Sunday, October 18, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପୂର୍ବତନ ବିଧାୟକ ମକରଧ୍ୱଜ ପ୍ରଧାନଙ୍କ ପରଲୋକ

Sanchar Live by Sanchar Live
October 25, 2024
in ଓଡିଶା
0
ପୂର୍ବତନ ବିଧାୟକ ମକରଧ୍ୱଜ ପ୍ରଧାନଙ୍କ ପରଲୋକ
0
SHARES
2
VIEWS
FacebookTwitter

ସଂଚାର ବ୍ୟୁରୋ: ପୂର୍ବତନ ବିଧାୟକ ମକରଧ୍ୱଜ ପ୍ରଧାନଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୧୦୧ ବର୍ଷ ବୟସ ହୋଇଥିଲା l ଝାରସୁଗୁଡା ଜିଲ୍ଲା ବାଘମୁଣ୍ଡା ସ୍ଥିତ ବାସଭବନରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି l ପୂର୍ବତନ ବିଧାୟକ ମକରଧ୍ଵଜ ୧୯୨୪ ମସିହା ଜାନୁଆରୀ ୧୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ୧୯୫୨ ମସିହାରେ ଓଡିଶାର ପ୍ରଥମ ସାଧାରଣ ନିର୍ବାଚନରେ ମୁରା-ଅମ୍ବାଭନା ନିର୍ବାଚନ ମଣ୍ଡଳୀରୁ ବିଧାୟକ ହୋଇଥିଲେ । ମକରଧ୍ବଜ ପ୍ରଧାନଙ୍କ ପରଲୋକରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି ।

ସ୍ୱାଧୀନ ଭାରତର ପ୍ରଥମ ନିର୍ବାଚନରେ ଓଡ଼ିଶାର ବିଧାୟକ ହେବାର ସୌଭାଗ୍ୟ ଲାଭ କରିଥିଲେ ମକରଧ୍ୱଜ ପ୍ରଧାନ । ୨୦୨୩ ଜାନୁଆରୀରେ ସେ ଶହେ ବର୍ଷରେ ପଦର୍ପଣ କରିଥିଲେ । ଶହେ ବର୍ଷରେ ପଦାର୍ପଣ ଅବସରରେ ଗାଁରେ ସେଲିବ୍ରେସନ ହୋଇଥିଲା । ବନ୍ଧୁବାନ୍ଧବ ଓ ପାଖ ପଡ଼ୋଶୀଙ୍କ ସହିତ ପରିବାର ଲୋକେ ଧୁମ୍‌ଧାମରେ ମକରଧ୍ୱଜଙ୍କ ଜନ୍ମଦିନ ପାଳିଥିଲେ । ଭୋଜିଭାତର ଆୟୋଜନ ବି ହୋଇଥିଲା । ମକରଧ୍ୱଜଙ୍କ ପ୍ରକୃତ ଗାଁ ରମ୍ପାଲୁଗା ହୀରାକୁଦର ପାଣିରେ ବୁଡ଼ି ଯାଇଛି ।  ମକରଧ୍ୱଜଙ୍କ ୫ ପୁଅ, ୬ ଝିଅ ଅଛନ୍ତି ।

୧୯୫୨ ମସିହା ମାର୍ଚ୍ଚରେ ହୋଇଥିଲା ସ୍ବାଧୀନ ଭାରତର ପ୍ରଥମ ନିର୍ବାଚନ। ସେତେବେଳେ ଅବିଭକ୍ତ ସମ୍ବଲପୁର ଜିଲ୍ଲା ଅନ୍ତର୍ଗତ ଅମ୍ବାଭନା-ମୁରା ନିର୍ବାଚନମଣ୍ଡଳୀରୁ ଜିତି ବିଧାୟକ ହୋଇଥିଲେ ମକରଧ୍ୱଜ। ଭୋଟ୍ କଥା କଥା ମନେ ପକାଇ ସେ କହିଥିଲେ, ସେତେବେଳେ ସାଇକେଲରେ ପ୍ରଚାର କରାଯାଉଥିଲା । ଅର୍ଥବଳ କି ବାହୁବଳ ନୁହେଁ, ବ୍ୟକ୍ତିଗତ ସଂପର୍କ ହିଁ ନିର୍ବାଚନ ଜିତାଉଥିଲା । ସୋସିଆଲିଷ୍ଟ ପାର୍ଟିରୁ ପ୍ରାର୍ଥୀ ହୋଇ ନିର୍ବାଚନରେ ୮୫୦ ଟଙ୍କା ଖର୍ଚ୍ଚ କରିଥିଲେ ମକରଧ୍ୱଜ। ସେ ପାଇଥିଲେ ୩ ହଜାର ୫୦ ଖଣ୍ଡ ଭୋଟ । ଆଉ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ୫୦ଟି ଭୋଟ୍ କମ୍ ପାଇଥିଲେ । କିନ୍ତୁ ଆଜି ସେହି ଶତାୟୁ ପୂର୍ବତନ ବିଧାୟକ ମକରଧ୍ୱଜ ପ୍ରଧାନ ସମସ୍ତଙ୍କୁ ପର କରି ଆରପାରିକୁ ଚାଲିଯାଇଛନ୍ତି ।

 

Tags: Makardhyaja pradhanpassesaway
ShareTweetShareSend
Sanchar Live

Sanchar Live

Next Post
ଝାଡଖଣ୍ଡରେ ନିର୍ବାଚନ ପ୍ରଚାର କରିବେ ଧର୍ମେନ୍ଦ୍ର-ମୋହନ

ଝାଡଖଣ୍ଡରେ ନିର୍ବାଚନ ପ୍ରଚାର କରିବେ ଧର୍ମେନ୍ଦ୍ର-ମୋହନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଶପଥ ନେଲେ ନୂଆ ରାଜ୍ୟପାଳ
  • ନବରାତ୍ରି ଅଷ୍ଟମୀ ତିଥିରେ ମା’ ମହାଗୌରୀଙ୍କୁ କାହିଁକି କରାଯାଏ ପୂଜା
  • ପୂଜା ମଣ୍ଡପରେ ଦଳାଚକଟା ଘଟଣା: ଦୋଷୀଙ୍କ ବିରୋଧରେ ହେବ କଡା କାର୍ଯ୍ୟାନୁଷ୍ଠାନ
  • କୋଲକାତା ଦୁର୍ଗାପୂଜାରେ ଅଘଟଣ: ୧୮ ମୃତ
  • ଇଣ୍ଟରନେଟ୍ ବ୍ୟବହାର କରିବା ପ୍ରତ୍ୟେକ ବ୍ୟକ୍ତିଙ୍କର ମୌଳିକ ଅଧିକାର: ସୁପ୍ରିମକୋର୍ଟ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • October 2026
  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.