Sunday, October 18, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ନବରାତ୍ରି ଅଷ୍ଟମୀ ତିଥିରେ ମା’ ମହାଗୌରୀଙ୍କୁ କାହିଁକି କରାଯାଏ ପୂଜା

Sanchar Live by Sanchar Live
October 18, 2026
in ଓଡିଶା
0
ନବରାତ୍ରି ଅଷ୍ଟମୀ ତିଥିରେ ମା’ ମହାଗୌରୀଙ୍କୁ କାହିଁକି କରାଯାଏ ପୂଜା
0
SHARES
5
VIEWS
FacebookTwitter

ନବରାତ୍ରି ଅଷ୍ଟମୀ ତିଥିରେ ମା’ ମହାଗୌରୀଙ୍କୁ ପୂଜା କରାଯାଏ । ଭଗବାନ ଶିବଙ୍କ ପ୍ରତି ମା’ ମହାଗୌରୀ କଠୋର ପୂଜା କରିଥିଲେ ଯେଉଁଥି ପାଇଁ ତାଙ୍କ ଶରୀର କଳା ପଡିଯାଇଥିଲା । ଯେତେବେଳେ ଭଗବାନ ଶିବ ତାଙ୍କୁ ଦର୍ଶନ ଦେଇଥିଲେ ସେତେବେଳେ ତାଙ୍କ କୃପାରୁ ମା’ ମହାଗୌରୀଙ୍କ ଶରୀର ଅତ୍ୟନ୍ତ ଗୋରା ହୋଇଯାଇଥିଲା । ସେଥିପାଇଁ ତାଙ୍କ ନାମ ମା’ ଗୌରୀ । କୁହାଯାଏ କି ମାତା ସୀତା ଶ୍ରୀରାମଙ୍କୁ ପାଇବା ପାଇଁ ଏହାକୁ ପୂଜା କରିଥିଲେ ।

ମା’ ଗୌରୀ ଶ୍ୱେତ ବର୍ଣ୍ଣର ହୋଇଥିବାରୁ ତାଙ୍କର ଧ୍ୟାନ କରିବା ଅତ୍ୟନ୍ତ ଲାଭକାରୀ ହୋଇଥାଏ । ବିବାହ ସମ୍ବନ୍ଧୀୟ ସମସ୍ତ ବାଧାବିଘ୍ନ ନିବାରଣ ହୋଇଥାଏ । ଜ୍ୟୋତିଷ ଶାସ୍ତ୍ରରେ ମା’ ଗୌରୀଙ୍କ ସମ୍ବନ୍ଧ ଶୁକ୍ର ଗ୍ରହ ସହିତ ରହିଥାଏ ।

ପାପରୁ ମୁକ୍ତି ଦିଅନ୍ତି ମା’ ମହାଗୌରୀ:

ଅଷ୍ଟମୀରେ ମା’ ଗୌରୀଙ୍କ ପୂଜା କରିବା ବହୁତ ଫଳଦାୟୀ ହୋଇଥାଏ । ମା’ ମହାଗୌରୀ ମାତାଙ୍କୁ ପୂଜା କରିବା ଦ୍ୱାରା ପାପରୁ ମୁକ୍ତି ମିଳିଥାଏ ଏବଂ ମନରେ ବିଚାର ଶୁଦ୍ଧତା ଆସିଥାଏ । ମା’ ମହାଗୌରୀ ସବୁପ୍ରକାର ନକାରାତ୍ମକତା ଦୂର କରିଥାନ୍ତି ।

ପୂଜା ବିଧି :

ଅଷ୍ଟମୀ ତିଥିରେ ମାଙ୍କୁ ପୂଜା କରିବା ପାଇଁ ସକାଳ ଗାଧୋଇବା ପରେ କଳସ ପୂଜା କରିବା ଉଚିତ । ଏହାପରେ ଧଳା ଫୁଲ ମା’ଙ୍କୁ ଅର୍ପଣ କରି ମାଙ୍କ ବନ୍ଦନା ଉଚ୍ଚାରଣ କରିବା ଉଚିତ । ଆଜିର ଦିନରେ ମା’ଙ୍କୁ ହାଲୁଆ, ପୁରୀ, ତରକାରୀ, କଳା ଚଳା ଏବଂ ନଡିଆ ଭୋଗ ଲଗାନ୍ତୁ । ମା’ଙ୍କୁ ଚୁନରୀ ଅର୍ପଣ କରନ୍ତୁ । ମା’ ମହାଗୌରୀଙ୍କୁ ପୂଜା କରିବା ପାଇଁ ହଳଦିଆ ରଙ୍ଗର ବସ୍ତ୍ର ପିନ୍ଧି ଆରମ୍ଭ କରନ୍ତୁ । ମା’ଙ୍କ ସମ୍ମୁଖରେ ଦୀପ ଲଗାନ୍ତୁ ଏବଂ ଧ୍ୟାନ କରନ୍ତୁ । ପୂଜାରେ ମା’ଙ୍କୁ ଧଳା କିମ୍ବା ହଳଦିଆ ରଙ୍ଗର ଫୁଲ ଅର୍ପିତ କରନ୍ତୁ । ତା’ ପରେ ମନ୍ତ୍ର ଜପ କରନ୍ତୁ ।

ମା’ ଗୌରୀଙ୍କ ସ୍ବରୂପ:

ମା’ ଗୌରୀ ଶ୍ୱେତ ବର୍ଣ୍ଣର ହୋଇଥିବାରୁ ତାଙ୍କର ଧ୍ୟାନ କରିବା ଅତ୍ୟନ୍ତ ଲାଭକାରୀ ହୋଇଥାଏ । ମା’ ଗୌରୀ ଶ୍ବେତ ବର୍ଣ୍ଣର ବସ୍ତ୍ରରେ ଶ୍ବେତ ରଙ୍ଗର ଆଭୂଷଣ ପିନ୍ଧିଥାନ୍ତି । ମହାଗୌରୀଙ୍କ ଚାରି ବାହୁ ରହିଥାଏ। ଡାହାଣ ହାତରେ ଅଭୟ ମୁଦ୍ରା ଏଂବ ଦ୍ବିତୀୟ ହାତରେ ଶକ୍ତିର ପ୍ରତୀକ ତ୍ରିଶୂଳ ଧରିଥାନ୍ତି। ସେହିପରି ବାମ ହାତରେ ଡମୁରୁ ଏବଂ ଅନ୍ଯ ହାତରେ ବର ମୁଦ୍ରାରେ ଭକ୍ତଙ୍କୁ ବରଦାନ ଦେଇଥାନ୍ତି । ଭଗବାନ ଶିବଙ୍କ ବାହନ ଷଣ୍ଢ ଉପରେ ମା’ ବିରାଜମାନ ଥାନ୍ତି ।

ପାପରୁ ମୁକ୍ତି ଦିଅନ୍ତି ମା’ ମହାଗୌରୀ:

ଅଷ୍ଟମୀରେ ମା’ ଗୌରୀଙ୍କ ପୂଜା କରିବା ବହୁତ ଫଳଦାୟୀ ହୋଇଥାଏ । କୁହାଯାଏ କି, ମା’ ମହାଗୌରୀ ମାତାଙ୍କୁ ପୂଜା କରିବା ଦ୍ୱାରା ପାପରୁ ମୁକ୍ତି ମିଳିଥାଏ ଏବଂ ମନରେ ବିଚାର ଶୁଦ୍ଧତା ଆସିଥାଏ। ମା’ ମହାଗୌରୀ ସବୁପ୍ରକାର ନକାରାତ୍ମକତା ଦୂର କରିଥାନ୍ତି ।

Tags: maa durgaMahagouri
ShareTweetShareSend
Sanchar Live

Sanchar Live

Next Post
ଶପଥ ନେଲେ ନୂଆ ରାଜ୍ୟପାଳ

ଶପଥ ନେଲେ ନୂଆ ରାଜ୍ୟପାଳ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଶପଥ ନେଲେ ନୂଆ ରାଜ୍ୟପାଳ
  • ନବରାତ୍ରି ଅଷ୍ଟମୀ ତିଥିରେ ମା’ ମହାଗୌରୀଙ୍କୁ କାହିଁକି କରାଯାଏ ପୂଜା
  • ପୂଜା ମଣ୍ଡପରେ ଦଳାଚକଟା ଘଟଣା: ଦୋଷୀଙ୍କ ବିରୋଧରେ ହେବ କଡା କାର୍ଯ୍ୟାନୁଷ୍ଠାନ
  • କୋଲକାତା ଦୁର୍ଗାପୂଜାରେ ଅଘଟଣ: ୧୮ ମୃତ
  • ଇଣ୍ଟରନେଟ୍ ବ୍ୟବହାର କରିବା ପ୍ରତ୍ୟେକ ବ୍ୟକ୍ତିଙ୍କର ମୌଳିକ ଅଧିକାର: ସୁପ୍ରିମକୋର୍ଟ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • October 2026
  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.