରହିଛି ଦାନ ଟଙ୍କା

Sanchar Live by Sanchar Live
November 9, 2024
in ଓଡିଶା
0
ଖୋଲିଲା ମା ମଙ୍ଗଳାଙ୍କ ଦାନ ହୁଣ୍ଡି, ଜାଣନ୍ତୁ କେତେ ଟଙ୍କା ରହିଛି ଦାନ ଟଙ୍କା
0
SHARES
16
VIEWS
FacebookTwitter

ସଂଚାର ବ୍ୟୁରୋ: ପୁରୀ ଜିଲ୍ଲା କାକଟପୁର ଅଧିଷ୍ଠାତ୍ରୀ ଦେବୀ ମା ମଙ୍ଗଳାଙ୍କ ଦାନ ହୁଣ୍ଡି ଖୋଲିଛି। ମନ୍ଦିରରେ ଥିବା ୨ଟି ଦାନ ହୁଣ୍ଡି ମଧ୍ୟରୁ ଗୋଟିଏ ହୁଣ୍ଡି ଖୋଲାଯାଇଛି। ଦାନ ହୁଣ୍ଡିରୁ ପ୍ରାୟ ୨୧ଲକ୍ଷରୁ ଅଧିକ ଟଙ୍କା ମିଳିଥିବା ସୂଚନା ମିଳିଛି। ସିସିଟିଭି ଓ ପୋଲିସ ପ୍ରଶାସନର କଡା ସୁରକ୍ଷା ବଳୟ ମଧ୍ୟରେ ଦାନ ହୁଣ୍ଡି ଟଙ୍କା ଗଣତି ହୋଇଥିଲା। କାକଟପୁର ତହସିଲଦାର , ଅସ୍ତରଙ୍ଗ ତହସିଲଦାର , ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀ , କାକଟପୁର ଥାନା ଅଧିକାରୀ , ସେବକ ସମିତି,ମା ମଙ୍ଗଳା ଟ୍ରଷ୍ଟ  କର୍ମଚାରୀ, ବ୍ୟାଙ୍କ କର୍ମଚାରୀଙ୍କ ଉପସ୍ଥିତରେ ଗଣତି କରାଯାଇଥିଲା। ଗତ ୬ମାସ ତଳେ ପ୍ରାୟ ୨୭ଲକ୍ଷ ଟଙ୍କା ଗଣତିରେ ମିଳିଥିଲା।

Tags: kakatpurmaa mamgala
ShareTweetShareSend
Sanchar Live

Sanchar Live

Next Post
ଆଜି ନୂଆଦିଲ୍ଲୀରେ ନିବେଶକ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ରାଜ୍ୟରେ ଚଳିତ ଶିକ୍ଷା ବର୍ଷରୁ ପ୍ରଚଳନ ହେବ ଜାତୀୟ ଶିକ୍ଷା ନୀତି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.