ବଜେଟ୍ ଉପସ୍ଥାପନ କରୁଛନ୍ତି ନିର୍ମଳା ସୀତାରମଣ । ଏହା ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ନବମ ବଜେଟ୍ । ସଂସଦରେ ବଜେଟ୍ ୨୦୨୬-୨୭ ଆଗତ କରୁଛନ୍ତି ନିର୍ମଳା । ବିଗତ ୧୧ ବର୍ଷର ଆର୍ଥିକ ଅଭିବୃଦ୍ଧି ନେଇ ରଖିଲେ ତଥ୍ୟ। ବିକଶିତ ଭାରତ ଲକ୍ଷ୍ୟ ନେଇ ଦେଶ ଆଗକୁ ବଢ଼ୁଛି କହିଲେ ନିର୍ମଳା । ଲଗାତାର ୯ମ ଥର ପାଇଁ ବଜେଟ ଉପସ୍ଥାପନା କରୁଛନ୍ତି ।
ବଜେଟରେ ଏସବୁ ଜିନିଷ ମହଙ୍ଗା ହେବ ବୋଲି ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ । ମଦ, ଖଣିଜ ପଦାର୍ଥ, ସ୍କ୍ରାପ ମହଙ୍ଗା ହେବ ।
