Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଜ୍ବରରେ କମ୍ପୁଛନ୍ତି ମହାପ୍ରଭୁ : ଶ୍ରୀଅଙ୍ଗରୁ ଓଦା ବସ୍ତ୍ରକୁ ମଇଲମ କରିବେ ଦଇତାପତି ସେବାୟତ

Sanchar Live by Sanchar Live
June 14, 2025
in ଓଡିଶା
0
ଜ୍ବରରେ କମ୍ପୁଛନ୍ତି ମହାପ୍ରଭୁ : ଶ୍ରୀଅଙ୍ଗରୁ ଓଦା ବସ୍ତ୍ରକୁ ମଇଲମ କରିବେ ଦଇତାପତି ସେବାୟତ
0
SHARES
46
VIEWS
FacebookTwitter

ସଂଚାର ବ୍ୟୁରୋ: ଆଜି ଅନବସର ବା ଅଣସରର ତୃତୀୟ ଦିନ। ମହାପ୍ରଭୁଙ୍କ ଶ୍ରୀଅଙ୍ଗରୁ ଓଦା ବସ୍ତ୍ରକୁ ମଇଲମ କରିବେ ଦଇତାପତି ସେବାୟତ । ୪୨ ଦିନର ଶୀତଳ ଉପଚାର ଚନ୍ଦନ ଯାତ୍ରା ଏବଂ ପରେ ଜ୍ୟେଷ୍ଠ ପୂର୍ଣ୍ଣିମାରେ ପ୍ରତ୍ୟେକ୍ଷ ସ୍ନାନଯାତ୍ରା କରି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଜ୍ବରର ଖଇଫୁଟା ତାତି । ତେଣୁ ସାଆନ୍ତଙ୍କୁ ସୁସ୍ଥ କରିବା ପାଇଁ ଆରମ୍ଭ ହୋଇଛି ଗୁପ୍ତ ଉପଚାର । କୋଠ ସୁଆଁସିଆଙ୍କ ଦ୍ଵାରା ବନ୍ଧା ଯାଇଥିବା ଅଣସର ତାଟି ଭିତରେ ରୁନ୍ଧା ହୋଇଛନ୍ତି ଶ୍ରୀବିଗ୍ରହ । ଗୁପ୍ତରେ ଅନ୍ଧାରରେ ଶ୍ରୀଜୀଉଙ୍କ ସୁସ୍ଥ କରିବା ପାଇଁ ଲାଗିପଡିଛନ୍ତି ଦଇତାପତି ସେବାୟତ । ଚନ୍ଦନ ଅର୍ଗଳି ନିକଟସ୍ଥ ଅଣସର ଘରେ ତାଟି ବନ୍ଧା ହୋଇ ଚାଲିଛି ଗୁପ୍ତସେବା । ଆଷାଢ଼ କୃଷ୍ଣ ପ୍ରତିପଦ ଆଜିଠାରୁ ଚତୁର୍ଥୀ ପର୍ଯ୍ୟନ୍ତ ବିଗ୍ରହ ଗୁଡିକର ଠାକୁରମାନଙ୍କର ଅଙ୍ଗର ବସ୍ତ୍ରକୁ ଉତାରି କରାଳକାମ କରାଯିବ । ପଞ୍ଚମୀ ଠାରୁ ସପ୍ତମୀ ପର୍ଯ୍ୟନ୍ତ ଫୁଲୁରି ତେଲ ଲାଗି ହେବ । ଦଶମୀ ଦିନ ଚକାବିଜେ କରିବେ ଶ୍ରୀବିଗ୍ରହ । ରାଜବୈଦ୍ୟଙ୍କ ଦ୍ଵାରା ପ୍ରସ୍ତୁତ ଦଶମୂଳକ ମୋଦକ ସେବନ ପରେ ଓଷ ଲାଗି ହେବ । ତାପରେ ଯାଇ ସମ୍ପୂର୍ଣ୍ଣ ସୁସ୍ଥ ହେବେ ମହାପ୍ରଭୁ । ସେପଟେ ମହାପ୍ରଭୁ ଅଣସର ଘରେ ଥିବା ବେଳେ ଗର୍ଭଗୃହରେ ପୂଜା ପାଉଛନ୍ତି ପଟିଦିଅଁ ।…

Tags: anabasar nitijay jaganathpuri
ShareTweetShareSend
Sanchar Live

Sanchar Live

Next Post
ରାଜଧାନୀରେ ପୁଣି ବୁଲିଲା ଖଣ୍ଡା-ଭୁଜାଲି

ରାଜଧାନୀରେ ପୁଣି ବୁଲିଲା ଖଣ୍ଡା-ଭୁଜାଲି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.