Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଖୋଲିଲା ମାଆ ଉଗ୍ରତାରା ଦେବୀଙ୍କ ହୁଣ୍ଡି

Sanchar Live by Sanchar Live
March 1, 2025
in ଓଡିଶା
0
ଖୋଲିଲା ମାଆ ଉଗ୍ରତାରା ଦେବୀଙ୍କ ହୁଣ୍ଡି
0
SHARES
18
VIEWS
FacebookTwitter

ସଂଚାର ବ୍ୟୁରୋ: ଖୋର୍ଦ୍ଧା ମାଆ ଉଗ୍ରତାରା ଦେବୀଙ୍କ ଆଜି ହୁଣ୍ଡି ଖୋଲାଯାଇଛି । ମାଆଙ୍କ ଠାରୁ ଆଜ୍ଞାମାଳ ଆଣିବା ପରେ ରୀତି ନୀତି ଅନୁସାରେ ପୂଜାପାଠ କରାଯାଇଛି ହୁଣ୍ଡି ଖୋଲାଯାଇଥିଲା । ମନ୍ଦିର ପରିସରରେ ଥିବା ପ୍ରଶାସନିକ କାର୍ଯ୍ୟାଳୟରେ ଗଣତି ସମୟରେ ସିସିଟିଭି ବ୍ୟବସ୍ଥା କରାଯାଇଥିଲା । ଗଣତି ସମୟରେ ଟାଙ୍ଗୀ ତହସିଲଦାର ମିତାଲୀ ପାତ୍ର, ଅତିରିକ୍ତ ତହସିଲଦାର ସନାତନ ମଲ୍ଲିକ ଉପସ୍ଥିତ ଥିଲେ । ନୂଆଗଡ଼ ପଂଚାୟତର SHG ମହିଳା, ମନ୍ଦିର କର୍ମଚାରୀ କୁମର ପାତ୍ର, ସୁବ୍ରତ କୁମାର ସାମନ୍ତରାୟ। ସରପଞ୍ଚ କିଶୋର କୁମାର ରାଉତରାୟ, ସୁନିତା ହାଲଦାର, ଭୂଷଣ୍ଡପୁର ଫାଣ୍ଡି ଅଧିକାରୀ ପ୍ରମୁଖ ଉପସ୍ଥିତିରେ ଗଣତି ପରେ ହୁଣ୍ଡିରୁ ୮ ଲକ୍ଷ ୬୯ ହଜାର ୬୨୬ ଟଙ୍କା ବାହାରିଛି । ଏହାସହ ଗୋଟିଏ ରୁପା ମୁଦ୍ରା ମିଳିଛି । ହୁଣ୍ଡି ଟଙ୍କାକୁ ସିଙ୍ଗିପୁର ସ୍ଥିତ ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରେ ମନ୍ଦିରର ଜମା ଖାତାରେ ଜମା କରାଯିବ ।.

Tags: hundikhordhaugratara
ShareTweetShareSend
Sanchar Live

Sanchar Live

Next Post
ମାର୍ଚ୍ଚ ୬ ରେ ମିଳିବ ସୁଭଦ୍ରା ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା

ମାର୍ଚ୍ଚ ୬ ରେ ମିଳିବ ସୁଭଦ୍ରା ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.