Tuesday, March 3, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ମାହାଙ୍ଗାକୁ ନେଇ ବିଧାନସଭାରେ ମୁହାଁମୁହିଁ

Sanchar Live by Sanchar Live
February 21, 2025
in ରାଜନୀତି
0
ମାହାଙ୍ଗାକୁ ନେଇ ବିଧାନସଭାରେ ମୁହାଁମୁହିଁ
0
SHARES
36
VIEWS
FacebookTwitter

ଭୁବନେଶ୍ୱର: ମାହାଙ୍ଗାକୁ ନେଇ ବିଧାନସଭାରେ ମୁହାଁମୁହିଁ ହେଲେ ଅରୁଣ ଆଉ ସାରଦା । ଶୁକ୍ରବାର ବିଧାନସଭା ଶୂନ୍ୟକାଳରେ ଉଠିଥିଲା ମାହାଙ୍ଗା ପ୍ରସଙ୍ଗ । ଯେଉଠି ବିଜେଡି ବିଧାୟକ ଅରୁଣ କହିଥିଲେ, ବିଜେଡ଼ିର କିଛି ବିଧାୟକ ମାହାଙ୍ଗା ଯାଇଥିଲେ । କାରଣ ସରକାର ବଜେଟ ଖର୍ଚ୍ଚ କରିବାରେ ଅସମର୍ଥ । ହିମାଳୟ ଭଳି ବଜେଟ ରଖୁଛନ୍ତି, କିନ୍ତୁ ଖର୍ଚ୍ଚ କରି ପାରୁନାହାନ୍ତି । ମାହାଙ୍ଗାରେ ସମସ୍ତ ପଞ୍ଚାୟତ ପ୍ରତିନିଧି ମାନେ ଧାରଣାରେ ବସିଥିଲେ । ଖର୍ଚ୍ଚ ହୋଇପାରୁନି । ବିଧାୟକ କହିଲେ, ଯଦି ଦୁର୍ନୀତି ହୋଇଛି, ତାଙ୍କ ଗୋଡ ଉପରକୁ କରିକି ବାଡାଅ । ନିର୍ବାଚିତ ପ୍ରତିନିଧି ମାନେ ଆନ୍ଦୋଳନ କରୁଥିଲେ, ତାଙ୍କୁ ଗୁଣ୍ଡା ଲଗାଇ ବାଡେଇଲେ । ପୋଲିସଙ୍କୁ ମଧ୍ୟ ବାଡେଇଛନ୍ତି । ରାଜ୍ୟରେ  ଆଇନ ଶୃଙ୍ଖଳା ରାଜ୍ୟରେ ବିଗିଡି ଗଲାଣି । ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କରୁଥିବା ପଞ୍ଚାୟତ ପ୍ରତିନିଧି ମାନଙ୍କୁ ଗୁଣ୍ଡାମାନଙ୍କ ଦ୍ଵାରା ମାଡ଼ ମରାଯାଇଛି । ସବୁ ପଞ୍ଚାୟତରେ କାମ ବନ୍ଦ । ଯଦି କାମ ବନ୍ଦ ଅଛି, ତେବେ ଖର୍ଚ୍ଚ କେତେବେଳେ କରିବେ ବୋଲି ସେ ପ୍ରଶ୍ନ କରିଛନ୍ତି । ଏହାସହ ବାଚସ୍ପତି ନିର୍ଦ୍ଦେଶ ଦାବି କରିଛନ୍ତି ଅରୁଣ ସାହୁ । ମାର୍ଚ୍ଚ ୩୧ ସୁଦ୍ଧା ଗତ ବଜେଟ୍ ଖର୍ଚ୍ଚ କରନ୍ତୁ ସରକାର । ଯେଉଁମାନେ ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କରୁଛନ୍ତି, ସେମାନଙ୍କୁ ସରକାର ସୁରକ୍ଷା ଦିଅନ୍ତୁ ବୋଲି କହିଛନ୍ତି ଅରୁଣ । ଏହାପରେ ଏହି ପ୍ରସଙ୍ଗରେ ଅରୁଣ ସାହୁଙ୍କ ଅଭିଯୋଗ ଉପରେ କଡ଼ା ଜବାବ ରଖିଲେ ମାହାଙ୍ଗା ବିଧାୟକ ସାରଦା ପ୍ରଧାନ । କୌଣସି ଠିକାଦାରଙ୍କ ବିଲ୍ ଅଟକ ରଖାଯାଇନାହିଁ । ଯେଉଁମାନେ ମାହାଙ୍ଗା ଯାଇଥିଲେ ୪ ଜଣ ବିଜେଡ଼ି ନେତା, ପରୀ ହତ୍ୟାକାରୀ, ପିଏସଓ ହତ୍ୟାକାରୀ, ମାହାଙ୍ଗା ଡବଲ ମର୍ଡରରେ ସମ୍ପୃକ୍ତ ନେତା ମାହାଙ୍ଗା ଯାଇ ସେଠାରେ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି କରିଛନ୍ତି । ୪ ଜଣ କଣ ୪୦ ଜଣ  ଗଲେ ବି ବିନା କାମରେ ବିଲ୍ ପାସ୍ ହେବନି ବୋଲି କହିଥିଲେ ସାରଦା । ଏହାସହ ବିଲ ପାସ ହୋଇନି ବୋଲି ସରପଞ୍ଚ, ଜିଲ୍ଲା ପରିଷଦ, ଚେୟାର ମ୍ୟାନ କେବେ ଧାରଣାରେ ବସନ୍ତି କି ? ସେଠାକୁ ଯାଇଥିବା ବିଧାୟକମାନେ ଗଣ୍ଡଗୋଳକାରୀ । ବିଧାୟକ ମାନେ ଯିବାରୁ ଗଣ୍ଡଗୋଳ ହେଲା । ବିଧାୟକମାନେ କାହିଁକି ଯାଇଥିଲେ ବୋଲି ପ୍ରଶ୍ନ କରିବା ସହ, ଯେଉଁ ୫୦ ଜଣ ଧାରଣାରେ ବସିଥିଲେ, ସେମାନଙ୍କ ମଧ୍ୟରୁ ଠିକାଦାର କିଏ ? ପଞ୍ଚାୟତ ପ୍ରତିନିଧି ମାନେ କଣ ଠିକାଦାର ? ବୋଲି ସେ ପ୍ରଶ୍ନ କରିଥିଲେ ।

Tags: mahangaodishapolitics
ShareTweetShareSend
Sanchar Live

Sanchar Live

Next Post
ସୌରଭ ଗାଙ୍ଗୁଲିଙ୍କ କାର୍ ଦୁର୍ଘଟଣାଗ୍ରସ୍ତ

ସୌରଭ ଗାଙ୍ଗୁଲିଙ୍କ କାର୍ ଦୁର୍ଘଟଣାଗ୍ରସ୍ତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.