ସଂଚାର ବ୍ୟୁରୋ: ନକ୍ସଲଙ୍କ ବର୍ବରକାଣ୍ଡ। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ପାମେଡ଼ ଅଞ୍ଚଳରେ ଜଣକୁ ହତ୍ୟା କରିଛନ୍ତି ସେମାନେ। ରାସ୍ତା ନିର୍ମାଣ କାର୍ଯ୍ୟରେ ନିୟୋଜିତ ଜଣେ ଠିକାଦାରଙ୍କୁ ଅପହରଣ କରିବା ପରେ ଗଳା କାଟି ହତ୍ୟା କରିଛନ୍ତି। ସେଠାରୁ ମୃତକଙ୍କ ସହଯୋଗୀ କୌଣସି ପ୍ରକାରରେ ଖସି ଆସି ଥିଲେ ଓ ପୋଲିସକୁ ଖବର ଦେଇଥିଲେ।
© 2024 Sanchar News