Saturday, October 10, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମା’ ସମଲେଶ୍ୱରୀଙ୍କ ଧବଳମୁଖୀ ବେଶ, ଦର୍ଶନ ପାଇଁ ଲାଗିଛି ଭିଡ଼

Sanchar Live by Sanchar Live
October 10, 2026
in ଓଡିଶା
0
ମା’ ସମଲେଶ୍ୱରୀଙ୍କ ଧବଳମୁଖୀ ବେଶ, ଦର୍ଶନ ପାଇଁ ଲାଗିଛି ଭିଡ଼
0
SHARES
7
VIEWS
FacebookTwitter

ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ଧବଳମୁଖୀ ବେଶ । ବର୍ଷତମାମ ସିନ୍ଦୂର ବର୍ଣ୍ଣରେ ଦର୍ଶନ ଦେଉଥିବାବେଳେ ମହାଳୟା ଦିନ ଶ୍ୱେତବର୍ଣ୍ଣରେ ଦର୍ଶନ ଦିଅନ୍ତି । ଏହାକୁ ଗଙ୍ଗା ଦର୍ଶନ ବେଶ ତଥା ମା’ ସରସ୍ୱତୀଙ୍କ ବେଶ ବୋଲି କୁହାଯାଇଥାଏ । ବର୍ଷରେ ଥରେ ମାଆ ଧବଳମୁଖୀ ବେଶରେ ଦର୍ଶନ ଦେଉଥିବାରୁ ମନ୍ଦିର ଏବଂ ମନ୍ଦିର ବାହାରେ ହଜାର ହଜାର ଭକ୍ତଙ୍କ ସମାଗମ ହୋଇଛି । ଏହି ରୂପରେ ଅଢେଇ ଦିନ ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ମା’ ସମଲେଶ୍ୱରୀ ।

ଆଜି ପୂଜକ ମାନେ ମଧ୍ୟ ଧଳା ରଙ୍ଗର ବସ୍ତ୍ର ପରିଧାନ କରି ମା’ ଙ୍କର ଆଳତି ସହ ପୂଜା କରୁଛନ୍ତି । ସେହିପରି ଆଜି ସମଲେଶ୍ୱରୀ ମନ୍ଦିରରେ ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡାକଡି କରାଯାଇଛି । ଜଣେ ଅତିରିକ୍ତ ଏସପି, ୨ ଜଣ ଡ଼ିଏସପିଙ୍କ ନେତୃତ୍ୱରେ ଦୁଇ ଜଣ ଇନ୍ସପେକ୍ଟର , ୪ଜଣ ଏସଆଇ ସହ ୫ ସେକ୍ସନ ଫୋର୍ସ ମୁତୟନ ହେଇଛନ୍ତି ।

Tags: dhabalmukhi darshanmaa samaleisambalpur
ShareTweetShareSend
Sanchar Live

Sanchar Live

Next Post
କାଲିଠୁ ଶାରଦୀୟ ନବରାତ୍ରି, ଜାଣନ୍ତୁ କିପରି କରିବେ ଘଟ ସ୍ଥାପନା

କାଲିଠୁ ଶାରଦୀୟ ନବରାତ୍ରି, ଜାଣନ୍ତୁ କିପରି କରିବେ ଘଟ ସ୍ଥାପନା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାଲିଠୁ ଶାରଦୀୟ ନବରାତ୍ରି, ଜାଣନ୍ତୁ କିପରି କରିବେ ଘଟ ସ୍ଥାପନା
  • ମା’ ସମଲେଶ୍ୱରୀଙ୍କ ଧବଳମୁଖୀ ବେଶ, ଦର୍ଶନ ପାଇଁ ଲାଗିଛି ଭିଡ଼
  • ଅଫିସିଆଲ ଭାବେ ୟୁଟ୍ୟୁବରେ ଡେବ୍ୟୁ କଲେ ଭାଇଜାନ
  • ବିକ୍ଷୋଭ ପୂର୍ବରୁ CJP ନେତାଙ୍କୁ ଅଟକ ରଖିଲା ପୋଲିସ
  • ସ୍ୱଚ୍ଛତା କେବଳ ଏକ କାର୍ଯ୍ୟ ନୁହେଁ, ଏହା ହେଉଛି ଆମର ନୈତିକ ସଂସ୍କାର: ଧର୍ମେନ୍ଦ୍ର ପ୍ରଧାନ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • October 2026
  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.